ପୁରୀ

କାମରେ ଲାଗୁନି ନୂଆ ନିମାପଡ଼ା ବସ୍‌ଷ୍ଟାଣ୍ଡ

ନିମାପଡ଼ା, ୨୧।୭ (ଡି.ଏନ୍‌.ଏ.): ନିମାପଡ଼ାରେ ନବନିର୍ମିତ ବସ୍‌ଷ୍ଟାଣ୍ଡ କାର୍ଯ୍ୟକ୍ଷମ ହୋଇ ନ ପାରି ଦୀର୍ଘଦିନ ଧରି ଅହେଳିତ ଅବସ୍ଥାରେ ରହିଛି। ଫଳରେ ନୂଆ ବସ୍‌ଷ୍ଟାଣ୍ଡ କାହା ସ୍ବାର୍ଥ ପାଇଁ ନିର୍ମିତ ବୋଲି ନିମାପଡ଼ାବାସୀଙ୍କ ମଧ୍ୟରେ ପ୍ରଶ୍ନ ସୃଷ୍ଟି ହୋଇଛି। ଅଞ୍ଚଳବାସୀଙ୍କ...

ପୁରୀରେ ଭୁଶୁଡ଼ିଲା ନିର୍ମାଣାଧୀନ ଛାତ

ପୁରୀ ଅଫିସ,୨୦।୭: ପୁରୀ ଜିଲା ମଶାଣିଚଣ୍ଡି ନିକଟରେ ବୁଧବାର ଏକ ନିର୍ମାଣାଧୀନ ଘରର ଛାତ ଭୁଶୁଡ଼ି ପଡ଼ିଛି। ଭାଙ୍ଗି ପଡ଼ିଥିବା ଛାତ ତଳେ ୫ ଜଣ ଶ୍ରମିକ ଫସି ରହିଥିଲେ। ସ୍ଥାନୀୟ ଲୋକଙ୍କ ସମେତ ଓଡ୍ରାଫ ବାହିନୀ ଦ୍ୱାରା ଉଦ୍ଧାର...

ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୫ଟାରୁ ରାତି ୧୦ ଯାଏ ଦର୍ଶନ ବନ୍ଦ

ପୁରୀ ଅଫିସ,୨୦।୭: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ସହ ଦ୍ବିତୀୟ ଭୋଗମଣ୍ଡପ ବଢିବା ପରେ ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ...

ତିନିରଥରୁ କଢ଼ାହେଲା କନା, କଳସ

ପୁରୀ ଅଫିସ, ୨୦ା୭: ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ସରିବା ପରେ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ତିନିରଥ ରହିଛି। ନୀଳାଦ୍ରି ବିଜେ ପର ଦିନ ତିନି ରଥରୁ ସାରଥି, ଠେକରା ବାଡ଼ ଓ ପାର୍ଶ୍ୱଦେବଦେବୀଙ୍କୁ କଢ଼ାଯାଇଥିଲା। ଠେକରାବାଡ଼ ଓ ପାର୍ଶ୍ୱଦେବଦେବୀଙ୍କୁ ଶ୍ରୀମନ୍ଦିର କାର୍ଯ୍ୟାଳୟ...

ଟିକା ପଞ୍ଜୀକରଣ ପାଇଁ ଫେକ୍‌ ଲିଙ୍କ୍‌

ଦତ୍ତାତ୍ରେୟ ନାୟକ ପୁରୀ ଅଫିସ, ୨୦ା୭: ରାଜ୍ୟରେ ସମ୍ପ୍ରତି ବୁଷ୍ଟର ଡୋଜ୍‌ ଟିକାକରଣ ଚାଲିଛି। ଟିକା ନେବା ପାଇଁ ଲୋକଙ୍କ ମଧ୍ୟରେ ଧୀରେ ଧୀରେ ଆଗ୍ରହ ପ୍ରକାଶ ପାଉଛି। ଏଥିଲାଗି ଜୁଲାଇ ୧୫ରୁ ଉଭୟ ଅଫ୍‌ଲାଇନ୍‌ ଓ ଅନ୍‌ଲାଇନରେ ନାମ...

ନାଟମଣ୍ଡପରୁ ପାଣି ଗଳୁଛି

ପୁରୀ ଅଫିସ,୧୯।୭:ଚଳିତବର୍ଷର ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ସମୟରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ଚାଲିଥିଲା। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍‌ଆଇ) ପକ୍ଷରୁ ନାଟମଣ୍ଡପ, ଭୋଗମଣ୍ଡପ, ରୋଷଘର ସମେତ ଅନେକ ସ୍ଥାନରେ ମରାମତି କାର୍ଯ୍ୟ କରାଯାଇଥିବା କୁହାଯାଇଥିଲା। ତେବେ ମରାମତିକୁ ଦିନ କେଇଟା...

