ପୁରୀ

ଟଙ୍କା ଆତ୍ମସାତ ଅଭିଯୋଗ: ଜେଲ ଗଲେ ଫାଇନାନ୍ସ କମ୍ପାନୀ ନିର୍ବାହୀ ଅଧିକାରୀ

ନିମାପଡ଼ା,୨୧।୧୧(ଡି.ଏନ୍‌.ଏ.): ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ଏକ ଘରୋଇ ଫାଇନାନ୍ସ କମ୍ପାନୀ ନିମାପଡ଼ା ଶାଖାର ନିର୍ବାହୀ ଅଧିକାରୀଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ…

5 years ago

ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ର ସମୀକ୍ଷା କଲେ ମନ୍ତ୍ରୀ: ସଫଳତା ପାଇଁ ସହଯୋଗର ଆହ୍ବାନ

ପୁରୀ ଅଫିସ/କୋଣାର୍କ(ଡି.ଏନ୍‌.ଏ.) ୨୧।୧୧: କୋଣାର୍କକୁ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। ବିଶେଷକରି ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଅଧିକ…

5 years ago

ସାତ ମାସ ହେଲା ମିଳିନି ଦରମା: ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକାଙ୍କୁ ବିରୋଧ; ସିଡିଏମ୍‌ଓ ଅଫିସରେ ତାଲା ପକାଇ ଧାରଣାରେ ବସିଲେ ଠିକା କର୍ମଚାରୀ

ପୁରୀ ଅଫିସ,୨୦।୧୧: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଶହେରୁ ଊର୍ଦ୍ଧ୍ୱ ଠିକା କର୍ମଚାରୀ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତଙ୍କୁ ଡିଏଚ୍‌ଏଚ୍‌ରେ ବିରୋଧ କରିଛନ୍ତି। ବୁଧବାର ଅପରାହ୍ନରେ…

5 years ago

ମହାପ୍ରଭୁଙ୍କ ପାଇଁ ଆସିଲା ପୋଢୁଆଁ ଭାର

ପୁରୀ ଅଫିସ, ୧୯ା୧୧: ବୁଧବାର ପ୍ରଥମାଷ୍ଟମୀ। ପୋଢୁଆଁ ହେବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଅନ୍ୟପକ୍ଷେ ମଙ୍ଗଳବାର ସନ୍ଧ୍ୟାରେ ନିଆଳି ମାଧବ…

5 years ago

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ପୁଣି ଜମି ହସ୍ତାନ୍ତର କଲେ ୩ ପରିବାର

ପୁରୀ ଅଫିସ, ୧୯ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରୁ ଜମି ଅଧିଗ୍ରହଣ ଚାଲିଛି। ସ୍ବେଚ୍ଛାକୃତ ଭାବେ କେତେକ ପରିବାର ସେମାନଙ୍କ ଜମି ହସ୍ତାନ୍ତର କରୁଛନ୍ତି। ପୂର୍ବରୁ ୪୫ଟି ପ୍ଲଟ…

5 years ago

ଶଙ୍କରାଚାର୍ଯ୍ୟଙ୍କ ପ୍ରତି ନରସିଂହଙ୍କ ମନ୍ତବ୍ୟ ପ୍ରସଙ୍ଗ

ପୁରୀ ଅଫିସ,୧୯ା୧୧: ପୁରୀ ଗୋବର୍ଦ୍ଧନ ମଠାଧୀଶ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ପ୍ରତି ବିରୋଧୀ ଦଳ ନେତା ତଥା ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ କଟୁ ମନ୍ତବ୍ୟର…

5 years ago

ଖୋଲିପାରେ ଭିତର ରତ୍ନଭଣ୍ଡାର

ପୁରୀ ଅଫିସ,୧୯ା୧୧: ଖୋଲିପାରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର। ଗତ ୪ତାରିଖରେ ସୁପ୍ରିମ୍‌କୋର୍ଟ ମଧ୍ୟବର୍ତ୍ତିକାଳୀନ ରାୟରେ ରତ୍ନ ଅଳଙ୍କାର ପ୍ରସଙ୍ଗ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିକୁ ରିପୋର୍ଟ ପ୍ରଦାନ…

5 years ago

ଆଜି ଶ୍ରୀମନ୍ଦିରରେ ପଇତାଲାଗି: ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ ଅଫିସ,୧୮ା୧୧: ଶ୍ରୀମନ୍ଦିରରେ ସୋମବାର ମହାପ୍ରଭୁଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ…

5 years ago

ତୀର୍ଥ ପୁଷ୍କରିଣୀରେ ସ୍ନାନ ସାରି ଶ୍ରୀକ୍ଷେତ୍ର ପରିକ୍ରମା କଲେ ସାଧୁସନ୍ଥ

ପୁରୀ ଅଫିସ,୧୭।୧୧: ମାର୍ଗଶୀର ଶୁକ୍ଳ ପଞ୍ଚମୀରେ ଶ୍ରୀକ୍ଷେତ୍ରରେ ପଞ୍ଚତୀର୍ଥ ଓ ଶ୍ରୀକ୍ଷେତ୍ର ପରିକ୍ରମାର ବିଧି ରହିଛି। ଏହି ପରିକ୍ରମା ଶ୍ରୀଚୈତନ୍ୟଙ୍କ ସମୟରୁ ଆରମ୍ଭ ହୋଇଛ। କାର୍ତ୍ତିକ ମାସ…

5 years ago

ସତ୍ୟବାଦୀ ଥାନା ପରିଦର୍ଶନ କଲେ ଗୃହରାଷ୍ଟ୍ର ମନ୍ତ୍ରୀ: ପୋଲିସ ସାଧାରଣ ଲୋକଙ୍କ ଆସ୍ଥା ଭାଜନ ହେବାକୁ ପରାମର୍ଶ

ସାକ୍ଷୀଗୋପାଳ,୧୭।୧୧(ଡି.ଏନ୍‌.ଏ): ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଆଧାରରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଶନିବାର ସାରେ ଅଚାନକ ପୁରୀ ଜିଲା ସତ୍ୟବାଦୀ ଥାନା ପରିଦର୍ଶନ କରିଛନ୍ତି ।…

5 years ago