ପୁରୀ

ସମୁଦ୍ର ତଟରେ ମଦ କୁଡ଼ିଆ ଯୋଜନାକୁ ଶଙ୍କରାଚାର୍ଯ୍ୟଙ୍କ ବିରୋଧ

ରାଜ୍ୟ ସରକାର ବିଭିନ୍ନ ସମୁଦ୍ର କୁଳରେ ମଦ ବିକ୍ରୟ ପାଇଁ ଯୋଜନା କରୁଥିବା ବେଳେ ପୁରୀ ମହୋଦଧୀ ତଟରେ ମଦ କୁଡିଆକୁ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ…

7 months ago

ସାକ୍ଷୀଗୋପାଳ ଗସ୍ତରେ ଜିଲାପାଳ: ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର…

ସାକ୍ଷୀଗୋପାଳ,୨୯।୮(କିଶୋର ମହାପାତ୍ର/ ପ୍ରଶାନ୍ତ ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ରୁପରେଖ ନେଇ ସତ୍ୟବାଦୀ ବିଧାୟକ ଓମ୍‌ ପ୍ରକାଶ ମିଶ୍ର ଏବଂ ପୁରୀ…

7 months ago

ପୁରୀ ସମୁଦ୍ରରେ ଭାସୁଛି କଣ୍ଟେନର

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି)-ପୁରୀ ସମୁଦ୍ରରେ ଏକ ଅଜଣା କଣ୍ଟେନର ଦେଖିବାକୁ ମିଳିଛି। ପେଣ୍ଠକଟା ମେରାଇନ୍‌ ଥାନା ଅନ୍ତର୍ଗତ ଗଙ୍ଗାଦେବୀ ମନ୍ଦିର ପାଖ ବେଳାଭୂମିଠାରୁ ପ୍ରାୟ ୨୦୦ ମିଟର…

7 months ago

ଆକ୍ସନ ମୋଡ୍‌ରେ ସରକାର, ଶ୍ରୀମନ୍ଦିର କାର୍ଯ୍ୟାଳୟର ୩୨ କର୍ମଚାରୀ ବିଦା

ପୁରୀ,୩୧।୮: ଶ୍ରୀମନ୍ଦିର କାର୍ଯ୍ୟାଳୟରେ କାର୍ଯ୍ୟରତ ୩୨ ଜଣ ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ରାଜ୍ୟ ସରକାର ବିଦା କରିଛନ୍ତି। ଅବସରପ୍ରାପ୍ତ କର୍ମଚାରୀଙ୍କୁ ନିଯୁକ୍ତି ମିଳିଥିବା ଖବର ଜାଣିବା…

7 months ago

ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ, ରତ୍ନଭଣ୍ଡାର ଚଟାଣ ତଳେ…

ଭୁବନେଶ୍ୱର,୩୧।୮: ରତ୍ନଭଣ୍ଡାର ସର୍ଭେ ନେଇ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଏଏସଆଇ ତାର ପ୍ରାଥମିକ ଅନୁସନ୍ଧାନ କରି ସାରିଲାଣି।…

7 months ago

ପିପିଲି ପରେ ଡେଲାଙ୍ଗ, ନିମାପଡ଼ାକୁ ବ୍ୟାପିଲା ବାର୍ଡ ଫ୍ଲୁ

ପୁରୀ,୩୧।୮: ପୁରୀ ଜିଲା ପିପିଲି ବ୍ଲକରେ ବାର୍ଡ ଫ୍ଲୁ ହେବା ପରେ ବର୍ତ୍ତମାନ ଏହା ଡେଲାଙ୍ଗ ଓ ନିମାପଡ଼ାକୁ ବ୍ୟାପିଲାଣି। ଡେଲାଙ୍ଗ, ନିମାପଡ଼ାରୁ ସଂଗ୍ରହ ନମୁନାରେ ପଜିଟିଭ…

7 months ago

ଭକ୍ତମାନଙ୍କ ସହଜ ଦର୍ଶନ ପାଇଁ ଗ୍ରହଣ କରାଯିବ ନୂଆ ବ୍ୟବସ୍ଥା: ବୃଦ୍ଧବୃଦ୍ଧା, ମହିଳାଙ୍କ ପାଇଁ ଅଲଗା ଧାଡ଼ି

ପୁରୀ,୩୦।୮: ଶୁକ୍ରବାର ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଭକ୍ତମାନଙ୍କ ସହଜ ଦର୍ଶନଠାରୁ ଆରମ୍ଭ…

7 months ago

ବଡଦାଣ୍ଡରେ ବଡ଼ ଅଘଟଣ: ଭକ୍ତଙ୍କ ଉପରକୁ ଚଢିଗଲା କାର୍‌

ପୁରୀ,୨୯।୮: ପୁରୀ ବଡଦାଣ୍ଡରେ ଘଟିଛି ବଡ଼ ଅଘଟଣ। ରାସ୍ତା ଉପରେ ବସିଥିବା ଭକ୍ତଙ୍କ ଉପରକୁ ଚଡିଯାଇଛି ଏକ କାର୍‌। ମାଉସୀ ମା’ ମନ୍ଦିର ନିକଟରେ ଏହି ଦୁର୍ଘଟଣା…

7 months ago

ଆଉଟସୋର୍ସିଂ ଜରିଆରେ ଶ୍ରୀମନ୍ଦିରର ନିଯୁକ୍ତ ହେବେ ସେନା ଅଧିକାରୀ; କଡାକଡି ହେବ ସୁରକ୍ଷା ବ୍ୟବସ୍ଥା

ପୁରୀ,୨୮।୮: ଶ୍ରୀ ମନ୍ଦିରରେ ଥିବା ଆନନ୍ଦ ବଜାରରେ ସୁରକ୍ଷା ବ୍ୟବସ୍ଥା ଅଧିକ କଡାକଡି କରିବାକୁ ପୂର୍ବତନ ସେନା କର୍ମଚାରୀମାନେ ମୁତୟନ ହେବେ ବୋଲି ମନ୍ଦିର ପ୍ରଶାସକ ଅଜୟ…

7 months ago

ମଣିଷକୁ ଡେଇଁଲା ବାର୍ଡ ଫ୍ଲୁ ! ପରୀକ୍ଷା ପାଇଁ ଗଲା ରକ୍ତନମୁନା

ପିପିଲି,୨୮।୮ (ଦୁର୍ଗା ମାଧବ ମିଶ୍ର): କୁକୁଡା ପରେ ଏବେ ବାର୍ଡ ଫ୍ଲୁ ମଣିଷକୁ ଡେଇଁଥିବା ଆଲୋଚନା ହେଉଛି। ରାଜ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଉଛି। ସମ୍ପୃକ୍ତ…

7 months ago