Advertisement

ପୁରୀ

ଜଷ୍ଟିସ ବିଶ୍ବନାଥ ରଥଙ୍କ ବଡ଼ ସୂଚନା: ରତ୍ନଭଣ୍ଡାର ଖୋଲିବା ବେଳେ ବନ୍ଦ ହେବନି ଭକ୍ତଙ୍କ ଦର୍ଶନଜଷ୍ଟିସ ବିଶ୍ବନାଥ ରଥଙ୍କ ବଡ଼ ସୂଚନା: ରତ୍ନଭଣ୍ଡାର ଖୋଲିବା ବେଳେ ବନ୍ଦ ହେବନି ଭକ୍ତଙ୍କ ଦର୍ଶନ

ଜଷ୍ଟିସ ବିଶ୍ବନାଥ ରଥଙ୍କ ବଡ଼ ସୂଚନା: ରତ୍ନଭଣ୍ଡାର ଖୋଲିବା ବେଳେ ବନ୍ଦ ହେବନି ଭକ୍ତଙ୍କ ଦର୍ଶନ

ପୁରୀ,୯।୭: ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିପାରେ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଏହି ସୂଚନା ଦେଇଛନ୍ତି। ଆଜି କମିଟିର ଦ୍ୱିତୀୟ ବୈଠକ…

10 months ago
ଏହି ଦିନ ଖୋଲିବ ରତ୍ନଭଣ୍ଡାର, ଜାଣନ୍ତୁ କଣ କହିଲେ ଜଷ୍ଟିସ ବିଶ୍ବନାଥ ରଥଏହି ଦିନ ଖୋଲିବ ରତ୍ନଭଣ୍ଡାର, ଜାଣନ୍ତୁ କଣ କହିଲେ ଜଷ୍ଟିସ ବିଶ୍ବନାଥ ରଥ

ଏହି ଦିନ ଖୋଲିବ ରତ୍ନଭଣ୍ଡାର, ଜାଣନ୍ତୁ କଣ କହିଲେ ଜଷ୍ଟିସ ବିଶ୍ବନାଥ ରଥ

ପୁରୀ,୯।୭: ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିପାରେ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଏହି ସୂଚନା ଦେଇଛନ୍ତି। ଆଜି କମିଟିର ଦ୍ୱିତୀୟ ବୈଠକ…

10 months ago
ରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର,୯।୭: ରତ୍ନଭଣ୍ଡାର ଖୋଲିବା ନେଇ ମଙ୍ଗଳବାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ବୈଠକରେ ରତ୍ନଭଣ୍ଡାର ଖୋଲିବା ସମ୍ପର୍କରେ କମିଟି ନିଷ୍ପତ୍ତି ନେବ।…

10 months ago
ଆଜି ଆଡ଼ପ ମଣ୍ଡପ ବିଜେ କରିବେ ଶ୍ରୀଜୀଉଆଜି ଆଡ଼ପ ମଣ୍ଡପ ବିଜେ କରିବେ ଶ୍ରୀଜୀଉ

ଆଜି ଆଡ଼ପ ମଣ୍ଡପ ବିଜେ କରିବେ ଶ୍ରୀଜୀଉ

ପୁରୀ,୮ା୭(ଅଜିତ୍‌ କୁମାର ମହାନ୍ତି): ଘୋଷଯାତ୍ରାରେ ରବିବାର କିଛି ବାଟ ଗଡ଼ି ପୁରୀ ବଡ଼ଦାଣ୍ଡରେ ଅଟକି ରହିଥିବା ତିନି ରଥ ସୋମବାର ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ପହଞ୍ଚିଛି।…

10 months ago
ଆଜି ଆସିବ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତିଆଜି ଆସିବ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି

ଆଜି ଆସିବ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି

ପୁରୀ,୯ା୭(ଅଜିତ୍‌ କୁମାର ମହାନ୍ତି):ହାଇକୋର୍ଟର ପୂର୍ବତନ ବିଚାରପତି ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠନ କରାଯାଇଥିବା ରନତ୍ଭଣ୍ଡାର ଯାଞ୍ଚ କମିଟିର ଦ୍ୱିତୀୟ ବୈଠକ ମଙ୍ଗଳବାର ବସିବ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ…

10 months ago
ସୁଭଦ୍ରାଙ୍କ ରଥ ଆଗରେ ଡାକ୍ତରଙ୍କୁ ପିଟିଲେ ପୋଲସ, କାରଣ ଜାଣିଲେ…ସୁଭଦ୍ରାଙ୍କ ରଥ ଆଗରେ ଡାକ୍ତରଙ୍କୁ ପିଟିଲେ ପୋଲସ, କାରଣ ଜାଣିଲେ…

