ପୁରୀ

ଫସଲବୀମା ପ୍ରଦାନରେ ଅବହେଳା, ଆଗକୁ ଚାଷୀଙ୍କ ଆନ୍ଦୋଳନ ଜୋରଦାର୍‌

ସାକ୍ଷୀଗୋପାଳ,୭।୧୧(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଫସଲବୀମା କ୍ଷତିପୂରଣ ପ୍ରଦାନରେ ଅବହେଳା ଅଭିଯୋଗ କରି ସତ୍ୟବାଦୀ ବ୍ଲକର ଶୁକଳ ଓ ଆଳିଶ ପଞ୍ଚାୟତର ଶତାଧିକ ଚାଷୀ ଆନ୍ଦୋଳନ ଡାକରା ଦେଇଛନ୍ତି। ନୂଆ ଜଗନ୍ନାଥ ସଡ଼କ ପାଶର୍‌ବ ମହାବୀର ମନ୍ଦିରରେ ସୋମବାର ଏକ ପ୍ରତିବାଦ ସଭାରେ...

ଖାକିରେ ଲାଗିଲା ଦାଗ: ହବିଷିଆଳିଙ୍କୁ ମାଡ ମାରି ମୁଣ୍ଡ ଫଟାଇଲା ପୋଲିସ

ପୁରୀ ଅଫିସ, ୭।୨୨: ଶ୍ରୀମନ୍ଦିର ମଧ୍ୟରେ ଜଣେ ମହିଳା ଭକ୍ତଙ୍କୁ ପୋଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଶ୍ରୀମନ୍ଦିର ଜଗମୋହନ ନିକଟରେ ମୁତୟନ ଥିବା ସୁରକ୍ଷା କର୍ମୀ ଜଣେ ହବିଷିଆଳିଙ୍କ ମୁଣ୍ଡକୁ ମାଡ ମାରିଛନ୍ତି। ଫଳରେ ମହିଳାଙ୍କ ମୁଣ୍ଡରେ ଗଭୀର...

ମହାପ୍ରଭୁଙ୍କ ନୀତିକାନ୍ତିରେ ବାରମ୍ବାର ବିଳମ୍ବ ଘଟଣା: ଶ୍ରୀମନ୍ଦିର ପ୍ରଶାସନର ଉଦାସୀନତା ଦାୟୀ

ପୁରୀ ଅଫିସ, ୭ା୧୧:ପବିତ୍ର କାର୍ତ୍ତିକ ମାସରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ମହାପ୍ରସାଦ ସେବନ ନିମନ୍ତେ ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ଭକ୍ତ ପୁରୀ ଆସୁଛନ୍ତି। ସେହିପରି ପୁରୀରେ ରହି ହବିଷିଆଳିମାନେ କାର୍ତ୍ତିକ ବ୍ରତ ପାଳନ କରୁଛନ୍ତି। ତେଣୁ...

ଶ୍ରୀଶଙ୍କରାନନ୍ଦ ମଠର ବିକାଶକୁ ଗୁରୁତ୍ୱ

ପୁରୀ ଅଫିସ, ୭ା୧୧:ଶ୍ରୀଶଙ୍କରାନନ୍ଦ ମଠ ଐତିହ୍ୟ ପୁସ୍ତକର ଉନ୍ମୋଚନ ଉତ୍ସବ ରବିବାର ମଠ ପରିସରରେ ଟ୍ରଷ୍ଟବୋର୍ଡ଼ ସଭାପତି ଦୁର୍ଗାପ୍ରସାଦ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଅତିଥି ଭାବେ ଯୋଗଦେଇ କହିଥିଲେ, ଦୃଶ୍ୟମାନ...

ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ ଦେଖିବାକୁ ଭକ୍ତଙ୍କ ଭିଡ଼

ପୁରୀ ଅଫିସ, ୫।୧୧: ଧର୍ମର ମାସ କାର୍ତ୍ତିକ ଚାଲିଛି। ଏ ନେଇ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇଉଠିଛି। ପଞ୍ଚକର ଦ୍ୱାଦଶୀ ତିଥିରେ ଶନିବାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ କରିବାର ସୁଯୋଗ ପାଇଛନ୍ତି। ପଞ୍ଚକରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନରେ...

୧୦ରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି

ପୁରୀ ଅଫିସ, ୫ା୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଚଳିତ ମାସରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ସେ ୧୦ ତାରିଖରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବାର...

