ପୁରୀ

ରୋମାଞ୍ଚ ଭରିଲା ‘ସୂର୍ଯ୍ୟକିରଣ’

ପୁରୀ ଅଫିସ, ୧୯ା୯:ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ରବିବାର ପୂର୍ବାହ୍ନରେ ପୁରୀ ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ଭାରତୀୟ ବାୟୁସେନା ପକ୍ଷରୁ ସୂର୍ଯ୍ୟକିରଣ ଏୟାର ଶୋ’ ଅନୁଷ୍ଠିତ ହୋଇଛି। ଆକାଶରେ ବାୟୁସେନାର ୯ଟି ହକ୍‌ ବିମାନ ବିଭିନ୍ନ ପ୍ରକାର ଦୁଃସାହସିକ...

ତୈଳ ଉତ୍ତୋଳନ ପାଇଁ ପୋଖରୀ ଖନନ

ଗୋପ,୧୯ା୯(ଡି.ଏନ୍‌.ଏ.):ପୁରୀ ଜିଲା ଗୋପ ବ୍ଲକର ଦୁଇଟି ପଞ୍ଚାୟତରେ ପେଟ୍ରୋଲ, ଡିଜେଲ ଉତ୍ତୋଳନକୁ ନେଇ ଅଏଲ ଇଣ୍ତିଆ କମ୍ପାନୀ ପକ୍ଷରୁ ପ୍ରଥମ ପର୍ଯାୟ କାର୍ଯ୍ୟ ଆରମ୍ଭ ହୋଇଛି। ଗୋପ ପଞ୍ଚାୟତର କୁଶୁପୁରୁ ନିକଟରେ ଅଏଲ ଇଣ୍ତିଆ କମ୍ପାନୀ ପକ୍ଷରୁ ଚାଷୀଙ୍କଠାରୁ ଅଧିଗ୍ରହଣ...

ପୁରୀ ଆକାଶରେ ସୂର୍ଯ୍ୟକିରଣ ଶୋ’

ପୁରୀ ଅଫିସ, ୧୮।୯: ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଲୋକଙ୍କ ମନରେ ଦେଶପ୍ରେମ ଜାଗ୍ରତ କରିବା ଉଦ୍ଦେଶ୍ୟରେ ଶନିବାର ପୁରୀ ବେଳାଭୂମିରେ ବାୟୁସେନା ପକ୍ଷରୁ ସୂର୍ଯ୍ୟକିରଣ ଏୟାର ଶୋ’ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନ ୧୦ଟା ୨୦ରୁ ୧୧ଟା...

୨୭ରେ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି

ପୁରୀ ଅଫିସ,୧୮।୯:  ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବାକୁ ଦୀର୍ଘଦିନ ହେଲା ସାଧାରଣରେ ଦାବି ହୋଇଆସୁଛି। କେବେ ରତ୍ନଭଣ୍ଡାର ଖୋଲାଯିବ ଓ ମହାପ୍ରଭୁଙ୍କ ଦୁର୍ମୂଲ୍ୟ ରତ୍ନ ଅଳଙ୍କାର ଗଣତି ସହ ଯାଞ୍ଚ କରାଯିବ ସେ ନେଇ କୋଟି କୋଟି ଜଗନ୍ନାଥପ୍ରେମୀ ଚାହିଁବସିଛନ୍ତି। ଏଭଳି...

ମହାପ୍ରଭୁଙ୍କୁ ଦର୍ଶନ କଲେ ପ୍ରଧାନ ବିଚାରପତି

ପୁରୀ ଅଫିସ,୧୭ା୯: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଉଦୟ ଉମେଶ ଲଳିତ ସସ୍ତ୍ରୀକ ଶନିବାର ଅପରାହ୍ନରେ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ଦାରୁଦିଅଁଙ୍କୁ ଦର୍ଶନ କରିଛନ୍ତି। ପ୍ରଧାନ ବିଚାରପତି କଡ଼ା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ ପହଞ୍ଚିଥିଲେ। ଶ୍ରୀମନ୍ଦିର...

ବାଲୁକାକଳାରେ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା

ପୁରୀ ଅଫିସ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୨ତମ ଜନ୍ମଦିନ। ଏହି ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ବାଲୁକାକଳା ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବିଶେଷ କରି ଏହି ବାଲୁକାକଳାରେ ୧୨୧୩ଟି ମାଟି ଚା କପ...

