ପୁରୀ

ପୋଲିଓ ବୁନ୍ଦା ଖାଇ ଶିଶୁକନ୍ୟା ମୃତ୍ୟୁ ଅଭିଯୋଗ : ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ପରିବାର ଲୋକଙ୍କ ଧାରଣା

ବ୍ରହ୍ମଗିରି,୬।୯(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ବୁଧବାର ପୋଲିଓ ବୁନ୍ଦା ଖାଇ ଅଢେଇ ମାସର ଶିଶୁକନ୍ୟା ପ୍ରିୟଙ୍କା ବିଶ୍ବାଳ ଅସୁସ୍ଥ ହୋଇ ପଡ଼ିଥିଲେ।…

5 years ago

ପୁଣି ଆରମ୍ଭ ହେଲା ଉଚ୍ଛେଦ : ବଣିଆପଟିରେ ଭଙ୍ଗାଗଲା ୫ ଦୋକାନ, ଆଜି ପହଞ୍ଚିବେ ପହଞ୍ଚିବେ ଆମିକସ୍‌ କ୍ୟୁରି, ପରଖିବେ ସ୍ଥିତି

ପୁରୀ ଅଫିସ,୬।୯: ପ୍ରଶାସନ ପକ୍ଷରୁ ପୁଣି ଆରମ୍ଭ ହୋଇଛି ଉଚ୍ଛେଦ ଅଭିଯାନ। ଦୁଇଦିନ ଛୁଟି ଓ ଦୁଇଦିନ ଛକାପଞ୍ଝା ଭିତରେ ଏହି ଅଭିଯାନ ବନ୍ଦ ରହିଥିଲା। ଗୁରୁବାର…

5 years ago

ରେଞ୍ଚ ମେଡିକାଲରେ ବ୍ୟାପକ ଅବ୍ୟବସ୍ଥା: ପ୍ରତିବାଦରେ ଅଞ୍ଚଳବାସୀଙ୍କ ଧାରଣା

ନିମାପଡ଼ା,୫।୯(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ରେଞ୍ଚ ଡାକ୍ତରଖାନାରେ ବ୍ୟାପକ ଅବ୍ୟବସ୍ଥା ପ୍ରତିବାଦ ଓ ୮ ଦଫା ଦାବିରେ ସ୍ଥାନୀୟ ଅଞ୍ଚଳର ଶତାଧିକ ଲୋକେ ଗୁରୁବାର…

5 years ago

ବାଇକ୍‌କୁ ପଛରୁ ପିଟିଲା ଟ୍ରକ୍‌: ବାପା ମୃତ, ପୁଅ ଗୁରୁତର; କ୍ଷତିପୂରଣ ଦାବିରେ ରାସ୍ତାରୋକୋ, ୨ ଘଣ୍ଟା ଧରି ବନ୍ଦ ରହିଲା ଯାତାୟାତ

ନିମାପଡ଼ା,୫।୯(ଡି.ଏନ୍‌.ଏ.): ପୁରୀ ଜିଲା ଖେଲାର-ବଳଙ୍ଗା ରାସ୍ତାର କଅଁରପୁର କଲେଜ ଛକ ନିକଟରେ ଗୁରୁବାର ସକାଳେ ଏକ ଟ୍ରକ୍‌ ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ…

5 years ago

ଶ୍ରୀକ୍ଷେତ୍ରକୁ ଶ୍ରୀହୀନ କରିବାକୁ ଚକ୍ରାନ୍ତ: ବ୍ରଜ ତ୍ରିପାଠୀ

ପୁରୀ ଅଫିସ୍‌,୫।୯:ପୁରୀରେ ଶ୍ରୀମନ୍ଦିର ସୁରକ୍ଷା ସୌନ୍ଦର୍ଯ୍ୟକରଣ ନାଁରେ ଚାଲିଥିବା ଉଚ୍ଛେଦକୁ ଶ୍ରୀକ୍ଷେତ୍ର ସୁରକ୍ଷା ଅଭିଯାନ ବିରୋଧ କରିଛି। ସରକାର ମନମୁଖି ଭାବେ ଏଭଳି ବେଆଇନ କାର୍ଯ୍ୟ ଚଳାଇଛନ୍ତି…

5 years ago

ପୁରୀ ସୁରକ୍ଷା ମଞ୍ଚ-ପ୍ରଶାସନ ଆଲୋଚନା ବିଫଳ

ପୁରୀ ଅଫିସ, ୫ା୯: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ପର୍ଯ୍ୟନ୍ତ ନିର୍ମାଣ ଉଚ୍ଛେଦ ଲାଗି ରାଜ୍ୟ ସରକାରଙ୍କ ନିଷ୍ପତ୍ତି ପରେ ଅଶାନ୍ତ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ପ୍ରଶାସନର ଉଚ୍ଛେଦ…

5 years ago

ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲେ ପୁରୀ ମହନ୍ତ

ପୁରୀ ଅଫିସ,୪।୯: ଶ୍ରୀକ୍ଷେତ୍ର ପୁରୀରେ ଲାଗି ରହିଥିବା ଉଚ୍ଛେଦ ପ୍ରକ୍ରିୟାକୁ ନେଇ ବୁଧବାର ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କ ଉଦ୍ଦେଶ୍ୟରେ ମହନ୍ତମାନେ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ…

5 years ago

ପୁରୀ ସୁରକ୍ଷା ମଞ୍ଚ- ପ୍ରଶାସନ ବୈଠକ ବିଫଳ: ଜିଲାପାଳ କହିଲେ ‘ବ୍ୟବସାୟିକ କୋଠା ଉଚ୍ଛେଦ ପ୍ରକ୍ରିୟା ଜାରି ରହିବ’

ପୁରୀ ଅଫିସ,୪।୯: ପୁରୀରେ ଚାଲିଥିବା ଉଚ୍ଛେଦ ଅଭିଯାନକୁ ନେଇ ସୁରକ୍ଷା ମଞ୍ଚ ଏବଂ ପ୍ରଶାସନ ମଧ୍ୟରେ ହୋଇଥିବା ବୈଠକ ବିଫଳ ହୋଇଛି। ଉଚ୍ଛେଦ ବନ୍ଦ ନେଇ ପ୍ରତିନିଧି…

5 years ago

ଉଚ୍ଛେଦ ପ୍ରସଙ୍ଗ : ଜିଲାପାଳଙ୍କୁ ସାକ୍ଷାତ କଲେ ୧୫ ଜଣିଆ କମିଟି

ପୁରୀ ଅଫିସ,୪।୯: ଶ୍ରୀମନ୍ଦିର ସୁରକ୍ଷା ପାଇଁ ପୁରୀରେ ଚାଲିଥିବା ଉଚ୍ଛେଦ ଅଭିଯାନକୁ ବିରୋଧ କରି ପୁରୀ ସୁରକ୍ଷା ମଞ୍ଚର ୧୫ ଜଣିଆ କମିଟି ବୁଧବାର ପୂର୍ବାହ୍ନରେ ଜିଲାପାଳଙ୍କୁ…

5 years ago

ପ୍ୟାକେଜ ନାଁରେ ଭୁଅଁା ବୁଲାଉଛନ୍ତି

ପୁରୀ ଅଫିସ,୪ା୯ : ଶ୍ରୀମନ୍ଦିର ମେଘନାଦ ପାଚେରି ୭୫ମିଟର ପରିଧିରେ ଆସୁଥିବା ନିର୍ମାଣାଧୀନ କୋଠା ଭଙ୍ଗାଯିବା ନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ଶ୍ରୀମନ୍ଦିର ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ…

5 years ago