ପୁରୀ

ମହାପ୍ରଭୁଙ୍କ ପାଇଁ ମାମୁଘରୁ ଆସିବ ପୋଢୁଆଁ ବସ୍ତ୍ର

ପୁରୀ ଅଫିସ, ୨୪।୯: କଟକ ଜିଲା ନିଆଳିର ମାଧବାନନ୍ଦ ଜୀଉ ମନ୍ଦିର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମାମୁଁଘର ବୋଲି ଲୋକମୁଖରେ ପରିଚିତ। ତେଣୁ ପ୍ରଥମାଷ୍ଟମୀରେ ପୋଢୁଆଁ ବସ୍ତ୍ର ଓ…

5 years ago

ଅସ୍ତରଙ୍ଗ ବେଳାଭୂମି ସଫେଇ କଲେ ମନ୍ତ୍ରୀ, ମାନବ ଶୃଙ୍ଖଳରେ ‘ମୋ ବିଚ୍‌’

କାକଟପୁର,୨୧ା୯(ଡି.ଏନ୍‌.ଏ.): ଶନିବାର ଅନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ। ଏହି ଉପଲକ୍ଷେ ଅସ୍ତରଙ୍ଗ ବ୍ଲକ ଜାହାନିଆଁଠାରେ ସ୍ଥାନୀୟ ବିଧାୟକ ତଥା କ୍ରୀଡ଼ା, ଯୁବ ବ୍ୟାପାର, ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ…

5 years ago

ମା’ ମଙ୍ଗଳାଙ୍କ ସହସ୍ରାକୁମ୍ଭାଭିଷେକ ଅନୁଷ୍ଠିତ

କାକଟପୁର,୨୧।୯(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳାଙ୍କ ସହସ୍ରାକୁମ୍ଭାଭିଷେକ ନୀତି ଶନିବାର ଅନୁଷ୍ଠିତ ହୋଇଯାଇଛି। ରବିବାରଠାରୁ ମା’ଙ୍କ ଶାରଦୀୟ ପାର୍ବଣ ପୂଜା ଆରମ୍ଭ ହେବ। ଶନିବାର…

5 years ago

ଶହେ କିଲୋମିଟର ବେଳାଭୂମିକୁ ସଫା କଲେ ୧୦ହଜାର ସ୍ବେଚ୍ଛାସେବୀ

ପୁରୀ ଅଫିସ,୨୧।୯: ପୁରୀରେ ଅନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ ପାଳିତ ହୋଇଛି। ଶନିବାର ଜିଲାର ପ୍ରାୟ ଶହେ କିଲୋମିଟର ପର୍ଯ୍ୟନ୍ତ ବେଳାଭୂମିକୁ ଏକାସାଙ୍ଗରେ ୧୦ହଜାର ସ୍ବେଚ୍ଛାସେବୀ ସଫେଇ…

5 years ago

ରାଜସ୍ଥାନରୁ କୋଣାର୍କ ବୁଲି ଆସିଥିଲେ: ବସ୍‌ ଉପରୁ ପଡ଼ି ଯାତ୍ରୀ ମୃତ

ଗୋପ, ୨୦।୯(ଡି.ଏନ.ଏ): ପୁରୀ ଜିଲା ଗୋପ-କୋଣାର୍କ ରାସ୍ତାର ଦଶବାଟିଆ ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଯାତ୍ରୀବାହୀ ବସ୍‌ ୁପରୁ ପଡ଼ି ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

5 years ago

ପାଉଣା ପାଇ ନ ଥିବାରୁ ସେବାୟତ କ୍ଷୁବ୍ଧ:ଶ୍ରୀଜୀଉଙ୍କ ନୀତିକାନ୍ତି ୨ ଘଣ୍ଟା ବିଳମ୍ବ

ପୁରୀ ଅଫିସ,୨୦-୯ :ସେବାୟତଙ୍କ ପ୍ରାପ୍ୟ ପାଉଣାକୁ ନେଇ ଗୁରୁବାର ମହାପ୍ରଭୁଙ୍କ ନୀତିକାନ୍ତି ବିଳମ୍ବ ହୋଇଛି। ଜଣେ ସେବାୟତଙ୍କୁ ୩ମାସର ପାଉଣା ମିଳି ନ ଥିବାରୁ ସେ କ୍ଷୁବ୍ଧ…

5 years ago

ପଶ୍ଚିମ ପାର୍ଶ୍ୱରେ ମାପଚୁପକୁ ବିରୋଧ:ଅଧାରେ ଅଟକିଲା ସର୍ଭେ

ପୁରୀ ଅଫିସ, ୨୦-୯:ଶ୍ରୀମନ୍ଦିର ଚୌହଦି ଉଚ୍ଛେଦର ମାପଚୁପ ଚାଲିଛି। ସୋମବାରଠାରୁ ଡିଜିପିଏସ୍‌ (ଡିଫରେନ୍‌ସିଆଲ ଗ୍ଲୋବାଲ ପୋଜିସନିଂ ସିଷ୍ଟମ) ପଦ୍ଧତିରେ ସର୍ଭେ କରାଯାଉଛି। ଏହି କାର୍ଯ୍ୟ ଆଉ ଦୁଇଦିନ…

5 years ago

ଗତିପଥ ବଦଳାଇଲା ମଙ୍ଗଳା ମୁହାଣ

ପୁରୀ ଅଫିସ,୧୯।୯: ପ୍ରାୟ ପ୍ରତିବର୍ଷ ମଙ୍ଗଳା ନଦୀ ମୁହାଣ ଗତିପଥ ବଦଳୁଛି। ବିଭିନ୍ନ ସମୟରେ ପ୍ରାକୃତିକ ମୁହାଣ ପୋତିହୋଇ ଭିନ୍ନ ଜାଗାରେ ନୂଆ ଧାର ସୃଷ୍ଟି ହେଉଛି।…

5 years ago

ଉଚ୍ଛେଦକୁ ନେଇ ମହନ୍ତ, ସାଧୁସନ୍ଥଙ୍କ ମେଳି

ପୁରୀ ଅଫିସ, ୧୯।୯: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଶାସନ ପକ୍ଷରୁ ମେଘନାଦ ପାଚେରି କଡ଼ରୁ ୭୫ ମିଟର ସୀମା ମଧ୍ୟରେ ସବୁ ନିର୍ମାଣ ଉଚ୍ଛେଦ…

5 years ago

‘ମଠ ଧ୍ୱଂସସ୍ତୁପ ଉପରେ ବିକାଶର ଚିତ୍ର ଅଙ୍କା ନ ଯାଉ’

ପୁରୀ ଅଫିସ,୧୮ା୯: ସ୍ବଦେଶୀ ଜାଗରଣ ମଞ୍ଚ ପକ୍ଷରୁ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ବୁଧବାର ପୁରୀର ମଠ ସଂସ୍କୃତି, ଐତିହ୍ୟ ସଂରକ୍ଷଣ ଓ ଶ୍ରୀକ୍ଷେତ୍ର ବିକାଶ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ…

5 years ago