ପୁରୀ ଅଫିସ,୨୬ା୭: ଶ୍ରୀମନ୍ଦିରରେ ଶୃଙ୍ଖଳା ଓ ସ୍ବଚ୍ଛତା ଆଣିବା ଲାଗି ଏକାଧିକ ନିଷ୍ପତ୍ତି ହେଉଛିି। ହେଲେ ଏହି ନିଷ୍ପତ୍ତି ମଧ୍ୟରୁ ଅନେକ ବାସ୍ତବତାର ରୂପ ନେଇପାରୁନିି। ଆନନ୍ଦ…
ପୁରୀ ଅଫିସ, ୨୬ା୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ମଧ୍ୟରୁ ଶୁକ୍ରବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗା ଆରମ୍ଭ ହୋଇଛିି। ଭୋଇ ସର୍ଦ୍ଦାର ରବି ଭୋଇଙ୍କ…
ପୁରୀ ଅଫିସ,୨୬।୭: ପୁଣି ଭୁଶୁଡ଼ିଲା ଏମାର ମଠ ପାଚେରି। ପୁରୀର ଅନ୍ୟତମ ଏହି ପୁରୁଣା ମଠର ପାଚେରି ଗୁରୁବାର ହୋଇଥିବା ବର୍ଷାରେ ପ୍ରାୟ ୪ଫୁଟ ଭୁଶୁଡ଼ିି ପଡ଼ିିଛି।…
କୃଷ୍ଣପ୍ରସାଦ, ୨୪ା୭(ଡି.ଏନ୍.ଏ.)-ପୁରୀ ଜିଲାର କୃଷ୍ଣପ୍ରସାଦ ବ୍ଲକକୁ ୩ ପାର୍ଶ୍ୱରୁ ଚିଲିକା ଏବଂ ଗୋଟିଏ ପାର୍ଶ୍ୱରୁ ବଙ୍ଗପୋସାଗର ଘେରି ରହିଛି। ତେଣୁ ଚିଲିକାକୁ କୃଷ୍ଣପ୍ରସାଦର ଭାତହାଣ୍ଡି ବୋଲି କୁହାଯାଇଥାଏ।…
ପୁରୀ ଅଫିସ, ୨୧।୭ : ଶ୍ରୀମନ୍ଦିର କୋଟି କୋଟି ହିନ୍ଦୁଙ୍କ ଆସ୍ଥା ଓ ବିଶ୍ୱାସର ପୀଠ। ବିଶ୍ୱନିୟନ୍ତାଙ୍କ ବିଜେସ୍ଥଳୀ। ସିନ୍ଦୂରା ଫାଟିଲେ ହଜାର ହଜାର ଶ୍ରଦ୍ଧାଳୁଙ୍କ ପାଦ…
କୃଷ୍ଣପ୍ରସାଦ,୧୬ା୭(ଡି.ଏନ୍.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ପାରିକୁଦ ଗଡ ଗାନ୍ଧୀଛକସ୍ଥିତ ଶ୍ରୀ ଶିରିଡି ସାଇବାବାଙ୍କ ପୀଠରେ ମଙ୍ଗଳବାର ଗୁରୁପୂର୍ଣ୍ଣିମା ପାଳିତ ହୋଇଯାଇଛି ା ଶିରିଡ଼ି ସାଇ ସଂସ୍ଥାନ…
କୃଷ୍ଣପ୍ରସାଦ,୧୪ା୭(ଡି.ଏନ୍.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ବଜ୍ରକୋଟ ଷ୍ଟେଟବ୍ୟାଙ୍କ ଏଟିଏମ୍ କେନ୍ଦ୍ରଟିକୁ ଗତ ଜୁନ୍ ୧୩ ତାରିଖରେ କେହି ଦୁବୃର୍ତ୍ତ ଟଙ୍କା ଲୁଟ୍ ନିମନ୍ତେ ଭାଙ୍ଗି ଦେଇଥିଲେ। ଏହା…
କୃଷ୍ଣପ୍ରସାଦ,୧୦ା୭(ଡି.ଏନ୍.ଏ.)-ପୁରୀ ଜିଲାପାଳଙ୍କ ସ୍ବଚ୍ଛ ପରିବେଶ କାର୍ଯ୍ୟକ୍ରମ ଅବସରରେ ମୋ’ ବେଳାଭୂମି ଯୋଜନାରେ କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ଉପକୂଳସ୍ଥିତ ପର୍ଯ୍ୟଟନ ସ୍ଥଳଗୁଡ଼ିକରୁ ଆବର୍ଜନା ମୁକ୍ତ ପାଇଁ ଅଭିଯାନ…
କୃଷ୍ଣପ୍ରସାଦ,୯ା୭(ଡି.ଏନ୍.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କହ୍ନେଇପୁର ଗାଁ’ରେ ୨ ପକ୍ଷରୁ ଗୋଷ୍ଠୀ କନ୍ଦଳ ସୋମବାର ଉଗ୍ରରୂପ ଧାରଣ କରି ଗଣ୍ଡଗୋଳ ଘଟିଛିି ା ଫଳରେ ଉଭୟ ଗୋଷ୍ଠୀ…
କୃଷ୍ଣପ୍ରସାଦ,୭ା୭(ଡି.ଏନ୍.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଶିଆଳଗାଁରେ ଅଧିକ ଯୌତୁକ ଦାବି କରି ମାମାଲି ପଲେଇ ନାମକ ଜଣେ ନବବଧୂଙ୍କୁ ଶ୍ୱଶୁର ଘର ପରିବାର ତରଫରୁ ହତ୍ୟା କରାଯାଇଥିବା…