ପୁରୀ

ସିପସରୁବାଲି ମୌଜାରେ ଜବରଦଖଲ ଉଚ୍ଛେଦ: ତିଆରି ହେବ ଲୋକସେବା ସଦନ

ପୁରୀ ଅଫିସ, ୨୫।୮: ବଦଳିବ ପୁରୀର ଢାଞ୍ଚା। ବିଶ୍ୱର ଐତିହ୍ୟ ସହର ଭାବେ ପାଇବ ନୂଆ ପରିଚୟ। ଏଥିପାଇଁ ସହରର ସାମ୍ପ୍ରତିକ ଚିତ୍ରରେ ବ୍ୟାପକ ପରିବର୍ତ୍ତନ ହେବ।…

5 years ago

ପୁରୀରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଦିବାନା ବେହେରା ଗୁରୁତର; ପାଲଟା ଆକ୍ରମଣରେ ପୋଲିସ ଆହତ

ପୁରୀ ଅଫିସ,୨୫।୮: ପୁରୀ ଜିଲା କୁମ୍ଭାରପଡ଼ା ଥାନା ଅଧୀନ ଆଶ୍ରମ ଛକରେ ଶନିବାର ବିଳମ୍ବିତ ରାତିରେ କୁମ୍ଭାରପଡା ଓ ବାସେଳି ସାହି ଥାନା ପୋଲିସ ପକ୍ଷରୁ ମିଳିତ…

5 years ago

ଶ୍ରୀମନ୍ଦିରରେ ସରିଲା ନନ୍ଦୋତ୍ସବ: ଆଜି ଠାକୁରଙ୍କ ବନଭୋଜି ବେଶ

ପୁରୀ ଅଫିସ,୨୫।୮: ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ପରେ ଶନିବାର ଶ୍ରୀମନ୍ଦିରରେ ପାଳିତ ହୋଇଛି ନନ୍ଦୋତ୍ସବ। ଏହି ନୀତି ଦେଖିବା ଲାଗି ଭକ୍ତଙ୍କ ଭିଡ଼ ହୋଇଥିଲା। ରବିବାର ଠାକୁରଙ୍କ…

5 years ago

ବେଆଇନ ନିର୍ମାଣ ଉଚ୍ଛେଦ କଲା ପ୍ରଶାସନ

ପୁରୀ ଅଫିସ,୨୪।୮: ରାଜ୍ୟ ସରକାରଙ୍କ ଫୋକସ୍‌ରେ ପୁରୀ। ଏହାର ବିକାଶ ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୦ କୋଟି ଟଙ୍କା ଘୋଷଣା କରିବା ପରେ ଜିଲା…

5 years ago

ଉଜୁଡ଼ା ପୁରୀକୁ ସଜାଡ଼ିବାକୁ ଉଦ୍ୟମ

ପୁରୀ ଅଫିସ, ୨୪।୮: ମେ ୩ ତାରିଖ। ବାତ୍ୟା ଫନୀରେ ଉଜୁଡ଼ି ଯାଇଥିଲା ପର୍ଯ୍ୟଟନ ସହର ପୁରୀ। ସବୁଠି ଥିଲା ହା ହତାଶର ଚିତ୍ର। ହେଲେ ଉଜୁଡ଼ା…

5 years ago

ପୁଣି କୂଳ ଲଂଘିଲା ସମୁଦ୍ର

ପୁରୀ ଅଫିସ,୨୩ା୮: ପୁଣି କୂଳ ଲଂଘିଛି ପୁରୀ ସମୁଦ୍ର। ଦେଖାଇଛି ଭୟଙ୍କର ରୂପ। ଗୁରୁବାର ସମୁଦ୍ର ଉଗ୍ର ରୂପ ଧାରଣ କରି ପ୍ରାୟ ୫ଫୁଟ ଗଭୀରରେ ତାଡ଼ି…

5 years ago

ବାତ୍ୟାର ୩ ମାସ ପରେ ବି ସୁଧୁରିନି ଶିକ୍ଷା ଭିତ୍ତିଭୂମି

ପୁରୀ ଅଫିସ, ୨୩ା୮: ବାତ୍ୟା ‘ଫନୀ’ରେ ପୁରୀ ଜିଲାରେ ବ୍ୟାପକ କ୍ଷତି ଘଟିଥିଲା। ୨ହଜାରରୁ ଊର୍ଦ୍ଧ୍ୱ ବିଦ୍ୟାଳୟ ପ୍ରଭାବିତ ହୋଇଥିଲା। ତନ୍ମଧ୍ୟରୁ ୧୭୨ଟି ଶିକ୍ଷାନୁଷ୍ଠାନ ବେଶି କ୍ଷତିଗ୍ରସ୍ତ…

5 years ago

ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର ପ୍ରସଙ୍ଗ:ବିବାଦୀୟ ହେବାକୁ ଚାହୁଁନି ପ୍ରଶାସନ

ପୁରୀ ଅଫିସ, ୨୩ା୮:ମେଘନାଦ ପାଚେରିକୁ ଲାଗି ରହିଥିବା ସରକାରୀ ଓ ବେସରକାରୀ ନିର୍ମାଣ ଉଚ୍ଛେଦ କାର୍ଯ୍ୟ ଶେଷ ହୋଇଛି। କେବଳ କେତେକ ମନ୍ଦିର ଓ ମଠକୁ ଛାଡ଼ି…

5 years ago

ବେଳାଭୂମି ଅପରିଷ୍କାର କଲେ ଜରିମାନା ଗଣିବେ ପର୍ଯ୍ୟଟକ

ପୁରୀ ଅଫିସ, ୨୩ା୮:ପୁରୀକୁ ପ୍ରତ୍ୟହ ଦେଶ, ବିଦେଶର ପର୍ଯ୍ୟଟକ ଆସିଥାନ୍ତି। ଏଠାରେ ରହିଛି ମନୋରମ ବେଳାଭୂମି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପରେ ସଂଖ୍ୟାଧିକ ପର୍ଯ୍ୟଟକଙ୍କ ଖାସ୍‌ ଆକର୍ଷଣ…

5 years ago

ଭତ୍ତା ନ ପାଇ ଦୁର୍ଦ୍ଦିନରେ ୨୧୧ କଳାକାର

କୃଷ୍ଣପ୍ରସାଦ,୨୩ା୮(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କିଛିବର୍ଷ ଧରି ୨୧୧ କଳାକାର ଭତ୍ତା ପାଇ ଅସୁଥିଲେ। ତେବେ ଏମାନଙ୍କ ଭତ୍ତା ବନ୍ଦ କରିଦିଆ ଯାଇଥିବାରୁ ଗୁରୁବାର ବିଡିଓଙ୍କୁ ଦାବିପତ୍ର…

5 years ago