ପୁରୀ

ସ୍ବାମୀ ଆଗରେ ସ୍ତ୍ରୀ ଉପରେ ଚଢ଼ିଗଲା ଟ୍ରକ୍‌

ଗୋପ, ୨୮ା୧୨(ଡିି.ଏନ୍‌.ଏ):ଗୋପ-ବାଲିଘାଇ ରାସ୍ତାର ମଦରଙ୍ଗ ଛକଠାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀ ଆଗରେ ସ୍ତ୍ରୀ ଉପରେ ଏକ ବାଲିବୋଝେଇ ଟ୍ରକ ଚଢ଼ିଯିବାରୁ ଘଟଣାସ୍ଥଳରେ ସ୍ତ୍ରୀଙ୍କ…

5 years ago

ମହାପ୍ରଭୁଙ୍କୁ ଦର୍ଶନ କଲେ ବିହାର ରାଜ୍ୟପାଳ

ପୁରୀ ଅଫିସ,୨୮ା୧୨:ବିହାର ରାଜ୍ୟପାଳ ଫଗୁ ଚୌହ୍ବାନ ଶନିବାର ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ରାଜ୍ୟପାଳ ଚୌହ୍ବାନ ସିଂହଦ୍ୱାର ନିକଟରେ ପହଞ୍ଚତ୍ଥିଲେ।…

5 years ago

ଖୁବ୍‌ ଶୀଘ୍ର ସାକ୍ଷୀଗୋପାଳ ମନ୍ଦିରର ଉନ୍ନତୀକରଣ

ସାକ୍ଷୀଗୋପାଳ,୨୭।୧୨(ଡି.ଏନ୍‌.ଏ.): ଚାରିଧାମ ତୀର୍ଥଯାତ୍ରାରେ ଶ୍ରୀକ୍ଷେତ୍ର ଆସୁଥିବା ତୀର୍ଥଯାତ୍ରୀମାନେ ସାକ୍ଷୀଗୋପାଳ ମନ୍ଦିରକୁ ଆସିଥାନ୍ତି। ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଏହି ପୀଠର ବିକାଶ ଜରୁରୀ। ପୁରାତନ ଅଧ୍ୟାତ୍ମିକ ପୀଠ ସାକ୍ଷୀଗୋପାଳ…

5 years ago

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌: ନୂଆବର୍ଷରୁ ଜୋର୍‌ ଧରିବ ଉଚ୍ଛେଦ ଅଭିଯାନ

ପୁରୀ ଅଫିସ,୨୭।୧୨: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ସକାଶେ ମେଘନାଦ ପାଚେରିକୁ ଲାଗି ୭୫ ମିଟର ପରିଧି ମଧ୍ୟରେ ସବୁ ନିର୍ମାଣ ଉଚ୍ଛେଦ ପାଇଁ ନିଷ୍ପତ୍ତି ହୋଇଛି।…

5 years ago

ଚନ୍ଦ୍ରଭାଗା ଉପକୂଳରେ ଡଲ୍‌ଫିନ

ପୁରୀ ଅଫିସ, ୨୬ା୧୨: ଚନ୍ଦ୍ରଭାଗା ଉପକୂଳରେ ଡଲ୍‌ଫିନ। ଗତ କିଛିଦିନ ହେଲା କୂଳଠାରୁ ପ୍ରାୟ ୫୦୦ ମିଟର ଦୂରରେ କିଛି ଡଲ୍‌ଫିନ ଖେଳୁଥିବା ଦେଖାଯାଉଛି। ତେବେ ପର୍ଯ୍ୟଟନ…

5 years ago

ଚିଲିକା ଉତ୍ତରନାଶୀରେ ପକ୍ଷୀ ସୁରକ୍ଷା ଢିଲା

କଣାସ, ୨୬ା୧୨(ସ୍ବ.ପ୍ର.): ଶୀତ ପଡିଲେ ବିଦେଶାଗତ ପକ୍ଷୀଙ୍କ କଳରାବରେ ମୁଖରିତ ହୋଇଉଠେ ଚିଲିକା। କିନ୍ତୁ ନଳବଣରେ ଖାଦ୍ୟ ଅଭାବ ଯୋଗୁ ପକ୍ଷୀମାନେ ଉତ୍ତରନାଶୀ ଦୟା ଓ ମକରା…

5 years ago

ତଡ଼ପ ଲାଗିହୋଇ ରହିଲେ ସାକ୍ଷୀଗୋପାଳ

ସାକ୍ଷୀଗୋପାଳ,୨୬ା୧୨(ଡି.ଏନ୍‌.ଏ.): ସୂର୍ଯ୍ୟୋପରାଗ ପାଇଁ ବୁଧବାର ସାକ୍ଷୀଗୋପାଳ ମନ୍ଦିରରେ ସଅଳ ଦେବନୀତି ସମ୍ପନ୍ନ କରାଯାଇଛି। ସନ୍ଧ୍ୟା ସୁଧା ବଡସିଂହାର ଧୂପ ସମାପନ କରାଯିବା ପରେ ଠାକୁରଙ୍କୁ ଗ୍ରହଣ ବେଶ…

5 years ago

ଶ୍ରୀମନ୍ଦିର ପାଇଁ ଜରୁରିକାଳୀନ ପାଣ୍ଠିରୁ ୩୦୦କୋଟି ଖର୍ଚ୍ଚ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟ ସରକାର ପୁରୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ମିଟର ପର୍ଯ୍ୟନ୍ତ ନିର୍ମାଣ ଉଚ୍ଛେଦ କରି ଆକର୍ଷଣୀୟ ଢଙ୍ଗରେ ଐତିହ୍ୟ ସୁରକ୍ଷାବଳୟ ତିଆରି କରୁଛନ୍ତି। ଏହି କାର୍ଯ୍ୟ ପ୍ରାୟ…

5 years ago

ରଥକାଠ ପାଇଁ ଗଛ କଟା ଅନୁକୂଳ: ଜାନୁୟାରୀ ୬ରେ ନୟାଗଡ଼ ଯିବେ ୫ ଜଣିଆ ଟିମ୍‌

ପୁରୀ ଅଫିସ, ୨୫ା୧୨:ଆସନ୍ତା ରଥଯାତ୍ରା ପାଇଁ ସଜବାଜ ହେଲାଣି ଶ୍ରୀମନ୍ଦିର। ପରମ୍ପରା ଅନୁଯାୟୀ, ଗଣିଆର ବଡ଼ରାଉଳ ଠାକୁରାଣୀଙ୍କ ନିକଟରେ ପୂଜାର୍ଚ୍ଚନା ଏବଂ ହୋମଯଜ୍ଞ ପରେ ରଥ ପାଇଁ…

5 years ago

ନୂଆବର୍ଷ ପାଇଁ ସଜେଇ ହେଉଛି ପୁରୀ: ଆକର୍ଷଣୀୟ ହେବ ସିଂହଦ୍ୱାର ଶେଡ୍‌

ପୁରୀ ଅଫିସ, ୨୫ା୧୨:ଆସୁଛି ନୂଆବର୍ଷ। ସଜେଇ ହେଉଛି ପୁରୀ। ଭକ୍ତ, ପର୍ଯ୍ୟଟକ, ତୀର୍ଥଯାତ୍ରୀ ସମସ୍ତଙ୍କୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତ ହେଉଛି ପର୍ଯ୍ୟଟନ ସହର। ବିଶେଷକରି ଶ୍ରୀମନ୍ଦିରକୁ…

5 years ago