ଶ୍ରଦ୍ଧାଳୁଙ୍କୁ ଜରିମାନା: ସେବାୟତ,ପୋଲିସଙ୍କୁ ଛାଡ଼

ପୁରୀ ଅଫିସ,୧୭।୭: ଶ୍ରୀମନ୍ଦିର ଭିତରକୁ ସାଧାରଣରେ ମୋବାଇଲ ନେବା ନିଷେଧ ରହିଛି। ଜନସାଧାରଣଙ୍କ ପାଇଁ ଏହି ନିୟମ ଲାଗୁ ଥିବାବେଳେ ସେବାୟତ, ପୋଲିସ ଓ ନିର୍ଦ୍ଦିଷ୍ଟ ଭିଆଇପି ଶ୍ରୀମନ୍ଦିରକୁ ମୋବାଇଲ ନେବାକୁ ନେଇ ଜନଅସନ୍ତୋଷ ପ୍ରକାଶ ପାଇଛି। ତେବେ ଶୁକ୍ରବାର...

ବସ୍ତିରେ ପଶିଲା ବର୍ଷାଜଳ, ଭୁଶୁଡ଼ିଲା କଲେଜ ପାଚେରି

ପିପିଲି, ୧୫ା୭: ପିପିଲି ଅଞ୍ଚଳରେ ଗୁରୁବାର ମୂଷଳ ଧାରାରେ ବର୍ଷା ହୋଇଛି। ଫଳରେ ଏନ୍‌ଏସି ଅନ୍ତର୍ଗତ ୨ ନମ୍ବର୍‌ ୱାର୍ଡର କିଛି ବସ୍ତି ଜଳମଗ୍ନ ହୋଇଥିଲା। ଖବର ପାଇ ଏନ୍‌ଏସି ଅଧ୍ୟକ୍ଷ ସେକ୍‌ ବାବୁ ଓ କାଉନସିଲର୍‌ ଚନ୍ଦନ ସେଠୀ...

ଯାଞ୍ଚ ପ୍ରକ୍ରିୟାରେ ଅବହେଳା ସନ୍ଦେହ

ପୁରୀ ଅଫିସ,୧୫।୭: ଜାଲ୍‌ ପ୍ରମାଣପତ୍ର ଦେଇ ସାମନ୍ତ ଚନ୍ଦ୍ରଶେଖର (ଏସ୍‌ସିଏସ୍‌) ମହାବିଦ୍ୟାଳୟରେ ଆଡ୍‌ମିଶନ କରିଥିବା ୧୧ଜଣ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନକୁ ଉଚ୍ଚଶିକ୍ଷା ବିଭାଗ ଅବୈଧ ଘୋଷଣା କରିବା ପରେ କଲେଜ କର୍ତ୍ତୃପକ୍ଷଙ୍କ ଭୂମିକାକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ସମ୍ପୃକ୍ତ ଛାତ୍ରୀଛାତ୍ରମାନେ...

ପୁଅକୁ ନେବା ପାଇଁ ମନା କଲେ ମା’

ପୁରୀ ଅଫିସ,୧୫ା୭: ପୁରୀ ବେଳାଭୂମିରେ ଗୁରୁବାର ନିଜ ନାବାଳକ ପୁଅକୁ ମା’ ନିର୍ଯାତନା ଦେଉଥିବା ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଲୋକଙ୍କ ହସ୍ତକ୍ଷେପ ପରେ ସମ୍ପୃକ୍ତ ନାବାଳକଙ୍କୁ ଉଦ୍ଧାର କରାଯାଇଛି। ଖବର ପାଇ ଚାଇଲ୍ଡ ହେଲ୍ପ ଲାଇନ୍‌ ଟିମ୍‌ ପହଞ୍ଚି...

ଶ୍ରୀମନ୍ଦିର ସାମ୍ନାରେ ଭିକ୍ଷା ବୃତ୍ତି କରୁଛନ୍ତି ଶିଶୁ

ପୁରୀ ଅଫିସ,୧୪।୭: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ଚାକଚକ୍ୟ ଓ ଶ୍ରଦ୍ଧାଳୁଙ୍କ ପାଇଁ ମୌଳିକ ସୁବିଧା ଭଳି ବ୍ୟବସ୍ଥା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଭକ୍ତମାନେ ପୁରୀ ଆସିଲେ କିଭଳି ଭଲ ଅନୁଭୂତି ନେଇ ଫେରିବେ, ତାହା ଉପରେ...

ଏସ୍‌ସିଏସ୍‌ରେ ମାତିଛନ୍ତି ନକଲି ପ୍ରମାଣପତ୍ର ଦଲାଲ

ପୁରୀ ଅଫିସ,୧୪।୭: ସାମନ୍ତ ଚନ୍ଦ୍ରଶେଖର (ଏସ୍‌ସିଏସ୍‌) ମହାବିଦ୍ୟାଳୟରେ ଜାଲ୍‌ ପ୍ରମାଣପତ୍ର ସହାୟତାରେ ଆଡମିଶନ୍‌ କରାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଏ ନେଇ ଉଚ୍ଚଶିକ୍ଷା ବିଭାଗର ଡେପୁଟି ଡାଇରେକ୍ଟର ରାଜେଶ କୁମାର ସାହୁ ଭୁବନେଶ୍ୱରସ୍ଥିତ ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ୍‌ ସେଣ୍ଟରର ଜେନେରାଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri