ପୁରୀ

ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା

ପୁରୀ,୧୮ା୮: ପୁରୀ ଜିଲା କୃଷ୍ଣପ୍ରସାଦ ନିକଟ ମଝି ଚିଲିକାରେ ଏକ ଯାତ୍ରୀବାହୀ ଡଙ୍ଗା ରବିବାର ଫସିଯାଇଛି। ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ମହିଁସା ନିକଟରେ ଅଟକି ରହିଛି। ଉକ୍ତ ଡଙ୍ଗାରେ ୪୦ରୁ ଉଦ୍ଧର୍‌ବ ଯାତ୍ରୀ ଥିବା ବେଳେ ପ୍ରାୟ ୨୦ଟି...

ସିଂହଦ୍ୱାର ସମ୍ମୁଖରେ ଭାସିଲା ପେଯ ନଳା ପାଣି

ପୁରୀ,୧୮ା୮(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଶନିବାର ସକାଳ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପେଯ ନଳା ପାଣି ଭାସିଥିଲା, ଯାହାକୁ ନେଇ ସେବାୟତଙ୍କ ଠାରୁ ଆରମ୍ଭ କରି ଭକ୍ତମାନେ ଅସନ୍ତୋଷ...

ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ବଣ୍ଟନ ଯୋଜନା ରହିଛି: ଆଇନ ମନ୍ତ୍ରୀ

ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ବଣ୍ଟନ ଯୋଜନା ରହିଛି: ଆଇନ ମନ୍ତ୍ରୀ ପୁରୀ,୧୭।୮: ପୁରୀରେ ଶ୍ରୀଜଗନ୍ନାଥ ସଂସ୍କୃତିକୁ ନେଇ ଏକ ବ୍ୟାଖ୍ୟାନ କେନ୍ଦ୍ର ଖୋଲିବାକୁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶନିବାର ସୂଚନା ଦେଇଛନ୍ତି। ଏପରିକି ଶ୍ରୀମନ୍ଦିର ନୀତିକାନ୍ତି, ବ୍ୟବସ୍ଥାବଳୀ ଏବଂ...

କାର୍ଯ୍ୟଭାର ଗ୍ରହଣ ପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ନୂଆ ଡିଜିପି

ପୁରୀ,୧୭ା୮: ନୂଆ ପୋଲିସ ଡିଜି ଭାବେ ଓ୍ବାଇ ବି ଖୁରାନିଆ କାର୍ଯ୍ୟଭାର ସମ୍ଭାଳିବା ପରେ ଶନିବାର ସସ୍ତ୍ରୀକ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାରଠାରେ ପହଞ୍ଚିବା ପରେ ପୁରୀ ଏସ୍‌ପି ଏବଂ ଅନ୍ୟାନ୍ୟ ବରିଷ୍ଠ ପୋଲିସ...

୨୦ରେ ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ

ନିମାପଡ଼ା, ୧୭।୮(ବିଚିତ୍ରାନନ୍ଦ ସାହୁ/ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଅଧ୍ୟକ୍ଷା ସସ୍ମିତା ସାହୁଙ୍କ ବିରୋଧରେ ଅନାସ୍ଥା ଭୋଟ ହେବ। ଆସନ୍ତା ୨୦ ତାରିଖରେ ଏହି ଅନାସ୍ଥା ଭୋଟ ହେବ ବୋଲି ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ...

ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବଲିଉଡ ସୁନ୍ଦରୀ ଜୁହି ଚାୱଲା, କହିଲେ ବଡ଼ କଥା

ମହାରାଷ୍ଟ୍ର,୧୬।୮: ପୁରୀ ଆସି ଶ୍ରୀମନ୍ଦିରେ ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି ନବେ ଦଶକର ବଳିଉଡ ସୁନ୍ଦରୀ ତଥା କୋଲକାତା ନାଇଟ ରାଇଡର୍ସର ସହ-ମାଲିକ ଜୁହି ଚାୱଲା । ଇଣ୍ଡିଆନ୍ ପ୍ରିମୀୟର ଲିଗ୍ ରେ କେକେଆରର ଧମାକାଦାର ବିଜୟ ପାଇଁ...

ଶୃଙ୍ଖଳିତ ଦର୍ଶନ ପାଇଁ ଲାଗିବ AI କ୍ୟାମେରା, ଟେଣ୍ଡର ପ୍ରକ୍ରିୟା ଆରମ୍ଭ

ପୁରୀ, ୧୪।୦୮: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଉନ୍ନତ ଜ୍ଞାନ କୌଶଳ ପ୍ରୟୋଗ କରାଯାଇ ଭିଡ଼ ନିୟନ୍ତ୍ରଣ କରାଯିବା ସହିତ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ AI କ୍ୟାମେରା ଲଗାଯିବ। ଶ୍ରୀମନ୍ଦିର ଭିତର...

ବଡ଼ଠାକୁର ରଥ ଉପରେ ପଡ଼ିବା ଘଟଣା: ଭିଡିଓ ଦେଖାଇ ଦେଖାଇ ପଚାରୁଛି …

ପୁରୀ,୧୩।୮: ଚଳିତ ବର୍ଷ ରଥଯାତ୍ରାରେ ଆଡ଼ପ ପହଣ୍ଡି ବେଳେ ବଡ଼ଠାକୁର ରଥ ଉପରେ ପଡ଼ିବା ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଏ ନେଇ ୩ ଜଣିଆ କମିଟି ବଳଭଦ୍ରଙ୍କ ବାଡ଼ଗ୍ରାହୀଙ୍କୁ ଡାକି ପଚରାଉଚରା କରୁଛି। ଦଇତାପତି, ପ୍ରତିହାରୀ, ଖୁଣ୍ଟିଆ ସେବକ...

ନିମାପଡ଼ା ପୌରାଧ୍ୟକ୍ଷାଙ୍କ ନାଁରେ ଅନାସ୍ଥା ପ୍ରସ୍ତାବ

ନିମାପଡ଼ା,୧୨।୮: ନିମାପଡ଼ା ପୌରାଧ୍ୟକ୍ଷା ସସ୍ମିତା ସାହୁଙ୍କ ନାଁରେ ଅନାସ୍ଥା ପ୍ରସ୍ତାବ ଆଗତ ହୋଇଛି। ୮ କାଉନସିଲର ପୁରୀ ଜିଲାପାଳଙ୍କ ଠାରେ ଅନାସ୍ଥା ଆବେଦନ କରିଛନ୍ତି। ପରିଷଦର ମୋଟ ୧୧ କାଉନସିଲରଙ୍କ ମଧ୍ୟରୁ ୮ ଜଣଙ୍କ ଆବେଦନ କରିଥିବା ଜଣାପଡ଼ିଛି। ଏ...

ପୁରୀରେ ପ୍ରବଳ ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ: ଜଣେ ମହିଳାଙ୍କ ଜୀବନ ଗଲା, ୮ ଆହତ

ପୁରୀ,୧୨ା୮: ପୁରୀରେ ସୋମବାର ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ବଜ୍ରପାତ ହୋଇଛି। ଫଳରେ ଜଣେ ମହିଳାଙ୍କ ଜୀବନ ଯାଇଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ଛଇତନା ଭୋଇସାହିରେ ଏହି ବଜ୍ରପାତ ଘଟିଛି। ତେବେ ସମସ୍ତ ଆହତଙ୍କୁ ପୁରୀ ମୁଖ୍ୟ...

ରଥଭଙ୍ଗା ଆରମ୍ଭ: ଜାଣନ୍ତୁ କେତେ ଟଙ୍କାରେ ବିକ୍ରି ହେବ ୩ ଠାକୁରଙ୍କ ରଥଚକ

ପୁରୀ,୧୨ା୮(ଅଜିତ୍‌ କୁମାର ମହାନ୍ତି):ଚଳିତବର୍ଷ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ସରିବା ପରେ ନୀଳାଦ୍ରିବିଜେରେ ୩ ରଥରୁ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରା ଶ୍ରୀମନ୍ଦିର ରତ୍ନସିଂହାସନରେ ବିଜେ କରିଥିଲେ। ସେବେଠୁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ତିନିଟି ରଥ...

ପୁରୀ ସମୁଦ୍ରରେ ବୁଲୁଛି ଯୁଦ୍ଧ ଜାହାଜ, ହାଇ ଆଲର୍ଟ!

ପୁରୀ,୧୧ା୮( ଅଜିତ୍‌ କୁମାର ମହାନ୍ତି): ଏୟାର ଶୋ’ ପରେ ଏବେ ପୁରୀରେ ଅନୁଷ୍ଠିତ ହେବ ନୌସେନା ଦିବସ ବା ନାଭାଲ୍‌ ଡେ। ଆସନ୍ତା ଡିସେମ୍ବର ୪ ତାରିଖରେ ପୁରୀ ସ୍ବର୍ଣ୍ଣାଭ ବେଳାଭୂମିରେ ନୌସେନା ଦିବସ ଅନୁଷ୍ଠିତ ହେବ। ଏହାପୂର୍ବରୁ ନୌସେନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri