ପୁରୀ

ଆରମ୍ଭ ହେଲା ଛେରାପହଁରା

ପୁରୀ ଅଫିସ, ୯ା୭: ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଜନ୍ମବେଦୀରୁ ରତ୍ନବେଦୀକୁ ଫେରୁଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ପୂର୍ବ ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ଏହା ସମାପନ ପରେ ଠାକୁରଙ୍କ ପହଣ୍ଡିବିଜେ ଆରମ୍ଭ ହୋଇଥିଲା।...

ରଥାରୂଢ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୯।୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ଆଜି ଭଉଣୀଙ୍କୁ ଧରି ଶ୍ରୀମନ୍ଦିରକୁ ଫେରିବେ ମହାପ୍ରଭୁ। ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ପରେ ଆରମ୍ଭ ହୋଇଥିଲା ପହଣ୍ଡି ବିଜେ। ପ୍ରଥମେ ସୁଦର୍ଶନ,ବଳଭଦ୍ର,ସୁଭଦ୍ରା ରଥାରୂଢ ହେବା ପରେ ଶେଷରେ ରଥାରୂଢ ହୋଇଛନ୍ତି ପ୍ରଭୁ...

ପହଣ୍ଡି ବିଜେ କରୁଛନ୍ତି କାଳିଆ ସାଆନ୍ତ

ପୁରୀ ଅଫିସ,୯।୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ଭଉଣୀଙ୍କୁ ଧରି ଆଜି ଶ୍ରୀମନ୍ଦିରକୁ ଫେରିବେ ମହାପ୍ରଭୁ। ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ପରେ ଆରମ୍ଭ ହୋଇଥିଲା ପହଣ୍ଡି ବିଜେ। ସୁଦର୍ଶନ,ବଳଭଦ୍ର,ସୁଭଦ୍ରା ରଥାରୂଢ ହେବା ପରେ ଏବେ ପହଣ୍ଡି ବିଜେ କରୁଛନ୍ତି କାଳିଆ...

ଆରମ୍ଭ ହେଲା ପହଣ୍ଡି

ପୁରୀ ଅଫିସ,୯।୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ଭଉଣୀଙ୍କୁ ଧରି ଆଜି ଶ୍ରୀମନ୍ଦିରକୁ ଫେରିବେ ମହାପ୍ରଭୁ। ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ଠାକୁରଙ୍କ ନୀତିକାନ୍ତି ସମାପନ ପରେ ବର୍ତ୍ତମାନ ଆରମ୍ଭ ହୋଇଛି ପହଣ୍ଡି ବିଜେ। ସୁଦର୍ଶନ,ବଳଭଦ୍ର,ସୁଭଦ୍ରାଙ୍କ ପରେ କାଳିଆ...

ମହାପ୍ରଭୁଙ୍କ ପାଇଁ ଗଢ଼ାସରିଛି ଅଧର ହାଣ୍ଡି

ପୁରୀ ଅଫିସ, ୯ା୭: ନବଦିନାତ୍ମକ ଘୋଷଯାତ୍ରାରେ ବାହାରି ଦାରୁଦିଅଁ ଏବେ ଆଡ଼ପମଣ୍ଡପରେ ଲୀଳା କରୁଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଲୀଳାଖେଳା ସାରି ଆଷାଢ଼ ଶୁକ୍ଳ ଦଶମୀ ତିଥି ଶନିବାର ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ। ଏକାଦଶୀ ତିଥିରେ ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ...

ଶ୍ରୀଗୁଣ୍ଡିଚା ମନ୍ଦିରକୁ ଗଲା ୩ ଆଖଡ଼ାର ନିଶାନ

ପୁରୀ ଅଫିସ, ୯ା୭: ଆଷାଢ ଶୁକ୍ଳ ନବମୀ ତିଥିରେ ଶୁକ୍ରବାର ୩ ଆଖଡ଼ାର ନିଶାନ ଶୋଭାଯାତ୍ରା ସମ୍ପନ୍ନ ହୋଇଛି। ବଡ଼ ଆଖଡ଼ା, ହାତୀ ଆଖଡ଼ା ଏବଂ ନିର୍ମାହୀ ଆଖଡ଼ା ପକ୍ଷରୁ ନିଶାନ ସହ ମଠର ମହନ୍ତମାନେ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯାଇ...

ଶ୍ରୀକ୍ଷେତ୍ରରେ ‘ଜଗା ପାଇଁ ଗଛଟିଏ ଲଗା’

ପୁରୀ ଅଫିସ,୯ା୭:ଆଗକୁ କେବଳ ରଥ ନୁହେଁ, ଠାକୁରଙ୍କ ନିର୍ମାଣ ପାଇଁ ବି କାଠ ଅଭାବ ସମସ୍ୟା ଉପୁଜି ପାରେ। ଏଣୁ ଆସନ୍ତୁ ଠାକୁରଙ୍କ ପାଇଁ ଗଛଟିଏ ଲଗାଇବା। ଏପରି ସ୍ଲୋଗାନ ସହ ପବିତ୍ର ଶରଧାବାଲିର ତିନିରଥ ସମ୍ମୁଖରୁ ଆରମ୍ଭ ହୋଇଛି...

ରଥ ଛୁଇଁପାରିଲେନି ଭକ୍ତ

ପୁରୀ ଅଫିସ,୯।୭: ମହାପ୍ରଭୁ ରଥରୁ ଓହ୍ଲାଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିବା ପରେ ସିଂହଦ୍ୱାର ସମ୍ମୁଖରେ ତିନି ରଥ ଦଣ୍ଡାୟମାନ ହୋଇ ରୁହେ। ଅନେକ ଭକ୍ତ ମହାପ୍ରଭୁଙ୍କ ରଥକୁ ସ୍ପର୍ଶ କରିବାର ଇଚ୍ଛା ନେଇ ଶ୍ରୀକ୍ଷେତ୍ର ଆସନ୍ତି। ସେହିଭଳି ମହାପ୍ରଭୁ...

ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନରୁ ବଞ୍ଚିତ ହେଲେ ସହସ୍ରାଧିକ ଶ୍ରଦ୍ଧାଳୁ

ପୁରୀ ଅଫିସ,୮।୭: ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନରୁ ଶୁକ୍ରବାର ବଞ୍ଚିତ ହୋଇଛନ୍ତି ସହସ୍ରାଧିକ ଶ୍ରଦ୍ଧାଳୁ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆଳରେ ଦର୍ଶନ ବ୍ୟବସ୍ଥାକୁ ବନ୍ଦ କରିଦିଆଯିବାରୁ ଭକ୍ତମାନେ ପ୍ରଶାସନକୁ ସମାଲୋଚନା...

ଶ୍ରୀଗୁଣ୍ଡିଚା ମନ୍ଦିର ଭିତର ଫଟୋ ଭାଇରାଲ

ପୁରୀ ଅଫିସ,୮।୭: ପୁଣି ଶ୍ରୀଗୁଣ୍ଡିଚା ମନ୍ଦିର ଭିତର ଫଟୋ ଭାଇରାଲ ହୋଇଛି। ଜଣେ ବଙ୍ଗୀୟ ପର୍ଯ୍ୟଟକ ଏହି ଫଟୋ ଭାଇରାଲ କରିଥିବା ଚର୍ଚ୍ଚା ହେଉଛି । ଶୁକ୍ରବାର ସା ଦର୍ଶନ ଥିବାରୁ କଡ଼ା ସୁରକ୍ଷା ମଧ୍ୟରେ ଶ୍ରୀଗୁଣ୍ଡିଚା ମନ୍ଦିର ରହିଛି...

ରାତି ପାହିଲେ ବାହୁଡ଼ା ଯାତ୍ରା, ରତ୍ନବେଦୀକୁ ବାହୁଡିବେ ମହାପ୍ରଭୁ

ପୁରୀ ଅଫିସ,୮।୭: ରାତି ପାହିଲେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ମହାପ୍ରଭୁ ଜନ୍ମବେଦୀ ଛାଡି ରତ୍ନବେଦୀକୁ ବାହୁଡିବେ। ଶୁକ୍ରବାର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ଶେଷ ହୋଇଛି । ସନ୍ଧ୍ୟାଦର୍ଶନ ଲାଗି ଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ...

ଦୁଇ ଦିନରେ ଶେଷ ହେବ ରୂପା ଛାଉଣୀ କାର୍ଯ୍ୟ

ପୁରୀ ଅଫିସ,୮।୭: ଶ୍ରୀମନ୍ଦିରର ସମସ୍ତ ଦ୍ୱାର ରୂପା ଛାଉଣୀ କରାଯିବ। ପ୍ରସ୍ତାବିତ ଏହି କାର୍ଯ୍ୟ ଆସନ୍ତା ୧୦ ତାରିଖ ମଧ୍ୟରେ ଶେଷ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଥିବାରୁ କଳାହାଟ ଦ୍ୱାରର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri