ପୁରୀ,୨୬ା୧୧(ଅଜିତ୍ କୁମାର ମହାନ୍ତି): ମାର୍ଗଶିର ଶୁକ୍ଳପକ୍ଷ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀ ଅବସରରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଘୋଡ଼ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ଘୋଡ଼ଲାଗି…
ପୁରୀ, ୨୨।୧୧: ହେ ମହାବାହୁ ମୋ ପୁଅକୁ ଭଲ କରି ଦିଅ। ମୁଁ ତୁମ ସିଂହଦ୍ୱାର ସାମ୍ନାରେ ବସିଛି। ନିଜ ପୁଅର ମଙ୍ଗଳ କାମନା କରି ରାଜସ୍ଥାନରୁ…
ସାକ୍ଷୀଗୋପାଳ ୨୧।୧୧ (କିଶୋର ମହାପାତ୍ର/ ପ୍ରଶାନ୍ତ କୁମାର ବାରିକ) ପରମ୍ପରା କ୍ରମେ ସାକ୍ଷୀଗୋପାଳ ମନ୍ଦିରରେ ଶୁକ୍ରବାର ଦେବ ଦୀପାବଳି ଉପଲକ୍ଷେ ଦୀପଦାନ କରାଯାଇଛି। ସନ୍ଧ୍ୟା ଆରତି ପରେପରେ…
ପୁରୀ,୨୧ା୧୧: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏକ ବଡ଼ ସୂଚନା ଦେଇଛନ୍ତି। ସେ ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତିକୁ ନେଇ କହିଛନ୍ତି,…
ଭୁବନେଶ୍ୱର,୨୧।୧୧: ବଢ଼ିଲା ପୁରୀ ଶ୍ରୀମନ୍ଦିର ସେବାୟତଙ୍କ ପେନସନ ରାଶି। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏନେଇ ବଡ଼ ସୂଚନା ଦେଇଛନ୍ତି।…
ସାକ୍ଷୀଗୋପାଳ,୨୦ା୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଭୁବନେଶ୍ବର-ପୁରୀ ଜାତୀୟ ରାଜପଥ ସତ୍ୟବାଦୀ ଥାନାକୁ ଲାଗି ରହିଥିବା ସାକ୍ଷୀଗୋପାଳ ଉପଡାକଘରୁ ବୁଧବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଛି।…
ପୁରୀ,୧୯ା୧୧(ଅଜିତ୍ କୁମାର ମହାନ୍ତି):ମାର୍ଗଶିର ମାସ ଚତୁର୍ଦ୍ଦଶୀ ତିଥି ବୁଧବାରଠାରୁ ଶ୍ରୀମନ୍ଦିରରେ ତିନିଦିନ ବ୍ୟାପୀ ଦେବ ଦୀପାବଳି ଉତ୍ସବ ଅନୁଷ୍ଠିତ ହେବ। ମାନବୀୟ ଲୀଳା କରୁଥିବା ମହାପ୍ରଭୁ ଏହିଦିନ…
ପୁରୀ,୧୮।୧୧: ଓଡ଼ିଶାର ଉପକୂଳ ଅଞ୍ଚଳରେ ଏକ ବିରଳ ଘଟଣାରେ ପୁରୀ ଜିଲା ଅସ୍ତରଙ୍ଗର ଦେବୀ ନଦୀରୁ ସ୍ଥାନୀୟ ମତ୍ସ୍ୟଜୀବୀମାନେ ଶହେ କିଲୋଗ୍ରାମରୁ ଅଧିକ ଓଜନର ଏକ ବିଶାଳ…
ପୁରୀ,୧୩।୧୧(ଅଜିତ୍ କୁମାର ମହାନ୍ତି ): ପୁରୀ ସହରରେ ପୁଣି ଚାଞ୍ଚଲ୍ୟ। ଜଣେ ନାବାଳକଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ଶ୍ରୀସେତୁ ନିକଟ ଜଳଭଣ୍ଡାରଠାରେ ଏହି ହତ୍ୟାକାଣ୍ଡ ଘଟିଛି।…
ପୁରୀ,୧୩।୧୧: ଓଡ଼ିଶାର ପୁରୀ ଜିଲାର ମାଳତୀପାଟପୁର ବସ୍ ଷ୍ଟାଣ୍ଡରୁ ଗୁରୁବାର ପଶ୍ଚିମବଙ୍ଗ ପଞ୍ଜୀକରଣ ଥିବା ୪ଟି ବସ୍ ଜବତ କରାଯାଇଛି। ବେଆଇନ ଭାବେ ଚଳାଚଳ କରୁଥିବା ଏହି…