ପୁରୀ

ପୁରୀରେ ଜମୁଛି ପ୍ରବାସୀ ଭାରତୀୟଙ୍କ ଭିଡ଼: ମହାପ୍ରଭୁଙ୍କୁ ଦର୍ଶନ କଲେ, ବେଳାଭୂମି ବୁଲିଲେ ପ୍ରବାସୀ ଭାରତୀୟ

ପୁରୀ,୭ା୧(ଅଜିତ୍‌ କୁମାର ମହାନ୍ତି):ଚଳିତ ମାସ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ମହାପ୍ରଭୁଙ୍କ…

12 months ago

ଓଡ଼ିଶାକୁ ଫେରିଲା ବାର୍ଡ ଫ୍ଲୁ! ଖୋଲା ଖୋଲି ଚାଲିଛି ଚିକେନ୍ ବିକ୍ରି

କୃଷ୍ଣପ୍ରସାଦ,୬।୧ (କୈଳାଶ ଚନ୍ଦ୍ର ପଟ୍ଟନାୟକ): କିଛିଦିନର ବ୍ୟବଧାନ ପରେ ପୁଣି ଓଡିଶାକୁ ଫେରିଛି ବାର୍ଡ ଫ୍ଲୁ। ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ବିଭିନ୍ନ କୁକୁଡ଼ା ଫର୍ମରେ ଶତାଧିକ…

12 months ago

ପୁରୀରେ ଚାଲିଲା ଡବଲ୍‌ ଡେକର୍‌ ବସ୍‌

ପୁରୀ,୬।୧(ଅଜିତ୍‌ କୁମାର ମହାନ୍ତି): ଆସନ୍ତା ୮ ତାରିଖରୁ ୩ ଦିନ ବ୍ୟାପୀ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରବାସୀ ଭାରତୀୟଙ୍କ ପରିଭ୍ରମଣ ପାଇଁ…

12 months ago

ସେବାୟତ ବିଶ୍ବନାଥ ଖୁଣ୍ଟିଆ ନିଲମ୍ବିତ

ପୁରୀ,୫।୧: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ବିଶୃଙ୍ଖଳା ଆଚରଣ ପାଇଁ ଶ୍ରୀମନ୍ଦିର ମୁଖ ପଖାଳ ସେବାୟତ ବିଶ୍ବନାଥ ଖୁଣ୍ଟିଆଙ୍କୁ ୩ ମାସ…

12 months ago

ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌, ଚାଲିଛି ତନାଘନା

ପୁରୀ,୫ା୧: ଶ୍ରୀମନ୍ଦିର ଉପରେ ରବିବାର ଭୋର୍‌ ପ୍ରାୟ ୪ଟା ୧୦ରେ ଡ୍ରୋନ୍‌ ଉଡ଼ିଥିବାର ଦେଖିବାକୁ ମିଳିଛି। ଡ୍ରୋନ୍‌ଟି ଦୋଳମଣ୍ଡପ ସାହିରୁ ଆସି ପ୍ରଥମେ ମନ୍ଦିର ଚାରିପାଖ ଏବଂ…

12 months ago

ସୁନା-ରୁପା ଛାଉଣି ହେବ ରତ୍ନଭଣ୍ଡାର କବାଟ: ଆଜିଠୁ ପୁଣି ରତ୍ନଭଣ୍ଡାର ମରାମତି

ପୁରୀ,୩ା୧(ଅଜିତ୍‌ କୁମାର ମହାନ୍ତି):ଗତ ଡିସେମ୍ବର ୧୭ରୁ ଶ୍ରୀମନ୍ଦିର ପ୍ରଶାସନ ଏବଂ ଛତିଶା ନିଯୋଗର ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ସମ୍ପନ୍ନ ହେବା ପରେ…

12 months ago

ପୁରୀରେ ଅସମ୍ଭାଳ ଭିଡ଼: ଠେଲାପେଲାର ଭାଙ୍ଗିଲେ ବ୍ୟାରିକେଡ୍‌

ଭୁବନେଶ୍ୱର,୧।୧(ଅଜିତ୍ କୁମାର ମହାନ୍ତି): ନୂଆବର୍ଷରେ ପୁରୀରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ଲକ୍ଷାଧିକ ଭକ୍ତଙ୍କ ସମାଗମ ଯୋଗୁ ଠେଲାପେଲା ସ୍ଥିତି ସୃଷ୍ଟି ହୋଇଛି। ଲୋକେ ସିଂହଦ୍ବାର ସମ୍ମୁଖ…

12 months ago

ପୁୁରୀ ମେଡିକାଲରେ ନକଲି ଡାକ୍ତର: ୭ ଦିନ ହେଲା କରୁଥିଲେ ରୋଗୀଙ୍କ ଚିକିତ୍ସା

ଭୁବନେଶ୍ୱର, ୩୧।୧୨: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରୁ ନକଲି ଡାକ୍ତରଙ୍କୁ ଗିରଫ କରାଯାଇଛି। ୭ ଦିନ ହେଲା ଜଣେ ଡାକ୍ତର ବେଶରେଆପ୍ରନ ପିନ୍ଧି ଷ୍ଟେଥୋସ୍କୋପ ପକାଇ ୱାର୍ଡ…

1 year ago

ନିମନ୍ତ୍ରିତ ଅତିଥି ହୋଇ ଆସିଛ ନୀରବରେ ବସ…ବିଧାୟିକା ଉପାସନାଙ୍କୁ ମୁହଁତୋଡ ଜବାବ ଦେଲେ ସରପଞ୍ଚ

ବ୍ରହ୍ମଗିରି,୩୧ା୧୨(ସ୍ବାଧୀନ ଚମ୍ପତ୍ତିରାୟ):ବ୍ରହ୍ମଗିରି ବ୍ଲକ୍‌ରେ ସୋମବାର ଏକ ଅପ୍ରୀତିକର ପରିସ୍ଥିତ ଦେଖିବାକୁ ମିଳିଛି, ଯାହା ବ୍ରହ୍ମଗିରିରେ ପ୍ରଥମ ଘଟଣା। ପଞ୍ଚାୟତ ସମିତି ବୈଠକରେ ଜନ ପ୍ରତିନିଧିମାନେ ୨ ଗୋଷ୍ଠୀ…

1 year ago

ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼

ପୁରୀ,୩୦ା୧୨(ଅଜିତ୍‌ କୁମାର ମହାନ୍ତି):ପୁରୁଣା ବର୍ଷ-୨୦୨୪କୁ ବିଦାୟ ଏବଂ ନୂଆବର୍ଷ-୨୦୨୫କୁ ସ୍ବାଗତ କରିବା ପାଇଁ ଏବେଠୁ ପୁରୀରେ ଭକ୍ତ ଓ ପଯ ୍ୟର୍ଟକଙ୍କ ଭିଡ଼ ପରିଲକ୍ଷିତ ହେଲାଣି। ସେହିପରି…

1 year ago