ସୁଭଦ୍ରାଙ୍କ ରଥ ଆଗରେ ଡାକ୍ତରଙ୍କୁ ପିଟିଲେ ପୋଲସ, କାରଣ ଜାଣିଲେ…

ପୁରୀ,୮।୭: ରଥଯାତ୍ରା ବେଳେ ପୁରୀରେ ଡାକ୍ତରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ସୁଭଦ୍ରାଙ୍କ ରଥ ଆଗରେ ଡାକ୍ତର ଶାନ୍ତନୁ ପାଢ଼ୀଙ୍କୁ ପୋଲିସ ମାଡ଼ ମାରିଥିବାର ଅଭିଯୋଗ ହୋଇଛି।…

10 months ago
ନବଦିନାତ୍ମକଯାତ୍ରା: ଶରଧାବାଲିରେ ତିନିରଥନବଦିନାତ୍ମକଯାତ୍ରା: ଶରଧାବାଲିରେ ତିନିରଥ

ନବଦିନାତ୍ମକଯାତ୍ରା: ଶରଧାବାଲିରେ ତିନିରଥ

ପୁରୀ,୮।୯: ରବିବାର ଆରମ୍ଭ ହୋଇଛି ନବଦିନାତ୍ମକଯାତ୍ରା। ରତ୍ନବେଦି ଛାଡ଼ି ଜନ୍ମବେଦିକୁ ଆସିଛନ୍ତି ମହାବାହୁ। ଦୀର୍ଘ ୫୩ ବର୍ଷ ପରେ ବିରଳ ସଂଯୋଗ କ୍ରମେ ଗୋଟିଏ ଦିନରେ ନେତ୍ରୋତ୍ସବ,…

10 months ago
ଶରଧାବାଲିରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥଶରଧାବାଲିରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥ

ଶରଧାବାଲିରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥ

ପୁରୀ,୮।୯: ବଡ଼ଦାଣ୍ଡରେ ସୋମବାର ସକାଳୁ ପୁଣି ରଥଟଣା ଆରମ୍ଭ ହୋଇଥିଲା। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ମରିଚୀକୋଟ ଛକ ନିକଟରେ ଅଟକିଥିବା ତାଳଧ୍ୱଜ ରଥକୁ ଟାଣି ନେଇଥିଲେ। ହେଲେ…

10 months ago
ବଡ଼ଦାଣ୍ଡରେ କୁଢ଼ କୁଢ଼ ପ୍ଲାଷ୍ଟିକ ବୋତଲ, ଅଇଁଠା ଖଲି, ଚପଲବଡ଼ଦାଣ୍ଡରେ କୁଢ଼ କୁଢ଼ ପ୍ଲାଷ୍ଟିକ ବୋତଲ, ଅଇଁଠା ଖଲି, ଚପଲ

ବଡ଼ଦାଣ୍ଡରେ କୁଢ଼ କୁଢ଼ ପ୍ଲାଷ୍ଟିକ ବୋତଲ, ଅଇଁଠା ଖଲି, ଚପଲ

ଭୁବନେଶ୍ୱର, ୮ା୭: ରବିବାର ସକାଳୁ ସକାଳୁ ବଡ଼ଦାଣ୍ଡରେ ଲାଘିଥିଲା ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ। ବଡ଼ଦାଣ୍ଡରେ ପାଦ ଥାପୁ ଥାପୁ ଅନୁଭବ ହୋଇଥିଲା ପ୍ରବଳ ଗରମ ଆଉ…

10 months ago
ଅଟକିଥିବା ରଥ ପୁଣି ଗଡିଲାଅଟକିଥିବା ରଥ ପୁଣି ଗଡିଲା

ଅଟକିଥିବା ରଥ ପୁଣି ଗଡିଲା

ପୁରୀ,୮।୯: ବଡ଼ଦାଣ୍ଡରେ ସୋମବାର ସକାଳୁ ପୁଣି ରଥଟଣା ଆରମ୍ଭ ହୋଇଛି। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ମରିଚୀକୋଟ ଛକ ନିକଟରେ ଅଟକିଥିବା ତାଳଧ୍ୱଜ ରଥକୁ ଟାଣିନେଉଛନ୍ତି। ଏହାପରେ ଦର୍ପଦଳନ…

10 months ago