ପୁରୀ

ଚାଷୀଙ୍କ ପାଇଁ ସମସ୍ୟା ଜମି କିସମ ପରିବର୍ତ୍ତନ

ପୁରୀ ଅଫିସ,୨୨।୮: ପୁରୀ ଜିଲା ଅର୍ଥନୀତିର ପ୍ରମୁଖ ଭାଗ କୃଷି ଉପରେ ନିର୍ଭରଶୀଳ। ଗ୍ରାମାଞ୍ଚଳର ଲୋକେ ବିଭିନ୍ନ ଚାଷକରି ଗୁଜରାଣ ମେଣ୍ଟାଇଥାଆନ୍ତି। ଏଭଳି ସ୍ଥଳେ ଚାଷଜମିର କିସମ ପରିବର୍ତ୍ତନ ଚାଷୀକୁଳ ପାଇଁ ସମସ୍ୟା ପାଲଟିଛି। ପୁରୀ ଜିଲାର ଅଧିକାଂଶ ସ୍ଥାନରେ...

ମାଟ୍ରିକ୍‌ ମାର୍କଶିଟ୍‌ ପାଇଁ ଟଙ୍କା ଆଦାୟ ଘଟଣା: ପ୍ରଧାନଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଗୋପ,୨୨।୮(ଡି.ଏନ୍‌.ଏ.): ଗୋପ ବ୍ଲକ ଦିହୁଡା ନୀଳକଣ୍ଠେଶ୍ୱର ନୋଡାଲ ସ୍କୁଲରେ ଶନିବାର ମାଟ୍ରିକ୍‌ ମାର୍କଶିଟ୍‌ ପାଇଁ ଟଙ୍କା ନିଆଯାଇଥିଲା। ଏଥିସହ ୯ମ ଶ୍ରେଣୀ ପିଲାଙ୍କଠାରୁ ନାମ ରେଜିଷ୍ଟ୍ରେଶନ ଫି ଆଦାୟ ହୋଇଥିଲା। ସରକାରୀ ନିୟମ ଉଲ୍ଲଂଘନ ହୋଇଥିବା ନେଇ ଅଭିଭାବକ ଅଭିଯୋଗ...

ଭଜନ ଗାଇଲେ ରାଜ୍ୟପାଳ

ପୁରୀ ଅଫିସ,୨୧।୮: ପୁରୀରେ ଆୟୋଜିତ ଶ୍ରୀମଦ୍‌ ଭାଗବତ କଥା ଜ୍ଞାନଯଜ୍ଞ କାର୍ଯ୍ୟକ୍ରମରେ ଯୋଗଦେଇ ଏକ ସୁନ୍ଦର ଭଜନ ଗାନ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ରାଜ୍ୟପାଳଙ୍କ ଭଜନ ଗାନ ଶୁଣି ଶ୍ରୋତାମାନେ ମୁଗ୍ଧ ହୋଇଯାଇଥିଲେ। ପୁରୀ ଚକ୍ରତୀର୍ଥ ରୋଡ୍‌ସ୍ଥିତ...

ଭିତରକାଠ ଦର୍ଶନରୁ ଭକ୍ତ ବଞ୍ଚିତ

ପୁରୀ ଅଫିସ,୧୯।୮:ଶ୍ରୀମନ୍ଦିରରେ ଭକ୍ତଙ୍କୁ ଭିତରକାଠ ଦର୍ଶନ ମିଳିପାରୁନାହିଁ। ଦୂରଦୂରାନ୍ତରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ସବୁ ସମୟରେ ଭିତରକାଠ ଦର୍ଶନ ପାଉନାହାନ୍ତି। ଫଳରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଉଛି। ସାଧାରଣତଃ ବାହାରକାଠରୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସ୍ପଷ୍ଟ ଭାବେ ଦେଖିବା ସମ୍ଭବପର...

ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ

ପୁରୀ ଅଫିସ, ୧୮ା୮: ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହୋଇଛି। ଶ୍ରୀବିଗ୍ରହମାନଙ୍କ ସନ୍ଧ୍ୟାଧୂପ ବେଶରେ ମହାପ୍ରଭୁ ୬ମୂର୍ତ୍ତି ଅଳଙ୍କାର ଲାଗି ହୋଇଥିଲେ। ପରେ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥିଲା। ପୂଜାପଣ୍ଡା ପଞ୍ଚବର୍ଣ୍ଣ...

ମୁହାଣରୁ ମିଳୁଛି ଔଷଧୀୟ ନୀଳହରିତ ଶୈବାଳ

ପୁରୀ ଅଫିସ,୧୮।୮: କୋଭିଡ୍‌ ସଂକ୍ରମଣ ସମୟରେ ମଣିଷ ଶରୀରରେ ରୋଗ ପ୍ରତିରୋଧକ ଶକ୍ତିର ଅବକ୍ଷୟ ପ୍ରମୁଖ ସ୍ବାସ୍ଥ୍ୟଗତ ସମସ୍ୟା ହୋଇଛି। ସମ୍ପ୍ରତି ସଂକ୍ରମଣ ପୂର୍ବ ଭଳି ଶୀର୍ଷରେ ନ ଥିଲେ ମଧ୍ୟ କରୋନାର ନୂଆ ଭାରିଆଣ୍ଟ ପୁଣି ଥରେ ରୋଗ...

ପୁରୀ ଜିଲାରେ ୨ ଦିନ ସ୍କୁଲ ଛୁଟି

ପୁରୀ ଅଫିସ,୧୭।୮: ବନ୍ୟା ପରିସ୍ଥିତି ପାଇଁ ପୁରୀ ଜିଲାରେ ୨ ଦିନ ଲାଗି ସ୍କୁଲ ଛୁଟି । ୧୭ ତାରିଖ ଏବଂ ୧୮ ତାରିଖ ଦୁଇ ଦିନ ସ୍କୁଲ ଛୁଟି ରହିବ ବୋଲି ଜିଲାପାଳ ସମର୍ଥ ବର୍ମା ଘୋଷଣା କରିଛନ୍ତି।...

ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି ସମ୍ପନ୍ନ

ପୁରୀ ଅଫିସ,୧୭।୮: ଭାଦ୍ରବ କୃଷ୍ଣପକ୍ଷ ପଞ୍ଚମୀତିଥି ମଙ୍ଗଳବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ସୁନା ରାହୁରେଖା ଲାଗି ନୀତି ସମ୍ପନ୍ନ ହୋଇଛି। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି ଅନ୍ୟତମ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ଦଇତାପତି ସେବକମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ରାହୁରେଖା...

ବନ୍ୟାଜଳ ଘେରରେ କଣାସ ଅଞ୍ଚଳବାସୀ

କଣାସ,୧୭ା୮(ସ୍ବ.ପ୍ର.): ରାଜ୍ୟରେ ଲଘୁଚାପଜନିତ ବର୍ଷା ଯୋଗୁ ଅଧିକାଂଶ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଉପରୁ ମୁଣ୍ଡରେ ବନ୍ୟାଜଳ ସମେତ ଲଗାଣ ବର୍ଷା ଯୋଗୁ ପୁରୀ ଜିଲା କଣାସ ବ୍ଲକର ଅଧିକାଂଶ ସ୍ଥାନରେ ଘାଇ ସୃଷ୍ଟି ହୋଇଯାଇଛି। ଫଳରେ ଗ୍ରାମର...

ସମୁଦ୍ରରେ ଭାସିଗଲେ ୨ଯୁବକ: ଜଣେ ଉଦ୍ଧାର, ଅନ୍ୟ ଜଣେ ନିଖୋଜ

ପୁରୀ ଅଫିସ, ୧୫।୮: ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ଯୁବକ ନିଖୋଜ। ନିଖୋଜ ଯୁବକ ହେଉଛନ୍ତି ପଶ୍ଚିମବଙ୍ଗର ରବି ସିଂ। ଆଜି ଅପରାହ୍ନ ୫ଟା ସମୟରେ ରବି ସିଂ ତାଙ୍କର ଅନ୍ୟ ସାଙ୍ଗମାନଙ୍କ ସହ ପୁରୀ ଦିଗବାରେଣୀ ଛକ ନିକଟସ୍ଥ...

ନାଟମଣ୍ଡପ ଉପରକୁ ଚଢ଼ିଗଲେ ଯୁବକ

ପୁରୀ ଅଫିସ,୧୫।୮: ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ନେଇ ପୁଣି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରବିବାର ଶ୍ରୀମନ୍ଦିର ନାଟମଣ୍ଡପ ଉପରିଭାଗ ତଥା ମଝିଦେଉଳ ଉପରକୁ ଜଣେ ଯୁବକ ଚଢ଼ିଯାଇଥିଲେ। ଚୂନରା ସେବାୟତ ଓ ଅଗ୍ନିଶମ ବାହିନୀର ମିଳିତ ଉଦ୍ୟମରେ ତାଙ୍କୁ ଉଦ୍ଧାର...

ମହାପ୍ରଭୁଙ୍କ ସରିଲା ଝୁଲଣ ଯାତ୍ରା

ପୁରୀ ଅଫିସ,୧୪ ।୮: ଶ୍ରାବଣ ଶୁକ୍ଳ ଦଶମୀ ତିଥିରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିବା ଝୁଲଣଯାତ୍ରା ଭାଦ୍ରବ ମାସ କୃଷ୍ଣ ପ୍ରତିପଦା ତିଥି ଶନିବାର ଶେଷ ହୋଇଛି। ପ୍ରତିଦିନ ପରି ଝୁଲଣର ଶେଷ ଦିନରେ ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ପରେ ମହାପ୍ରଭୁଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri