୩ ମାସରେ ସରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ
ପୁରୀ ଅଫିସ,୨୯।୧: ଶ୍ରୀକ୍ଷେତ୍ରରେ ଚାଲିଥିବା ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଜୋରସୋର୍ରେ ଚାଲିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଐତିହ୍ୟ ପ୍ରକଳ୍ପ କାର୍ଯ୍ୟ...