Advertisement

ପୁରୀ

ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ

ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ

ପିପିଲି,୧୬ା୧୦(୦୫): ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ ହୋଇଛି। ଦୀର୍ଘଦିନ ଧରି ସେ କର୍କଟ ରୋଗରେ ପୀଡ଼ିତ ଥିବା ବେଳେ ସୋମବାର ଭୁବନେଶ୍ୱରର ଏକ ଘରୋଇ…

2 years ago
ଦେବୀ ନଦୀବନ୍ଧରେ ୨ଶହ ଫୁଟ୍‌ର ଫାଟଦେବୀ ନଦୀବନ୍ଧରେ ୨ଶହ ଫୁଟ୍‌ର ଫାଟ

ଦେବୀ ନଦୀବନ୍ଧରେ ୨ଶହ ଫୁଟ୍‌ର ଫାଟ

କାକଟପୁର(ଶୁଭଦର୍ଶନ ମିଶ୍ର)/ଅସ୍ତରଙ୍ଗ (ପ୍ରଦୀପ୍ତ କୁମାର ଦୀକ୍ଷିତ), ୧୬ା୧୦: ପୁରୀ ଜିଲା କାକଟପୁର ଜଳସମ୍ପଦ ବିଭାଗ ଅଧୀନସ୍ଥ ଦେବୀ ନଦୀବନ୍ଧ ରାସ୍ତାରେ ୨ଶହ ଫୁଟ ଲମ୍ବ ପର୍ଯ୍ୟନ୍ତ ଫାଟ…

2 years ago
ଜେଟିପିଙ୍କୁ ତଦାରଖ ଦାୟିତ୍ୱଜେଟିପିଙ୍କୁ ତଦାରଖ ଦାୟିତ୍ୱ

ଜେଟିପିଙ୍କୁ ତଦାରଖ ଦାୟିତ୍ୱ

ପୁରୀ,୧୪ା୧୦(ଅଜିତ ମହାନ୍ତି): ଆଗାମୀ ନୂଆବର୍ଷରୁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତଙ୍କ ପାଇଁ ନୂଆ ନିୟମ ଲାଗୁ କରିବାକୁ ଯାଉଛି। ଅଶାଳୀନ ପୋଷାକ ପରିଧାନ କଲେ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ…

2 years ago
ଶ୍ରୀମନ୍ଦିର ଗର୍ଭଗୃହରେ ରକ୍ତଛିଟାଶ୍ରୀମନ୍ଦିର ଗର୍ଭଗୃହରେ ରକ୍ତଛିଟା

ଶ୍ରୀମନ୍ଦିର ଗର୍ଭଗୃହରେ ରକ୍ତଛିଟା

ପୁରୀ,୧୩।୧୦: ପୁରୀ ଶ୍ରୀମନ୍ଦିର ଗର୍ଭଗୃହରେ ରକ୍ତଛିଟା ପଡ଼ିଛି। ପସରାଉଠା କର୍ମଚାରୀ ଓ ଜଣେ ସେବାୟତଙ୍କ ମଧ୍ୟରେ ମାରପିଟ୍‌ରୁ ଏଭଳି ଘଟିଛି। ସିଂହଦ୍ବାର ପୋଲିସ ପସରାଉଠା କର୍ମଚାରୀ ଓ…

2 years ago
ଶାଳୀନ ପୋଷାକ ପିନ୍ଧିବେ ଭକ୍ତ: ସମସ୍ତ ନିଯୋଗ, ପ୍ରଶାସନ, ହୋଟେଲକୁ ଚିଠି ଲେଖିଲା ଶ୍ରୀମନ୍ଦିର ପ୍ରଶାସନଶାଳୀନ ପୋଷାକ ପିନ୍ଧିବେ ଭକ୍ତ: ସମସ୍ତ ନିଯୋଗ, ପ୍ରଶାସନ, ହୋଟେଲକୁ ଚିଠି ଲେଖିଲା ଶ୍ରୀମନ୍ଦିର ପ୍ରଶାସନ

ଶାଳୀନ ପୋଷାକ ପିନ୍ଧିବେ ଭକ୍ତ: ସମସ୍ତ ନିଯୋଗ, ପ୍ରଶାସନ, ହୋଟେଲକୁ ଚିଠି ଲେଖିଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ, ୧୩ା୧୦(ଅଜିତ ମହାନ୍ତି): ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ପ୍ରସଙ୍ଗରେ ଗୁରୁବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ…

2 years ago
ଶୀତତାପ ନିୟନ୍ତ୍ରିତ ଘରେ କୁକୁଡ଼ାଚାଷଶୀତତାପ ନିୟନ୍ତ୍ରିତ ଘରେ କୁକୁଡ଼ାଚାଷ

ଶୀତତାପ ନିୟନ୍ତ୍ରିତ ଘରେ କୁକୁଡ଼ାଚାଷ

ଅସ୍ତରଙ୍ଗ, ୧୨।୧୦ (ପ୍ରଦୀପ୍ତ କୁମାର ଦୀକ୍ଷିତ)ଦୃଢ଼ ଇଚ୍ଛା ଶକ୍ତି ଦ୍ୱାରା କୁକୁଡ଼ା ଫାର୍ମ କରି ଉଦାହରଣ ସାଜିଲେ ମହିଳା ଉଦ୍ୟୋଗୀ। ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ କୋରଣା…

2 years ago
ବିଶ୍ୱ ଶିଶୁକନ୍ୟା ଦିବସବିଶ୍ୱ ଶିଶୁକନ୍ୟା ଦିବସ

ବିଶ୍ୱ ଶିଶୁକନ୍ୟା ଦିବସ

ପୁରୀ,୧୧ା୧୦: ବିଶ୍ୱ ଶିଶୁକନ୍ୟା ଦିବସ ଉପଲକ୍ଷେ  ଭୋଳାନାଥ ବିଦ୍ୟାପୀଠ ପରିସରରେ ପୁରୀ ମଣ୍ଡଳ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଚିତ୍ରାଙ୍କନ, ବକ୍ତୃତା ଓ ସ୍ଲୋଗାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।…

2 years ago
ଶାଳୀନ ପୋଷାକ ବିନା ଶ୍ରୀମନ୍ଦିର ମନାଶାଳୀନ ପୋଷାକ ବିନା ଶ୍ରୀମନ୍ଦିର ମନା

ଶାଳୀନ ପୋଷାକ ବିନା ଶ୍ରୀମନ୍ଦିର ମନା

ପୁରୀ, ୧୦ା୧୦(ଅଜିତ ମହାନ୍ତି):ଏଣିକି ଶ୍ରୀମନ୍ଦିରକୁ ଯିବାକୁ ହେଲେ ଭକ୍ତଙ୍କୁ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ କରିବାକୁ ପଡ଼ିବ। ନଚେତ ଭକ୍ତଙ୍କୁ ଶ୍ରୀମନ୍ଦିରରେ ପ୍ରବେଶ ଅନୁମତି ମିଳିବ ନାହିଁ। ସୋମବାର…

2 years ago
ବିଦ୍ୟାଳୟକୁ ରାସ୍ତା ନାହିଁ, ସାହାରା ପାଲଟିଛି ବିଲ ହିଡ଼ବିଦ୍ୟାଳୟକୁ ରାସ୍ତା ନାହିଁ, ସାହାରା ପାଲଟିଛି ବିଲ ହିଡ଼

ବିଦ୍ୟାଳୟକୁ ରାସ୍ତା ନାହିଁ, ସାହାରା ପାଲଟିଛି ବିଲ ହିଡ଼

ଅସ୍ତରଙ୍ଗ,୮।୧୦(ପ୍ରଦୀପ୍ତ ଦୀକ୍ଷିତ୍‌)ବିଦ୍ୟାଳୟ ଅଛି ହେଲେ ସେଠାକୁ ରାସ୍ତା ନାହିଁ। ପିଲାମାନେ ଚାଷ ଜମି ହିଡ଼ ଉପର ଦେଇ ଯାତାୟାତ କରୁଛନ୍ତି। ପୁରୀ ଜିଲା ଅସ୍ତରଙ୍ଗ ମଣ୍ଡଳ ଶିକ୍ଷାଧିକାରୀ…

2 years ago
ଜୋରସୋରରେ ଚାଲିଛି ନୂତନ ସୂର୍ଯ୍ୟମନ୍ଦିର ନିର୍ମାଣ କାର୍ଯ୍ୟଜୋରସୋରରେ ଚାଲିଛି ନୂତନ ସୂର୍ଯ୍ୟମନ୍ଦିର ନିର୍ମାଣ କାର୍ଯ୍ୟ

ଜୋରସୋରରେ ଚାଲିଛି ନୂତନ ସୂର୍ଯ୍ୟମନ୍ଦିର ନିର୍ମାଣ କାର୍ଯ୍ୟ

କୋଣାର୍କ,୮।୧୦(ଜ୍ୟୋତିରାଜ ମହାନ୍ତି)ଅନ୍ତର୍ଜାତୀୟ ପର୍ଯ୍ୟଟନସ୍ଥଳୀ କୋଣାର୍କରେ ସୂର୍ଯ୍ୟ ନାରାୟଣଙ୍କ ପୂଜାର୍ଚ୍ଚନା ପାଇଁ ନୂତନ ସୂର୍ଯ୍ୟମନ୍ଦିର ନିର୍ମାଣ ଜୋରଦାର ଆଗେଇ ଚାଲିଛି। କୋଣାର୍କ ଏନ୍‌ଏସି ଓ୍ବାର୍ଡ ନଂ. ୧ ଜୁଣେଇ…

2 years ago