Advertisement

ପୁରୀ

ଆଜି ଦୀପାବଳି ପାଳିଲେ ଅଶୁଭ! ଶଙ୍କରାଚାର୍ଯ୍ୟ କହିଲେ…ଆଜି ଦୀପାବଳି ପାଳିଲେ ଅଶୁଭ! ଶଙ୍କରାଚାର୍ଯ୍ୟ କହିଲେ…

ଆଜି ଦୀପାବଳି ପାଳିଲେ ଅଶୁଭ! ଶଙ୍କରାଚାର୍ଯ୍ୟ କହିଲେ…

ପୁରୀ, ୩୧।୧(ଅଜିତ୍‌ କୁମାର ମହାନ୍ତି): କୁମାର ପୂର୍ଣ୍ଣିମା ପରେ ପୁଣିଥରେ କାଳୀପୂଜା ଓ ଦୀପାବଳି ଅମାବାସ୍ୟା ପାଳନକୁ ନେଇ ଦ୍ୱନ୍ଦ୍ୱ ଦେଖିବାକୁ ମିଳିଛି। ଚଳିତବର୍ଷ ପାଞ୍ଜି ଓ…

6 months ago
ଜମି ପାଇଁ ହତ୍ୟା! ବାପା-ପୁଅ ମୃତଜମି ପାଇଁ ହତ୍ୟା! ବାପା-ପୁଅ ମୃତ

ଜମି ପାଇଁ ହତ୍ୟା! ବାପା-ପୁଅ ମୃତ

ପୁରୀ, ୩୧ା୧୦: (ଅଜିତ୍‌ କୁମାର ମହାନ୍ତି): ପୁରୀରେ ବୁଧବାର ପୁଣି ୨ ଜଣଙ୍କ ମୁଣ୍ଡ ଗଡ଼ିଛି। ଏପରି ଏକ ଅଭାବନୀୟ ଘଟଣା ସଦର ଥାନା ଅନ୍ତର୍ଗତ ସମଙ୍ଗରା…

6 months ago
ବୁଧବାର ଅପରାହ୍ନରୁ ୫ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ଯିବାକୁ ଥିଲେ ଜାଣି ରଖନ୍ତୁବୁଧବାର ଅପରାହ୍ନରୁ ୫ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ଯିବାକୁ ଥିଲେ ଜାଣି ରଖନ୍ତୁ

ବୁଧବାର ଅପରାହ୍ନରୁ ୫ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ଯିବାକୁ ଥିଲେ ଜାଣି ରଖନ୍ତୁ

ପୁରୀ,୨୯ା୧୦(ଅଜିତ୍‌ କୁମାର ମହାନ୍ତି)- କାର୍ତ୍ତିକ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ…

6 months ago
ବୁଧବାର ବନକ ଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦବୁଧବାର ବନକ ଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ

ବୁଧବାର ବନକ ଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୨୯ା୧୦: ଆସନ୍ତାକାଲି ବୁଧବାର କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥି ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ…

6 months ago
ମିଳୁନି ମାଟି, ସଙ୍କଟରେ କୁମ୍ଭକାରଙ୍କ ଜୀବିକାମିଳୁନି ମାଟି, ସଙ୍କଟରେ କୁମ୍ଭକାରଙ୍କ ଜୀବିକା

ମିଳୁନି ମାଟି, ସଙ୍କଟରେ କୁମ୍ଭକାରଙ୍କ ଜୀବିକା

କାକଟପୁର/ଅସ୍ତରଙ୍ଗ(ଶୁଭଦର୍ଶନ ମିଶ୍ର/ ପ୍ରଦୀପ୍ତ କୁମାର ଦୀକ୍ଷିତ)୨୮ା୧୦: ଓଡ଼ିଆ ଚଳଣି ଓ ପରମ୍ପରା ନିଆରା। ସବୁ ପର୍ବପର୍ବାଣି, ପୂଜାର୍ଚ୍ଚନା ଓ ଯାନିଯାତ୍ରା ସମୟରେ ମାଟିତିଆରି ସାମଗ୍ରୀ ଖୋଜାପଡ଼େ। କୌଣସି…

6 months ago
ବିଦେଶାଗତ ପକ୍ଷୀଙ୍କ କଳରବରେ ଚିଲିକା ତଟଦେଶ ମୁଖରିତବିଦେଶାଗତ ପକ୍ଷୀଙ୍କ କଳରବରେ ଚିଲିକା ତଟଦେଶ ମୁଖରିତ

ବିଦେଶାଗତ ପକ୍ଷୀଙ୍କ କଳରବରେ ଚିଲିକା ତଟଦେଶ ମୁଖରିତ

କୃଷ୍ଣପ୍ରସାଦ,୨୮ା୧୦(କୈଳାସ ଚନ୍ଦ୍ର ପଟ୍ଟନାୟକ): ଶୀତଋତୁ ଆସିଲେ ଚଳଚଞ୍ଚଳ ହୋଇଉଠେ ଚିଲିକାର ପରିବେଶ। ରଙ୍ଗବେରଙ୍ଗର ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ ଅଞ୍ଚଳ।…

6 months ago
ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ ଚେତାବନୀ…

6 months ago
ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ ପକ୍ଷରୁ…

6 months ago
ପତିତପାବନ ବାନାରେ ପଡିଲା ଶୂନ୍ୟଗଣ୍ଠି: ଜାଣନ୍ତୁ ଏହା କ’ଣ, କାହିଁକି ପଡେପତିତପାବନ ବାନାରେ ପଡିଲା ଶୂନ୍ୟଗଣ୍ଠି: ଜାଣନ୍ତୁ ଏହା କ’ଣ, କାହିଁକି ପଡେ

ପତିତପାବନ ବାନାରେ ପଡିଲା ଶୂନ୍ୟଗଣ୍ଠି: ଜାଣନ୍ତୁ ଏହା କ’ଣ, କାହିଁକି ପଡେ

ପୁରୀ,୨୬ା୧୦(ଅଜିତ୍‌ କୁମାର ମହାନ୍ତି):ବାତ୍ୟା ‘ଦାନା’ ପ୍ରଭାବରେ ପୁରୀରେ ବୁଧବାର ରାତିରୁ ବର୍ଷା ଆରମ୍ଭ ହୋଇଥିଲା। ଗୁରୁବାର ଦିନତମାମ ବର୍ଷା ଲାଗିରହିଥିବାବେଳେ ସନ୍ଧ୍ୟାରେ ପବନର ବେଗ ବଢିଥିଲା। ତେବେ…

6 months ago
୨୪, ୨୫ରେ ହବିଷିଆଳିଙ୍କ ଶ୍ରୀମନ୍ଦିର ଦର୍ଶନ ବନ୍ଦ୨୪, ୨୫ରେ ହବିଷିଆଳିଙ୍କ ଶ୍ରୀମନ୍ଦିର ଦର୍ଶନ ବନ୍ଦ

୨୪, ୨୫ରେ ହବିଷିଆଳିଙ୍କ ଶ୍ରୀମନ୍ଦିର ଦର୍ଶନ ବନ୍ଦ

ପୁରୀ,୨୪ା୧୦(ଅଜିତ୍‌ କୁମାର ମହାନ୍ତି): ବାତ୍ୟାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ପୁରୀ ଜିଲାକୁ ୟେଲୋ ଜୋନ୍‌ ଘୋଷଣା କରିଥିବା ବେଳେ ୨୪ ଓ…

6 months ago