ପୁରୀ

ଉଛୁଳିଲା ଭାର୍ଗବୀ, ତଳିଆ ଅଞ୍ଚଳରେ ପଶିଲା ପାଣି

ପୁରୀ ଅଫିସ,୧୭।୮ - ହୀରାକୁଦ ଗେଟ୍‌ ଖୋଲାଯିବା ପରେ ମହାନଦୀରେ ପ୍ରବାହିତ ହେଉଛି ବନ୍ୟା ପାଣି। ଫଳରେ ଏହାର ଶାଖା ନଦୀଗୁଡ଼ିକ ମଧ୍ୟ ଫୁଲିବାରେ ଲାଗିଛି। ଜିଲାର…

5 years ago

ଶ୍ରୀମନ୍ଦିରରେ ରାଖୀ ଲାଗି, ବଳଭଦ୍ର ଜନ୍ମ ନୀତି: ପାଟ ରାଖୀ ପିନ୍ଧିଲେ ମହାପ୍ରଭୁ

ପୁରୀ ଅଫିସ, ୧୬।୮: ପବିତ୍ର ଗହ୍ମାପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ବଳଭଦ୍ର ଜନ୍ମ ନୀତି ଏବଂ ରାଖୀ ଲାଗି ନୀତି ସମ୍ପନ୍ନ ହୋଇଛି। ଦୁଇଭାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ…

5 years ago

ମିଶନ ଆଶାଲୋକ ଅଭିଯାନର ଶୁଭାରମ୍ଭ: ୧୮ ମାନସିକ ବିକାରଗ୍ରସ୍ତ ପୁରୁଷ ଉଦ୍ଧାର

ପୁରୀ ଅଫିସ, ୧୬ା୮: ଅନେକ ମାନସିକ ବିକାରଗ୍ରସ୍ତ ରାସ୍ତାଘାଟରେ ଏଣେତେଣେ ବୁଲୁଥାନ୍ତିି। କେହି କେହି ଲୋକଙ୍କୁ ମାଗି ଖାଇଥାନ୍ତି ତ ଆଉ କେହି ଅଳିଆ ଆବର୍ଜନା ଗଦାରୁ…

5 years ago

ଭାର୍ଗବୀ ନଦୀବନ୍ଧରେ ଘଳିଆ

ସାକ୍ଷୀଗୋପାଳ, ୧୬।୮(ଡି.ଏନ.ଏ.): ବଢି ପାଣି ଆସିବା ପରେ ପୁରୀ ଜିଲା ସତ୍ୟବାଦୀ ଅଞ୍ଚଳରେ ପ୍ରବାହିତ ଭାର୍ଗବୀ ନଦୀରେ ଜଳ ପତ୍ତନ ବୃଦ୍ଧି ପାଇଛି। ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବା…

5 years ago

ଗହ୍ମାପୂର୍ଣ୍ଣିମାରେ ନଡ଼ିଆ ଲଢ଼େଇ ପରମ୍ପରା

ସାକ୍ଷୀଗୋପାଳ, ୧୫।୮(ଡି.ଏନ୍‌.ଏ.): ଗହ୍ମାପୂର୍ଣ୍ଣିମା ଅବସରରେ ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ନଡ଼ିଆ ଲଢ଼େଇ ପରମ୍ପରା ରହିଛି। ବାତ୍ୟା ‘ଫନୀ’ରେ ବହୁ ସଂଖ୍ୟକ ନଡ଼ିଆ ଗଛ ଭାଙ୍ଗିଯାଇଥିଲେ ମଧ୍ୟ…

5 years ago

ପୁରୀରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ

ପୁରୀ ଅଫିସ, ୧୫।୮: ପୁରୀ ଶରଧାବାଲିଠାରେ ଗୁରୁବାର ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସକାଳ ୯ଟା ୧୫ରେ ମୁଖ୍ୟଅତିଥିଭାବେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଉପସ୍ଥିତ ହୋଇ…

5 years ago

କ୍ରିଶନ କୁମାର ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ, ୧୫।୮: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ରାଜ୍ୟ ସରକାର କ୍ରିଶନ କୁମାରଙ୍କୁ ନିଯୁକ୍ତି ଦେଇଛନ୍ତି। ଆସନ୍ତା ୧୯ ତାରିଖରୁ ସେ ଏହି ଅତିରିକ୍ତ ଦାୟିତ୍ୱ…

5 years ago

କାକଟପୁର, ଅସ୍ତରଙ୍ଗରେ ସ୍ବାଧୀନତା ଦିବସ

କାକଟପୁର,୧୫ା୮(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁର ଓ ଅସ୍ତରଙ୍ଗ ଅଞ୍ଚଳରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରବଳ ବର୍ଷା ସତ୍ତ୍ୱେ କାକଟପୁର ମିନିଷ୍ଟାଡ଼ିୟମ୍‌ଠାରେ କାକଟପୁର ପ୍ରେସ୍‌…

5 years ago

ଦେବୀ ନଦୀରେ ବନ୍ୟାଜଳ :ବାଉରିଆକଣରେ ବିପଦ ସଙ୍କେତଠାରୁ ଊର୍ଦ୍ଧ୍ୱରେ ପ୍ରବାହିତ, ଲୋକେ ଆତଙ୍କିତ

କାକଟପୁର,୧୫ା୮(ଡି.ଏନ୍‌.ଏ.): ଦେବୀ ନଦୀରେ ବନ୍ୟାଜଳ ବୁଧବାରଠାରୁ ବୃଦ୍ଧି ପାଇବାରେ ଲାଗିଛି। ତେବେ ଗୁରୁବାର ପ୍ରାୟ ୨ଟାରେ ବନ୍ୟାଜଳ ବାଉରିଆକଣଠାରେ ବିପଦସଙ୍କେତ ଟପି ପ୍ରବାହିତ ହେଉଥିବାରୁ ନଦୀ ତଟବର୍ତ୍ତୀ…

5 years ago

କୁଶଭଦ୍ରାରେ ପ୍ରଥମ ବନ୍ୟାଜଳ ପ୍ରବାହିତ

ଗୋପ,୧୫।୮(ଡି.ଏନ୍‌.ଏ): ପୁରୀ ଜିଲାରେ ପ୍ରବାହିତ କୁଶଭଦ୍ରା ନଦୀରେ ପ୍ରଥମ ବନ୍ୟାଜଳ ଆସିଥିବାବେଳେ ଗୋପ ବ୍ଲକ ଅଞ୍ଚଳ ନଦୀ କୂଳିଆ ଗାଁଗୁଡ଼ିକରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଗୋପ…

5 years ago