ପୁରୀ

ନୀଳାଦ୍ରି ନିଳୟ ଯୋଜନା: ଝୁଣ୍ଟିଲା ପ୍ରଶାସନ

ପୁରୀ ଅଫିସ,୯।୩: ପୁରୀ ସହରକୁ ଭିକାରିମୁକ୍ତ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ଗତ ୩ ତାରିଖରୁ ଆରମ୍ଭ ହୋଇଛି ନୀଳାଦ୍ରି ନିଳୟ ଯୋଜନା। ଭିକ୍ଷାବୃତ୍ତି କରୁଥିବା…

5 years ago

କମାରଶାଳର ରାଣୀ: ପରିବାର ପାଇଁ କୌଳିକ ବୃତ୍ତିକୁ ଆପଣେଇ ନେଇଛନ୍ତି ନିମାପଡ଼ାର ସୁନୀତା

ଯେଉଁଠି କମାରଶାଳରେ କାମ କରିବା ପରି ଏକ କଷ୍ଟ କାମ ପ୍ରତି ପୁଅମାନେ ବୀତସ୍ପୃହ ହେଲେଣି। ସେଠାରେ ଝିଅଟିଏ ହୋଇବି ସୁନୀତା ବାପାଙ୍କ କୌଳିକ ବୃତ୍ତିକୁ ଆପଣେଇ…

5 years ago

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଜମା ପ୍ରସଙ୍ଗ:ଭିଜିଲାନ୍ସ ତଦନ୍ତ ଦାବି କଲେ ଭାଜପା, ଶ୍ରୀଜଗନ୍ନାଥ ସେନା

ପୁରୀ ଅଫିସ, ୮।୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ୟେସ୍‌ ବ୍ୟାଙ୍କରେ ଜମା ରଖାଯିବାକୁ ନେଇ ବିଭିନ୍ନ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏକାଧିକ…

5 years ago

କଟକଣାକୁ ବେଖାତିର: ନିତିଦିନିଆ ହେଲାଣି ଶ୍ରୀମନ୍ଦିରରେ ନୀତି ବିଳମ୍ବ

ପୁରୀ ଅଫିସ, ୮।୩: କୌଣସି ପରିସ୍ଥିତିରେ ମହାପ୍ରଭୁଙ୍କ ସେବାପୂଜାରେ ବିଳମ୍ବ କିମ୍ବା ବିଭ୍ରାଟକୁ ବରଦାସ୍ତ କରାଯିବ ନାହିଁ। ଯେଉଁ ପାଳିଆସେବକ ୩ଥର ନୀତିରେ ବିଳମ୍ବ କରିବେ ତାଙ୍କୁ…

5 years ago

ମହାପ୍ରଭୁଙ୍କ ଟଙ୍କାରେ ମଉଜ

ପୁରୀ ଅଫିସ, ୮।୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ ଜାରି କରିଛି କଟକଣା। ଏହି ବ୍ୟାଙ୍କର ଦୁର୍ବଳ ଆର୍ଥତ୍କ ସ୍ଥିତି ଯୋଗୁ…

5 years ago

ଚିଲିକାରେ ବେଆଇନ ଘେରି ଉଚ୍ଛେଦ: ପ୍ରଥମ ଦିନରେ ୫୦୦ ଏକର

କୃଷ୍ଣପ୍ରସାଦ,୭ା୩(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଖଟିଆକୁଦି ତଳଚତରା ଉପରଚତରା ଚିଲିକାରେ ବେଆଇନ ଘେରି ଉଚ୍ଛେଦ ଶନିବାର ଆରମ୍ଭ ହୋଇଛି। ପ୍ରଥମ ଦିନରେ ୫୦୦ ଏକର ଉଚ୍ଛେଦ…

5 years ago

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା: ଭିଜିଲାନ୍ସରେ ଅଭିଯୋଗ କଲେ ଜଗନ୍ନାଥ ସେନା

ପୁରୀ ଅଫିସ,୭।୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଘରୋଇ ବ୍ୟାଙ୍କରେ ଜମା ରଖାଯିବାକୁ ବିରୋଧ କରିଛି ଶ୍ରୀଜଗନ୍ନାଥ ସେନା। ଶନିବାର ସେନା ପକ୍ଷରୁ ପୁରୀ ଦୁର୍ନୀତି…

5 years ago

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜିଆର୍‌ଏସ୍‌

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜିଆର୍‌ଏସ୍‌ ସାକ୍ଷୀଗୋପାଳ, ୭।୩(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଶୁକଳ ପଞ୍ଚାୟତ ଜିଆର୍‌ଏସ୍‌ ଛବି ନାରାୟଣ ପଣ୍ଡା ଲାଞ୍ଚ ନେବା…

5 years ago

ଝଲସିବ ଜୀବରାମ ପଲ୍ଲୀ

ପୁରୀ ଅଫିସ,୭ା୩: ପୁରୀକୁ ବିଶ୍ୱ ଐତିହ୍ୟ ସହର କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଥିଲାଗି କେତେକ ପ୍ରକଳ୍ପର କାମ ଆରମ୍ଭ ହୋଇଥିବାବେଳେ ଅନେକ ମେଗା…

5 years ago

‘ପ୍ରଦୀପ୍ତଙ୍କୁ ମିଥ୍ୟା ମକଦ୍ଦମାରେ ଫସାଯାଇଛି’

ପୁରୀ ଅଫିସ,୭ା୩: ପାରା ଗୁଳିକାଣ୍ଡରେ ମାଟିଆପଡ଼ା ସିଦ୍ଧମହାବୀର ରେଲୱେ ଓଭରବ୍ରିଜ କ୍ଷତିଗ୍ରସ୍ତ କମିଟିର କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ବିଜେଡି କାଉନସିଲର ପ୍ରଦୀପ୍ତ କୁମାର ନାୟକଙ୍କୁ ମିଥ୍ୟାରେ…

5 years ago