ପୁରୀ

ମହାପ୍ରଭୁଙ୍କ ବ୍ୟଙ୍ଗଚିତ୍ର ଭାଇରାଲ

ପୁରୀ ଅଫିସ ୨୧।୬:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ସୋସିଆଲ ମିଡିଆରେ ବ୍ୟଙ୍ଗଚିତ୍ର ଭାଇରଲ ହୋଇଛି। ଅଣସର ନୀତି ଅବସରରେ ପଞ୍ଜାବ ଲୁଧିଆନାର ଇସ୍କନ ସଂସ୍ଥା ପକ୍ଷରୁ ଏହି ବ୍ୟଙ୍ଗଚିତ୍ର ପୋଷ୍ଟ କରାଯାଇଛି। ଏକ ଫଟୋରେ ମହାପ୍ରଭୁ ଥର୍ମୋମିଟର ପାଟିରେ ଦେଇଥିବା ଏବଂ...

ମହାପ୍ରଭୁଙ୍କ ସେବାରେ କୁନି ଦଇତା ସେବକ ସର୍ବାଙ୍ଗ

ପୁରୀ ଅଫିସ, ୨୧ା୬:ମହାପ୍ରଭୁଙ୍କ ସେବାରେ ସୋମବାର କୁନି ଦଇତାପତି ସେବକ ସର୍ବାଙ୍ଗ ଦାସମହାପାତ୍ର ସାମିଲ ହୋଇଛନ୍ତି। ସେ ଅଣସର ତାଟି ଘରେ ପ୍ରବେଶ କରିବା ସହ ଶ୍ରୀବିଗ୍ରହଙ୍କ ସେବା ପୂଜାରେ ଆନୁଷ୍ଠାନିକ ଭାବେ ଯୋଗଦାନ କରିଛନ୍ତି। ତାଙ୍କର ବୟସ ଏବେ...

ଅଣସରରେ ଲାଗିହୁଏନି ରନ୍ଧାଭୋଗ

ପୁରୀ ଅଫିସ,୨୦ା୬: ଅଣସରରେ ଏବେ ଚତୁର୍ଦ୍ଧାବିଗ୍ରହ। ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ପ୍ରତ୍ୟକ୍ଷ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଚାଲିଛି ଗୁପ୍ତ ସେବା। ମହାପ୍ରଭୁଙ୍କ ସେବାରେ ଲାଗିଛନ୍ତି ଦଇତାପତି ସେବକ। ତେବେ ଏହି...

ଚଳିତ ଦଶନ୍ଧିରେ ବନ ପ୍ରକଳ୍ପରୁ ମିଳିବନି ଫାସି କାଠ

ପୁରୀ ଅଫିସ,୨୦।୬: ବିଶ୍ୱପ୍ରସିଦ୍ଧ ପୁରୀ ଘୋଷଯାତ୍ରା ନିମନ୍ତେ ରଥ ନିର୍ମାଣ ଲାଗି ପ୍ରତିବର୍ଷ ପ୍ରାୟ ୯ଶହ ଗଛର କାଠ ଦରକାର ହେଉଛି। ଭଲ କାଠ ପାଇଁ ପାଖାପାଖି ୧୨ଶହ ଗଛ କାଟିବାକୁ ପଡ଼ୁଛି। ଏଣୁ ଶ୍ରୀଜଗନ୍ନାଥ ବନ ପ୍ରକଳ୍ପରୁ ଫାସିକାଠ...

ରଥଖଳା ଚଳଚଞ୍ଚଳ, ଲାଗିଲା କଇଁଚି

ପୁରୀ ଅଫିସ,୧୯।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ବଡ଼ପୋଟଳ ଉଠିବା ପରେ ଶନିବାର ତିନି ରଥରେ କଇଁଚି ବାଡ଼ିଆ ହୋଇଛି ।...

ମହାପ୍ରଭୁ ଅଲାରନାଥଙ୍କ ଅନବସର ଦର୍ଶନକୁ ୫ ଦିନ, ସକାଳୁ ଭକ୍ତଙ୍କ ଲମ୍ବା ଲାଇନ୍‌

ବ୍ରହ୍ମଗିରି,୧୯।୬(ଡି.ଏନ୍‌.ଏ.): ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ଅନବସର ଦର୍ଶନ ରବିବାର ପଞ୍ଚମ ଦିନରେ ପହଞ୍ଚିଛି । ବ୍ରହ୍ମଗିରିର ଅଲାରନାଥ ପୀଠରେ ଶଙ୍ଖ ଚକ୍ର ଗଦା ପଦ୍ମ ଧାରୀ ଚତୁର୍ଭୁଜ ନାରାୟଣଙ୍କୁ ଦର୍ଶନ କରିବାକୁ ଭକ୍ତଙ୍କ ପ୍ରବଳ ଭିଡ ଦେଖିବାକୁ ମିଳୁଛି। ମହାପ୍ରଭୁ...

ଜହ୍ନିକୁଦାରୁ ସାତପଡ଼ା ଜଳଯାତ୍ରା ବନ୍ଦ

କୃଷ୍ଣପ୍ରସାଦ,୧୯।୬(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ତିତିପ ଏବଂ ଆଳୁପାଟଣା ଗଁା ମଧ୍ୟରେ ରହିଥିବା ବିବାଦ ବଢ଼ିବାରେ ଲାଗିଛି। ଗତ ଗୁରୁବାର ୩୫ ମୌଜା କମିଟି ସମ୍ପାଦକଙ୍କୁ ଆଳୁପାଟଣା ଗ୍ରାମର କେତେଜଣ ଯୁବକ ସାତପଡ଼ାରେ ମାଡ଼ ମାରିଥିଲେ। ଏହାର...

ରଥଯାତ୍ରା ଦାୟିତ୍ୱରେ ୮୧ ମାଜିଷ୍ଟ୍ରେଟ୍‌

ପୁରୀ ଅଫିସ,୧୯।୬: ରଥଯାତ୍ରା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତିଶୃଙ୍ଖଳା ରକ୍ଷା ସହ ସୁଚାରୁରୂପେ ରଥଯାତ୍ରା ସମ୍ପନ୍ନ କରାଇବାକୁ ୮୧ଜଣ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ରହିବେ। ଏମାନେ ଜୁନ୍‌ ୨୯ରୁ ଜୁଲାଇ ୧୩ ପର୍ଯ୍ୟନ୍ତ ପୁରୀରେ ରହି କାର୍ଯ୍ୟ କରିବେ। ସେହିପରି...

ଆଜି ମହାପ୍ରଭୁଙ୍କୁ ଲାଗି ହେବ ଫୁଲୁରି ତେଲ

ପୁରୀ ଅଫିସ, ୧୯।୬- ସ୍ନାନପୂର୍ଣ୍ଣିମାରେ ୧୦୮ ଗଡୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହ। ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଶ୍ରୀବିଗ୍ରହଙ୍କ ସେବାରେ ଲାଗିପଡ଼ିଛନ୍ତି। ଗୃହରେ ଦାରୁଦିଅଁଙ୍କ ଶ୍ରୀଅଙ୍ଗରେ ରବିବାର ଫୁଲୁରି ତେଲ...

କରୋନା ଲକ୍ଷଣ ଥିଲେ ରଥଯାତ୍ରା ମନା

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶନିବାର ସ୍ବତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଉନ୍ନୟନ କମିଶନର ପ୍ରଦୀପ ଜେନା କରୋନା ଲକ୍ଷଣ ଥିଲେ କେହି ରଥଯାତ୍ରା ଦେଖିବାକୁ ଆସନ୍ତୁ ନାହିଁ ନିବେଦନ କରିଛନ୍ତି। ଆଜି ପୁରୀ...

‘ସମସ୍ତ ବିଭାଗ ସଜାଗ ରୁହନ୍ତୁ’

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା କିପରି ଶୃଙ୍ଖଳିତ ଭାବରେ କରାଯିବ ସେନେଇ ଯୁଦ୍ଧକାଳୀନ ଭିତ୍ତିରେ ପ୍ରଶାସନ ଜୋରଦାର ପ୍ରୟାସ ଚଳାଇଛି। ଏଥିପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଶନିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମହାପ୍ରଭୁ ଶ୍ରୀ...

ରଥ ଯାତ୍ରା ପାଇଁ ଜନସାଧାରଣଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୮।୬: ଶାନ୍ତି ଶୃଙ୍ଖଳାରେ ରଥଯାତ୍ରା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚାଲିଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କ ସହଯୋଗ ଲୋଡ଼ିଛନ୍ତି। କରୋନା ପରେ ପ୍ରଥମ ଥର ପାଇଁ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବ । ଏହାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri