ପୁରୀ

ମୋଦି, ଶାହଙ୍କ ଫଟୋଚିତ୍ର ପୋଡ଼ିଲା ଯୁବ ଓ ଛାତ୍ର କଂଗ୍ରେସ

ପୁରୀ ଅଫିସ, ୧୪ା୧୨: ପୁରୀ ଜିଲା ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ ଶନିବାର ଇନ୍ଦିରା ଭବନ ସମ୍ମୁଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହ…

5 years ago

କୋଷ୍ଟାଲ ଟ୍ରେକିଂରେ ଅଲିଭ ରିଡ୍‌ଲେଙ୍କ ସୁରକ୍ଷା ବାର୍ତ୍ତା

ପୁରୀ ଅଫିସ, ୧୪ା୧୨: ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ଏବଂ ଆଗାମୀ ପୀଢିଙ୍କୁ ପ୍ରକୃତି ସହ ଯୋଡ଼ିିବାର ବାର୍ତ୍ତା ନେଇ ଭୁବନେଶ୍ୱର ସାଇକ୍ଲିଂ ଆଣ୍ଡ୍‌ ଆଡଭେଞ୍ଚର କ୍ଲବ…

5 years ago

ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଚୂଡ଼ାନ୍ତ

ପୁରୀ ଅଫିସ, ୧୪ା୧୨: ଆସନ୍ତା ୧୬ ତାରିଖ ରବିବାର ପବିତ୍ର ଧନୁ ସଂକ୍ରାନ୍ତି। ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ…

5 years ago

ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଉଚ୍ଛେଦ ପ୍ରସଙ୍ଗ: ୧୭ ମଠ ମହନ୍ତଙ୍କୁ ଦେବୋତ୍ତର କମିଶନରଙ୍କ ନୋଟିସ

ପୁରୀ ଅଫିସ, ୧୪ା୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଥିବା ୧୭ଟି ମଠ ମହନ୍ତଙ୍କୁ ଦେବୋତ୍ତର କମିଶନର ନୋଟିସ କରିଛନ୍ତି। ମଠଗୁଡ଼ିକର ଉଚ୍ଛେଦ ସଂକ୍ରାନ୍ତରେ ପୁରୀ ଜିଲାପାଳଙ୍କ ଚିଠିକୁ…

5 years ago

ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନ: ଦୁଇଦିନିଆ କର୍ମଶାଳା, ପ୍ରଶିକ୍ଷଣ ଉଦ୍‌ଘାଟିତ

ପୁରୀ ଅଫିସ, ୧୩ା୧୨: ସ୍ଥାନୀୟ ଆୟୁର୍ବେଦ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନର ଦ୍ୱିଦିବସୀୟ କାର୍ଯ୍ୟକର୍ତ୍ତା କର୍ମଶାଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶୁକ୍ରବାର ଉଦ୍‌ଘାଟିତ…

5 years ago

ଶେଷ ପର୍ଯ୍ୟାୟରେ ସାନଛତା ମଠ ଉଚ୍ଛେଦ: ଶନିବାର ଭଙ୍ଗାଯିବ ଘରୋଇ କୋଠା

ପୁରୀ ଅଫିସ, ୧୩ା୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛିି। ମଙ୍ଗୁ ମଠର ବ୍ୟବସାୟିକ କୋଠା ଭାଙ୍ଗିବା ପରେ ତିନିଦିନ ଧରି…

5 years ago

ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ଡିଜିପି ଅଭୟ

ପୁରୀ ଅଫିସ,୧୩।୧୨: ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ସିଂ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି ଫେରିଛନ୍ତି। ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ…

5 years ago

ସ୍ବର୍ଗଦ୍ୱାର ପୁନରୁଦ୍ଧାର ଲାଗି ଉଚ୍ଛେଦ ଜାରି:ମୃତଦେହ ଦାହ ପାଇଁ ପ୍ରତିବନ୍ଧକ ନାହିଁ

ପୁରୀ ଅଫିସ,  ୧୩।୧୨:ସ୍ବର୍ଗଦ୍ୱାର ପୁନରୁଦ୍ଧାର ପାଇଁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଏଠାରେ ଥିବା ଏକାଧିକ ପୁରୁଣା କୋଠା ଭଙ୍ଗାଯାଉଛି। ଗୁରୁବାର ୩ୟ ଦିନରେ ଚିମିନ, ଆଶ୍ରୟସ୍ଥଳୀ…

5 years ago

ହରିହର କ୍ୟାନସର ହସ୍ପିଟାଲରେ ଚିତ୍ରଶିଳ୍ପୀ ନାରୁ ମହାରଣା: ରାଜ୍ୟ ସରକାର ଦେଲେ ୫୦ ହଜାର ସହାୟତା

ପୁରୀ ଅଫିସ, ୧୩।୧୨:ଓଡ଼ିଶାର ସୁନାମଧନ୍ୟ ଚିତ୍ରଶିଳ୍ପୀ ନାରାୟଣ ମହାରଣା ଓରଫ ନାରୁ କର୍କଟ ରୋଗରେ ପୀଡ଼ିିତ ହୋଇ କଟକସ୍ଥିତ ହରିହର କ୍ୟାନସର ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ନାରୁ ଆର୍ଥତ୍କ…

5 years ago

ପୁରାତନ ମୂର୍ତ୍ତି ସଂରକ୍ଷଣ ପ୍ରତି ଏଏସ୍‌ଆଇର ନିଘା ନାହିଁ: ଭଙ୍ଗା ଗୋଇଠିରେ ଯମୁନା ମୂର୍ତ୍ତି

ପୁରୀ ଅଫିସ,୧୨।୧୨: ଶ୍ରୀମନ୍ଦିର ଏକ ପୁରାତନ କୀର୍ତ୍ତିରାଜି। ଏହାର ପ୍ରତିଟି ଅଂଶରେ ଐତିହ୍ୟ ଭରି ରହିଛି। ଏହା ପରିସରସ୍ଥ କୌଣସି ମନ୍ଦିର ହେଉ ଅବା ମୂର୍ତ୍ତିର ସୁରକ୍ଷା…

5 years ago