Advertisement

ପୁରୀ

ପ୍ଲାଷ୍ଟିକମୁକ୍ତ ପୁରୀ ଅଭିଯାନ: ଖଲିପତ୍ର ଥାଳି, କପଡ଼ା ବ୍ୟାଗ ବ୍ୟବହାରକୁ ଗୁରୁତ୍ୱପ୍ଲାଷ୍ଟିକମୁକ୍ତ ପୁରୀ ଅଭିଯାନ: ଖଲିପତ୍ର ଥାଳି, କପଡ଼ା ବ୍ୟାଗ ବ୍ୟବହାରକୁ ଗୁରୁତ୍ୱ

ପ୍ଲାଷ୍ଟିକମୁକ୍ତ ପୁରୀ ଅଭିଯାନ: ଖଲିପତ୍ର ଥାଳି, କପଡ଼ା ବ୍ୟାଗ ବ୍ୟବହାରକୁ ଗୁରୁତ୍ୱ

ପୁରୀ ଅଫିସ, ୩।୮: ପର୍ଯ୍ୟଟନ ସହର ପୁରୀ। ଏଠାକୁ ଦୈନିକ ଦେଶ ବିଦେଶର ପର୍ଯ୍ୟଟକ ଆସୁଛନ୍ତି। ତେଣୁ ସହରକୁ ସ୍ବଚ୍ଛ ଓ ପରିଷ୍କାର ରଖିବାକୁ ହେବ। ଏଭଳି…

6 years ago
ସଂଯୋଗ ସତ୍ତ୍ୱେ ଅଘୋଷିତ ବିଦ୍ୟୁତ୍‌ କାଟ ଜାରି: ପର୍ଯ୍ୟଟନ ଶିଳ୍ପ ପାଇଁ ଦିଲ୍ଲୀ, କୋଲକାତାରେ ହେବ ପ୍ରେସ୍‌ ମିଟ୍‌ସଂଯୋଗ ସତ୍ତ୍ୱେ ଅଘୋଷିତ ବିଦ୍ୟୁତ୍‌ କାଟ ଜାରି: ପର୍ଯ୍ୟଟନ ଶିଳ୍ପ ପାଇଁ ଦିଲ୍ଲୀ, କୋଲକାତାରେ ହେବ ପ୍ରେସ୍‌ ମିଟ୍‌

ସଂଯୋଗ ସତ୍ତ୍ୱେ ଅଘୋଷିତ ବିଦ୍ୟୁତ୍‌ କାଟ ଜାରି: ପର୍ଯ୍ୟଟନ ଶିଳ୍ପ ପାଇଁ ଦିଲ୍ଲୀ, କୋଲକାତାରେ ହେବ ପ୍ରେସ୍‌ ମିଟ୍‌

ପୁରୀ ଅଫିସ, ୩।୮: ବାତ୍ୟାରେ ଛାରଖାର ହୋଇଯାଇଥିଲା ପର୍ଯ୍ୟଟନ ସହର ପୁରୀ। ହୋଟେଲ ଶିଳ୍ପ ମଧ୍ୟ ବିଶେଷ କ୍ଷତିଗ୍ରସ୍ତ ହୋଇଥିଲା। ଶନିବାର ବାତ୍ୟା ଫନୀକୁ ୩ମାସ ପୂରୁଛି।…

6 years ago
ବାତ୍ୟାକୁ ପୂରିଲା ୩ ମାସ: ପୁରୀ ଜିଲାରେ ଅସଜଡ଼ା ଶିକ୍ଷା ଭିତ୍ତିଭୂମିବାତ୍ୟାକୁ ପୂରିଲା ୩ ମାସ: ପୁରୀ ଜିଲାରେ ଅସଜଡ଼ା ଶିକ୍ଷା ଭିତ୍ତିଭୂମି

ବାତ୍ୟାକୁ ପୂରିଲା ୩ ମାସ: ପୁରୀ ଜିଲାରେ ଅସଜଡ଼ା ଶିକ୍ଷା ଭିତ୍ତିଭୂମି

ପୁରୀ ଅଫିସ, ୩।୮: ୨୦୧୯ ମେ ୩ ତାରିଖ। ଉପକୂଳବର୍ତ୍ତୀ ପୁରୀ ଜିଲା ପାଇଁ ଅଭିଶପ୍ତ ଦିନଟିଏ। ଏହିଦିନ ପୁରୀକୁ ଛାରଖାର କରିଦେଇଥିଲା ବାତ୍ୟା ଫନୀ। ଶନିବାର…

6 years ago
ଶ୍ରମ ଆଇନ ସଂଶୋଧନ ବିଲ୍‌ ପ୍ରତ୍ୟାହାର ଦାବିଶ୍ରମ ଆଇନ ସଂଶୋଧନ ବିଲ୍‌ ପ୍ରତ୍ୟାହାର ଦାବି

ଶ୍ରମ ଆଇନ ସଂଶୋଧନ ବିଲ୍‌ ପ୍ରତ୍ୟାହାର ଦାବି

ପୁରୀ ଅଫିସ, ୨ା୮: କେନ୍ଦ୍ର ସରକାର ଶ୍ରମ ଆଇନ ସଂଶୋଧନ ବିଲ୍‌ ତୁରନ୍ତ ପ୍ରତ୍ୟାହାର ଲାଗି ସିପିଆଇ, ସିପିଆଇ(ଏମ୍‌) ଏବଂ ବିଭିନ୍ନ ଶ୍ରମିକ ସଙ୍ଗଠନ ଦାବି କରିଛନ୍ତି।…

6 years ago
ମରାମତି ପରେ ବି ଦବିଲା ଗୋପ-ବାଲିଘାଇ ରାସ୍ତାମରାମତି ପରେ ବି ଦବିଲା ଗୋପ-ବାଲିଘାଇ ରାସ୍ତା

ମରାମତି ପରେ ବି ଦବିଲା ଗୋପ-ବାଲିଘାଇ ରାସ୍ତା

ଗୋପ, ୨।୮(ଡି.ଏନ୍‌.ଏ.):  ନିର୍ମାଣାଧୀନ ଗୋପ-ବାଲିଘାଇ ରାସ୍ତାର ଗୋପ ବ୍ରିଜ୍‌ ନିକଟରେ ନିର୍ମାଣାଧୀନ ନୂତନ ସ୍ପାନ୍‌ ରାସ୍ତାଟି ଗତ ୧୦ ତାରିଖରେ ଦବିଯିବା ନେଇ ଖବର ପ୍ରକାଶିତ ପରେ…

6 years ago
ପୂରଣ ହୋଇନି ଏସ୍‌ଡିଏମ୍‌ଆଇଏସ୍‌ ଡାଟାପୂରଣ ହୋଇନି ଏସ୍‌ଡିଏମ୍‌ଆଇଏସ୍‌ ଡାଟା

ପୂରଣ ହୋଇନି ଏସ୍‌ଡିଏମ୍‌ଆଇଏସ୍‌ ଡାଟା

ପୁରୀ ଅଫିସ, ୨।୮: ଆରମ୍ଭ ହୋଇଛି ୨୦୧୯-୨୦ ଶିକ୍ଷାବର୍ଷ। ହେଲେ ଏ ପର୍ଯ୍ୟନ୍ତ ପୁରୀ ଜିଲାର ଛାତ୍ରୀ ଛାତ୍ରଙ୍କ ସବିଶେଷ ତଥ୍ୟ ବା ଷ୍ଟୁଡେଣ୍ଟ ଡାଟା ମ୍ୟାନେଜମେଣ୍ଟ…

6 years ago
ସାତଶଙ୍ଖ ଶୀତଳଭଣ୍ଡାରରେ ୧ ହଜାର କୁଇଣ୍ଟାଲ ଆଳୁ ଗଜାସାତଶଙ୍ଖ ଶୀତଳଭଣ୍ଡାରରେ ୧ ହଜାର କୁଇଣ୍ଟାଲ ଆଳୁ ଗଜା

ସାତଶଙ୍ଖ ଶୀତଳଭଣ୍ଡାରରେ ୧ ହଜାର କୁଇଣ୍ଟାଲ ଆଳୁ ଗଜା

ପୁରୀ ଅଫିସ, ୨।୮ : ରାଜ୍ୟବାସୀ ଯେମିତି କମ୍‌ ଦାମରେ ବର୍ଷସାରା ଆଳୁ ପାଇପାରିବେ ସେଥିପାଇଁ ସରକାର ଆଳୁ ମିଶନ ଆରମ୍ଭ କରିଥିଲେ। ହେଲେ ଏହି ମିଶନ ଏବେ…

6 years ago
ମିଶନ ଚନ୍ଦ୍ରୟାନ : ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେଇଥିଲେ ବୈଜ୍ଞାନିକମିଶନ ଚନ୍ଦ୍ରୟାନ : ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେଇଥିଲେ ବୈଜ୍ଞାନିକ

ମିଶନ ଚନ୍ଦ୍ରୟାନ : ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେଇଥିଲେ ବୈଜ୍ଞାନିକ

ପୁରୀ ଅଫିସ, ୨।୮ : ମିଶନ ଚନ୍ଦ୍ରୟାନ-୨ର ସଫଳତା ପଛରେ ରହିଛି ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ଉପଦେଶ। ମହାକାଶ ବିଜ୍ଞାନ ବୈଦିକ…

6 years ago
ଆଗଭଳି ମିଳୁନି ତାଳପତ୍ର : ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବନ ଜୀବିକା, ନବକଳେବର ପାଇଁ ବି ଦେଖାଦେଇପାରେ ଅଭାବଆଗଭଳି ମିଳୁନି ତାଳପତ୍ର : ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବନ ଜୀବିକା, ନବକଳେବର ପାଇଁ ବି ଦେଖାଦେଇପାରେ ଅଭାବ

ଆଗଭଳି ମିଳୁନି ତାଳପତ୍ର : ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବନ ଜୀବିକା, ନବକଳେବର ପାଇଁ ବି ଦେଖାଦେଇପାରେ ଅଭାବ

ପୁରୀ ଅଫିସ, ୨।୮ : ଦିନ ଥିଲା ତାଳପତ୍ର କାରିଗର ଭଲ ଦି ପଇସା ରୋଜଗାର କରୁଥିଲେ। ଖରାଦିନେ ବିଞ୍ଚଣା ଆଉ ବର୍ଷାଦିନେ ପଖିଆ ବ୍ୟବହାର କରୁଥିଲେ…

6 years ago
ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ିଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି

ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି

ପୁରୀ ଅଫିସ, ୨।୮ : ଶ୍ରୀମନ୍ଦିର ଅସୁରକ୍ଷିତ। ଆତଙ୍କବାଦୀମାନେ ଶ୍ରୀମନ୍ଦିର ଉପରେ ଆକ୍ରମଣ କରିପାରନ୍ତି। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ଏମିତି ଏକ ରିପୋର୍ଟ ଗୁରୁବାର ପୁରୀ…

6 years ago