ଆଜି ବ୍ଲୁ ଫ୍ଲାଗ୍‌ ବିଚରେ ସୂର୍ଯ୍ୟକରଣ ଏୟାର ଶୋ’

ପୁରୀ ଅଫିସ,୧୭।୮: ପୁରୀ ବେଳାଭୂମିର ବ୍ଲୁ ଫ୍ଲାଗ୍‌ ବିଚରେ ଶନିବାର ପୂର୍ବାହ୍ନ ୧୦.୨୦ରୁ ୧୧ ଟା ଯାଏ ଫୁଲ ଡ୍ରେସ ସୂର୍ଯ୍ୟକରଣ ଏୟାର ଶୋ’ ରିହର୍ସାଲ ହେବ। ୧୮ ତାରିଖରେ ପାଗ ଖରାପ ରହିବା ନେଇ ଆଶଙ୍କା ଥିବାରୁ ଇଣ୍ଡିଆନ...

୬୩ ବର୍ଷର ସରକାରୀ ବିଦ୍ୟାଳୟ ଅବହେଳିତ

ନିମାପଡ଼ା,୧୭।୯(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ଭୋଗଶାଳଦା ପଞ୍ଚାୟତର ବଡ଼ରିକିଲୋ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିର୍ମାଣକୁ ୬୩ ବର୍ଷ ପୂରିଲାଣି। ହେଲେ ଏହା ବିକାଶ ଆଢୁଆଳରେ ରହିଯାଇଛି। ୧୯୫୯ରେ ପ୍ରତିଷ୍ଠିତ ଏହି ପୁରାତନ ବିଦ୍ୟାଳୟଟି ପ୍ରଶାସନିକ ଉଦାସୀନତା...

ଗହମ ଯୋଗାଣ ବନ୍ଦ, ଉପଭୋକ୍ତା ହଇରାଣ

ପୁରୀ ଅଫିସ, ୧୭ା୯: ଉପଭୋକ୍ତାଙ୍କ ସମସ୍ୟା ନେଇ ଭାରତୀୟ କମ୍ପ୍ୟୁନିଷ୍ଟ ପାର୍ଟି (ମାକର୍‌ସବାଦୀ) (ସିପିଆଇଏମ୍‌) ପୁରୀ ଜିଲା କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ଦିଆଯାଇଛି। ସ୍ମାରକପତ୍ରରେ...

ସାକ୍ଷୀଗୋପାଳ ଡାକ୍ତରଖାନା ଛାତରୁ ଖସୁଛି କଂକ୍ରିଟ

ସାକ୍ଷୀଗୋପାଳ, ୧୭।୯(ସ୍ବ.ପ୍ର./ଡି.ଏନ୍‌.ଏ.): ସତ୍ୟବାଦୀ ବ୍ଲକରେ ଥିବା ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢ଼ଲକ୍ଷ ଲୋକ ନିର୍ଭର କରିଥାନ୍ତି। ଜାତୀୟ ରାଜପଥ ପାର୍ଶ୍ୱରେ ସ୍ବାସ୍ଥ୍ୟକେନ୍ଦ୍ରଟି ରହିଥିବାରୁ ଏଠାକୁ ରାସ୍ତା ଦୁର୍ଘଟଣାରେ ଶିକାର ଅନେକ ଗୁରୁତର ରୋଗୀ ଚିକିତ୍ସା...

ସୂର୍ଯ୍ୟମନ୍ଦିର ସ୍ଥିତି ଅନୁଧ୍ୟାନ କଲେ ଆମିକସ୍‌କ୍ୟୁରି

କୋଣାର୍କ,୧୬।୯(ଡି.ଏନ୍‌.ଏ.)- ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରେ ଦୀର୍ଘ ବର୍ଷ ଧରି ଭର୍ତ୍ତି ହୋଇଥିବା ବାଲିକୁ ବାହାର କରିବା ପାଇଁ ନିକଟରେ ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗ(ଏଏସ୍‌ଆଇ)ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ପ୍ରାଥମିକ ପର୍ଯ୍ୟାୟରେ କାର୍ଯ୍ୟ ଆରମ୍ଭ ହୋଇଯାଇଥିବା...

କାଲି ପୁରୀରେ ଏୟାର୍‌ ଶୋ

ପୁରୀ ଅଫିସ, ୧୬।୯: ପୁରୀରେ ଶନିବାର ଏୟାର୍‌ ଶୋ ହେବ। ୧୦ଟା ୨୦ ରୁ ୧୧ ଟା ପର୍ଯ୍ୟନ୍ତ ଏହି ଶୋ କରାଯିବ। ଆସନ୍ତା ୧୮ ତାରିଖ ରବିବାର ପାଗ ଖରାପ ରହୁଥିବାରୁ ଶନିବାର ଏହି ଏୟାର୍‌ ଶୋ ହେବାକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri