ପୁରୀ

ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ, ଅପରାହ୍ନରୁ ଦର୍ଶନ ବନ୍ଦ

ପୁରୀ ଅଫିସ,୮।୭: ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଓ ଶନିବାର ବାହୁଡ଼ା ଯାତ୍ରା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଉଛି । ହେଲେ ସା ଦର୍ଶନ ସନ୍ଧ୍ୟାରେ ନ ହୋଇ ଅପରାହ୍ନ ୪ଟା ସୁଦ୍ଧା ଶେଷ ହେବ ବୋଲି...

ରତ୍ନଭଣ୍ଡାର ଖୋଲିବାକୁ ତେଜୁଛି ଦାବି

ପୁରୀ ଅଫିସ,୮।୭: ଶ୍ରୀମନ୍ଦିରର ରତ୍ନଭଣ୍ଡାର ସୁରକ୍ଷାକୁ ନେଇ ମହାରାଜା ଗଜପତି ଦିବ୍ୟସିଂହ ଦେବ ପ୍ରଶ୍ନ ଉଠାଇବା ପରେ ବିଭିନ୍ନ ମହଲରେ ଏହାକୁ ନେଇ କ୍ଷୋଭ ବଢ଼ିଛି। ସବୁ ବର୍ଗର ଲୋକେ ଗଜପତିଙ୍କ ସହ ସ୍ବର ମିଳାଉଛନ୍ତି। ବିରୋଧୀ ନେତାଙ୍କଠାରୁ ଆରମ୍ଭ...

ଶୁକ୍ରବାର ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ

ପୁରୀ ଅଫିସ,୭।୭: ଶୁକ୍ରବାର ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ। ହେଲେ ସନ୍ଧ୍ୟା ଦର୍ଶନ ସନ୍ଧ୍ୟାରେ ନ ହୋଇ ଅପରାହ୍ନ ୪ଟା ସୁଦ୍ଧା ଶେଷ ହେବ ବୋଲି ପ୍ରଶାସନ ଘୋଷଣା ପକ୍ଷରୁ କରାଯାଇଛି। ତେଣୁ ଅପରାହ୍ନ ୪ଟାରୁ ଭକ୍ତ ଆଉ ମହାପ୍ରଭୁଙ୍କ ଦର୍ଶନ...

ଭିଜିଲାନ୍ସ ଜାଲରେ ସୁପରଭାଇଜର

ପୁରୀ ଅଫିସ,୭ା୭: ପୁରୀ ଡିଆଇସି ଅଫିସରେ କାର୍ଯ୍ୟରତ ସୁପରଭାଇଜର ନାରାୟଣ ପଟ୍ଟନାୟକ ଗୁରୁବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଖଦି ଓ ଗ୍ରାମ ଉଦ୍ୟୋଗ ବିଭାଗର ସୁପରଭାଇଜର ଭାବେ କାର୍ଯ୍ୟରତ ନାରାୟଣ ରତ୍ନାକର ସାହୁଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା...

ଦକ୍ଷିଣ ମୋଡ଼ ନେଲେ ତିନି ରଥ

ପୁରୀ ଅଫିସ,୬।୭: ଦକ୍ଷିଣମୋଡ଼ କରାଗଲା ତିନି ରଥ। ମଙ୍ଗଳବାର ହେରାପଞ୍ଚମୀ ନୀତି ସମାପ୍ତ ପରେ ବୁଧବାରଠାରୁ ବାହୁଡାଯାତ୍ରା ପାଇଁ ଆରମ୍ଭ ହେବ ପ୍ରସ୍ତୁତି। ପ୍ରଥା ଓ ପରମ୍ପରା ଅନୁଯାୟୀ ହେରାପଞ୍ଚମୀ ପରଦିନ ଅର୍ଥାତ ଆଜି ତିନି ରଥକୁ ଦକ୍ଷିଣମୋଡ଼ କରାଯାଇଛି।...

ବାହୁଡ଼ାଯାତ୍ରା ନୀତି ପାଇଁ ପ୍ରଶାସନର ପ୍ରସ୍ତୁତି

ପୁରୀ ଅଫିସ,୬।୭: ବାହୁଡ଼ାଯାତ୍ରା ନୀତି ସଅଳ କରିବା ପାଇଁ ମଙ୍ଗଳବାର ଦଇତାପତି ନିଯୋଗ ସହ ଜିଲାପାଳଙ୍କ ବୈଠକ ହୋଇଛି। ଜୁଲାଇ ୮ ସା ଦର୍ଶନ ଦିନ ଅପରାହ୍ନ ୪ରୁ ଭକ୍ତଙ୍କ ଦର୍ଶନ ବନ୍ଦ ରହିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ସେହିପରି...

ଆଜି ଦକ୍ଷିଣ ମୋଡ଼ ନେବେ ତିନି ରଥ

ପୁରୀ ଅଫିସ,୬।୭: ମଙ୍ଗଳବାର ହେରାପଞ୍ଚମୀ ଅନୁଷ୍ଠିତ ହୋଇଯାଇଛି। ଏହା ପରେ ମହାପ୍ରଭୁ ଶ୍ରୀମନ୍ଦିରକୁ ଯିବା ପାଇଁ ପ୍ରସ୍ତୁତ ହେବେ। ଏଥିପାଇଁ ବୁଧବାର ତିନିରଥ ଦକ୍ଷିଣ ମୋଡ଼ ନେବେ। ତିନି ଦିଅଁଙ୍କ ଶ୍ରୀଅଙ୍ଗରୁ ତିନିଖଣ୍ଡ ଆଜ୍ଞାମାଳ ସକାଳ ଧୂପ ପରେ ଦକ୍ଷିଣ...

ନନ୍ଦିଘୋଷ ରଥ ଭାଙ୍ଗିଲେ ମହାଲକ୍ଷ୍ମୀ

ପୁରୀ ଅଫିସ, ୬ା୭: ଘୋଷଯାତ୍ରାର ଏକ ଅନନ୍ୟ ନୀତି ହେଉଛି ହେରାପଞ୍ଚମୀ। ମଙ୍ଗଳବାର ଶ୍ରୀଗୁଣ୍ଡିଚା ମନ୍ଦିରରେ ହେରା ପଞ୍ଚମୀ ନୀତି ସମ୍ପନ୍ନ ହୋଇଛି। ଏଥିଲାଗି ଶ୍ରୀମନ୍ଦିର ଏବଂ ଶ୍ରୀଗୁଣ୍ଡିଚା ମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହୋଇଥିବାବେଳେ ଅଭିମାନିନୀ ମହାଲକ୍ଷ୍ମୀ ମହାପ୍ରଭୁଙ୍କ...

ଆଜି ହେରା ପଞ୍ଚମୀ, ରଥ ଚକ ଭାଙ୍ଗିବେ ମହାଲକ୍ଷ୍ମୀ

ପୁରୀ ଅଫିସ, ୫।୭: ଆଜି ହେରା ପଞ୍ଚମୀ। ଆଜି ସନ୍ଧ୍ୟାରେ ମହାଲକ୍ଷ୍ମୀ ଏକ ସ୍ବତନ୍ତ୍ର ବିମାନରେ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିରକୁ ଯିବେ। ଠାକୁର ଜନ୍ମବେଦୀକୁ ଆସିବା ବେଳେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନ ଥିବାରୁ ମା’ ଅଭିମାନ କରିଛନ୍ତି।...

ତାଳଧ୍ୱଜ, ଦର୍ପଦଳନ ରଥ ଚକରେ ଫାଟ

ପୁରୀ ଅଫିସ,୫।୭:ରଥଯାତ୍ରା ପୂର୍ବରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଚକରେ ଫାଟ ହୋଇଥିଲା। ଏବେ ବାହୁଡ଼ା ଯାତ୍ରା ପୂର୍ବରୁ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଚକରେ ଫାଟ ଦେଖିବାକୁ ମିଳିଛି। ତାଳଧ୍ୱଜ ରଥର ପଡ଼ିନାହାକା...

‘ଜଗନ୍ନାଥ ବନ ପ୍ରକଳ୍ପର ପୁନରୁଦ୍ଧାର ଜରୁରୀ’

ପୁରୀ ଅଫିସ,୫।୭:ରଥ ନିର୍ମାଣରେ ଲାଗୁଥିବା କାଠର ଅଭାବୀ ସ୍ଥିତି ସମସ୍ୟା ବଢ଼ାଉଛି। ପ୍ରତିବର୍ଷ ଶ୍ରୀଜୀଉଙ୍କ ପାଇଁ ନୂଆ ରଥ ନିର୍ମାଣ ହେଉଛି। ଫାସୀ, ଅସନ ଓ ଧଉରା କାଠ ପର୍ଯ୍ୟାପ୍ତ ପରିମାଣରେ ଆବଶ୍ୟକ ପଡ଼ୁଛି। ଧୀରେ ଧୀରେ ଏସବୁ କାଠ...

ତାଳଧ୍ୱଜ ଓ ଦର୍ପଦଳନ ରଥ ଚକରେ ଫାଟ

ପୁରୀ ଅଫିସ,୪।୭: ତାଳଧ୍ୱଜ ଓ ଦର୍ପଦଳନ ରଥ ଚକରେ ଫାଟ। ସୋମବାର ରଥର ଦକ୍ଷିଣମୋଡ଼ ପୂର୍ବରୁ ଯାଞ୍ଚ ପ୍ରକ୍ରିୟା ଚାଲିଥିବା ବେଳେ ଫାଟ ସମ୍ପର୍କରେ ଜଣାପଡ଼ିଛି । ତାଳଧ୍ୱଜ ରଥର ପଡ଼ିନାହାକା ଚକରେ ଫାଟ ଦେଖାଦେଇଥିବା ବେଳେ ଦର୍ପଦଳନର ବଡ଼ଉଛୁଳା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri