ପୁରୀ

ଖୋଲିବ ଭିତର ରତ୍ନଭଣ୍ଡାର, ରହିବ ଏହିସବୁ କଟକଣା, ସକାଳ ୮ଟାରୁ…

ପୁରୀ,୧୬।୭: ତାଲା, ଚାବି ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇ କହିଛନ୍ତି, ବାହାର ରତ୍ନଭଣ୍ଡାରର ୩ଟି ତାଲା ସେଦିନ ନିର୍ଦ୍ଧାରିତ ଚାବିରେ ଖୋଲିଥିଲା।…

2 months ago

ଜଷ୍ଟିସ ବିଶ୍ବନାଥ ରଥଙ୍କ ବଡ଼ ସୂଚନା: ଏହି ଦିନ ପୁଣି ଖୋଲାଯିବ ରତ୍ନଭଣ୍ଡାର, ଧାର୍ଯ୍ୟ ହେଲା ବାର, ସମୟ

ପୁରୀ,୧୬।୭: ଆସନ୍ତା ୧୮ ତାରିଖ ଗୁରୁବାର ପୁଣି ଖୋଲାଯିବ ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ…

2 months ago

ମାଲିକ ନ ଥିବା ବେଳେ ରତ୍ନଭଣ୍ଡାର ଖୋଲିବା ଠିକ୍‌ ନୁହେଁ

ପୁରୀ, ୧୬ା୭(ଅଜିତ୍‌ କୁମାର ମହାନ୍ତି):ଦୀର୍ଘ ୪୬ ବର୍ଷ ପରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିଛି। ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଏସ୍‌ଓପି ଅନୁସରଣ କରାଯାଇଥିଲା। ତେବେ ଭିତର…

2 months ago

ସିଂହଦ୍ୱାରରେ ଲାଗିଲା ତିନି ରଥ, ରଥାରୂଢ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼

ପୁରୀ,୧୫।୭: ସିଂହଦ୍ୱାରରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ସିଂହଦ୍ୱାରରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଜମିଛି।…

2 months ago

ରତ୍ନଭଣ୍ଡାର ଭିତରେ କ’ଣ ସବୁ ରହିଛି, ରହସ୍ୟ ଖୋଲିଲେ ସେବାୟତ, କହିଲେ ଭିତରେ ୫ଟି…

ଭୁବନେଶ୍ୱର,୧୫।୭: ଦୀର୍ଘ ୪୬ବର୍ଷ ପରେ ରବିବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଛି। ତେବେ ରତ୍ନଭଣ୍ଡାର ଭିତରେ କ’ଣ ରହିଛି ତାକୁ ଜାଣିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ ରହିଛି।…

2 months ago

୩ ଠାକୁର ଖାଇଲେ ମାଉସୀଙ୍କ ହାତର ପୋଡ଼ପିଠା

ପୁରୀ,୧୫।୭: ଶ୍ରୀମନ୍ଦିର ଫେରିବା ବାଟରେ ମାଉସୀ ମା’ ମନ୍ଦିରରରେ ଅଟକି ତିନି ଠାକୁର ପୋଡପିଠା ଖାଇଛନ୍ତି । ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର…

2 months ago

ମାଉସୀ ମା’ ଘରେ ପୋଡ଼ ପିଠା ଖାଇଲେ ବଡ଼ ଠାକୁର

ପୁରୀ,୧୫।୭: ମାଉସୀ ମା’ ମନ୍ଦିର ପାଖରେ ବଡ଼ଠାକୁରଙ୍କ ତାଳଧ୍ୱଜ ରଥ ପହଞ୍ଚିଛି। ପରେ ସେଠାରେ ବଡ ଠାକୁରଙ୍କୁ ପୋଡ ପିଠା ଲାଗି କରାଯାଇଛି। ବଡ଼ ଠାକୁରଙ୍କ ପଛରେ…

2 months ago

ଶେଷରେ ଗଡ଼ିଲା ନନ୍ଦିଘୋଷ

ପୁରୀ,୧୫।୭: ଆଜି ବାହୁଡା ଯାତ୍ରା ଜନ୍ମବେଦୀରୁ ଶ୍ରୀମନ୍ଦିର ଫେରିବେ ୩ ଠାକୁର। ଶ୍ରୀମନ୍ଦିର ଅଭିମୁଖେ ତିନି ରଥ ଗଡ଼ିଛି। ସବାଶେଷରେ। ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଗଡ଼ିଛି…

2 months ago

ନିର୍ଦ୍ଦେଶ ସତ୍ତ୍ୱେ ଶୁଣିଲେନି ସେବାୟତ, ରଥ ଉପରକୁ ମୋବାଇଲ ନେଇ…

ପୁରୀ,୧୫।୭: କଡ଼ା ଚେତାବନୀ ସତ୍ତ୍ବେ ବାହୁଡ଼ା ଯାତ୍ରାରେ ସେବାୟତମାନେ ମୋବାଇଲ ଧରି ଭିଡିଓ କରୁଥିବାର ଦେଖିବାକୁ ମିଳିଛି। ଜଣେ କି ଦୁଇଜଣ ନୁହେଁ ଅନେକ ସେବାୟତ ରଥ…

2 months ago

ଶ୍ରୀବିଗ୍ରହଙ୍କ ବାହୁଡ଼ା ଯାତ୍ରା: ଆରମ୍ଭ ହେଲା ରଥଟଣା

ପୁରୀ,୧୫ା୭: ଆଜି ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ଅଭିଭୁଖେ ବାହାରିଛନ୍ତି ଶ୍ରୀଜୀଉ। ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି…

2 months ago