ନୀତି ବିଳମ୍ବ, ଭକ୍ତ ହଇରାଣ

ପୁରୀ ଅଫିସ, ୫ା୧୧: କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶୁକ୍ରବାରଠାରୁ ପବିତ୍ର ପଞ୍ଚକ ଆରମ୍ଭ ହୋଇଛି। ପଞ୍ଚକର ପ୍ରଥମ ଦିନରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଗହଳି ଦେଖିବାକୁ ମିଳିଛି। ତେବେ ନୀତିକାନ୍ତିରେ ବିଳମ୍ବ...

ଲକ୍ଷ୍ମୀ ନାରାୟଣ ବେଶରେ ଦର୍ଶନ ଦେଲେ ସାକ୍ଷୀଗୋପାଳ

ସାକ୍ଷୀଗୋପାଳ,୪।୧୧(ଡି.ଏନ୍‌.ଏ.): ଶୁକ୍ରବାର କାର୍ତ୍ତିକ ବଡ଼ ଏକାଦଶୀ ତଥା ଦେବ ଉତ୍ଥାପନ ଏକାଦଶୀ ତିଥୀ ଅବସରରେ ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀ ନାରାୟଣ ବେଶ ସହିତ ଶ୍ରୀରାଧାଙ୍କ ସୁନା ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ଲାଗଛି। ମନ୍ଦିର...

ବସିବ ଛତିଶା ନିଯୋଗ ବୈଠକ: ରାଷ୍ଟ୍ରପତିଙ୍କ ଶ୍ରୀମନ୍ଦିର ଦର୍ଶନ ନେଇ ହେବ ଆଲୋଚନା

ପୁରୀ ଅଫିସ,୪।୧୧: ଆସନ୍ତା ୧୦ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଗସ୍ତ ସମୟରେ ପୁରୀ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ ବୋଲି ଜଣାପଡିଛି। ଏଥିପାଇଁ ଆଜି ସନ୍ଧ୍ୟାରେ ଛତିଶା ନିଯୋଗ...

ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ

ପୁରୀ ଅଫିସ,୪ା୧୧: କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶୁକ୍ରବାରଠାରୁ ଶ୍ରୀକ୍ଷେତ୍ର ସମେତ ଶ୍ରୀମନ୍ଦିରରେ ପଞ୍ଚକ ନୀତି ଆରମ୍ଭ ହେବ। ପଞ୍ଚକର ପ୍ରଥମ ଦିନ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ବା ଠିଆକିଆ ବେଶ ଅନୁଷ୍ଠିତ ହେବ।...

ଆସୁଛି କାର୍ତ୍ତିକ ପୂର୍ଣ୍ଣିମା; କାଗଜ ଡଙ୍ଗା ତିଆରିରେ ପ୍ରକାଶଙ୍କ ପରିବାର

ପିପିଲି,୩।୧୧(ସ୍ବ.ପ୍ର.): ଆଉ ଦିନ କେଇଟା ପରେ କାର୍ତ୍ତିକ ପୂର୍ଣ୍ଣିମା। ଏହି କାର୍ତ୍ତିକ ପୂର୍ଣ୍ଣିମାରେ ବୋଇତ ବନ୍ଦାଣ ସହ ଲୋକେ ଡଙ୍ଗା ଭସାଇ ପୂଜାର୍ଚ୍ଚନା କରୁଛନ୍ତି। ହେଲେ କରୋନା ପାଇଁ ଗତ ୨ ବର୍ଷ ଲୋକେ କାର୍ତ୍ତିକ ପୂର୍ଣ୍ଣିମା ଉତ୍ସବ ସହ...

ଗ୍ୟାସ୍‌ ଟାଙ୍କିରୁ ଦୋକାନରେ ଲାଗିଲା ନିଆଁ

ସାକ୍ଷୀଗୋପାଳ,୨ା୧୧(ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳରେ ଅଁଳାନବମୀ ଉପଲକ୍ଷେ ଆୟୋଜିତ ସାଂସ୍କୃତିକ ସମାରୋହ ଶ୍ରୀରାଧା ଉତ୍ସବ ପଡ଼ିଆରେ ଏକ ଜଳଖିଆ ଦୋକାନରେ ବୁଧବାର ଆକସ୍ମିକ ଅଗ୍ନିକାଣ୍ଡ ଘଟିଥିଲା। ମସଲାଦୋସା ପ୍ରସ୍ତୁତ କରୁଥିବା ଏହି ଦୋକାନରେ ଲାଗିଥିବା ରନ୍ଧନ ଗ୍ୟାସ ଟାଙ୍କିରେ ନିଆଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri