ପୁରୀ

ସ୍ନାନବେଦୀରେ ଶ୍ରୀଜୀଉ

ପୁରୀ ଅଫିସ,୧୪ା୬: ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ହେଉଛି ସ୍ନାନଯାତ୍ରା। ଏନେଇ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ନୀତିକାନ୍ତି ନିର୍ଘଣ୍ଟ ଅନୁଯାୟୀ, ମଙ୍ଗଳବାର ଭୋର ୩ଟା ୩୦ରେ ମଙ୍ଗଳାର୍ପଣ କରାଯାଇଥିଲା। ପରେ ଶ୍ରୀଜୀଉଙ୍କ ପହଣ୍ଡି ନୀତିି ଆରମ୍ଭ ହୋଇଥିଲା। ପ୍ରଥମେ...

ରାତି ପାହିଲେ ଦେବସ୍ନାନ ପୂର୍ଣ୍ଣିମା, ଭୋର୍‌ ୪ଟାରୁ ୬ଟା ମଧ୍ୟରେ ପହଣ୍ଡି

ପୁରୀ ଅଫିସ,୧୩।୬: ରାତି ପାହିଲେ ଦେବସ୍ନାନ ପୂର୍ଣ୍ଣିମା। ଗତ ୨ ବର୍ଷ ପରେ ଗଜାନନ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦେଖିବା ପାଇଁ ଲକ୍ଷାଧିକ ଭକ୍ତ ସମାଗମ ହେବେ। ମଙ୍ଗଳବାର ଭୋର୍‌ ୪ଟାରୁ ୬ ମଧ୍ୟରେ ପହଣ୍ଡି...

ସ୍ନାନଯାତ୍ରାରେ ମୁତୟନ ହେବେ ୫୨ ପ୍ଲାଟୁନ୍‌ ପୋଲିସ ଫୋର୍ସ

ପୁରୀ ଅଫିସ,୧୩।୬: ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇସାରିଛି। ତେବେ ସ୍ନାନଯାତ୍ରାରେ ଭିଡ଼କୁ ଦୃଷ୍ଟିରେ ରଖିପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୫୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ସହ ୩ କମାଣ୍ଡାଣ୍ଟ, ୧୧ ଅତିରିକ୍ତ ଏସ୍‌ପି,...

ଆଜି ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୩ା୬:  ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ମହାପ୍ରଭୁଙ୍କ ଅଣସର ନୀତି ଆରମ୍ଭ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ସେବକ ଦଇତାପତି ସେବକମାନେ ଏହି ଅଣସର ଗୁପ୍ତ ନୀତିକୁ ସମ୍ପାଦନ...

ଭାଜପାରୁ କୌଶଲ୍ୟାଗଙ୍ଗ ମଣ୍ଡଳ ସଭାପତିଙ୍କ ଇସ୍ତଫା

ପିପିଲି,୧୩ା୬(ଡି.ଏନ୍‌.ଏ.): ପୁରୀ ଜିଲା ପିପିଲି ବ୍ଲକ କୌଶଲ୍ୟାଗଙ୍ଗ ଭାଜପା ମଣ୍ଡଳ ସଭାପତି ପର୍ଶୁରାମ ମହାପାତ୍ର ପ୍ରାଥମିକ ସଦସ୍ୟ ଓ ମଣ୍ଡଳ ସଭାପତି ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ସେ ରବିବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ ତାଙ୍କ...

ସମୁଦ୍ରରେ ଭାସିଗଲେ ଯୁବକ

ପୁରୀ ଅଫିସ,୧୨ା୬: ଗାଧୋଉଥିବା ବେଳେ ସମୁଦ୍ରରେ ଭାସି ଯାଇଛନ୍ତି ଜଣେ ଯୁବକ। ନିଖୋଜ ଯୁବକ ହେଉଛନ୍ତି ପଶ୍ଚିମବଙ୍ଗ ଚବିଶ ପ୍ରଗଣାର ଉଜ୍ବଳ ଦାସ। ଲାଇଫ୍‌ ଗାର୍ଡଙ୍କ ଦ୍ୱାରା ଏବେବି ଉଦ୍ଧାର କାର୍ଯ୍ୟ ଜାରିରହିଛି। ଖବର ଅନୁଯାୟୀ, ରବିବାର ସକାଳେ ଉଜ୍ବଳ...

ରଥଯାତ୍ରା ପାଇଁ ପାର୍କିଂ ଟେଣ୍ଡରରେ ପାତରଅନ୍ତର

ପୁରୀ ଅଫିସ,୧୨।୬: ରଥଯାତ୍ରା ପାଇଁ ପାର୍କିଂ, ଜୋତାଷ୍ଟାଣ୍ଡ ଓ ଉଠା ଦୋକାନୀଙ୍କଠାରୁ ଶୁଳ୍କ ଆଦାୟ କରିବା ପାଇଁ ପୁରୀ ମ୍ୟୁନିସିପାଲିଟି ଟେଣ୍ଡର ବିଜ୍ଞପ୍ତି ପ୍ରକାଶ କରିଛି। ତେବେ ଟେଣ୍ଡର ଡକାଯିବା ପୂର୍ବରୁ ମ୍ୟୁନିସିପାଲିଟି କର୍ତ୍ତୃପକ୍ଷ ପାତରଅନ୍ତର କରି ଟେଣ୍ଡର ବାଣ୍ଟୁଥିବା...

ଦେବସ୍ନାନ ପୂର୍ଣ୍ଣିମା: ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ପୁରୀ ଅଫିସ,୧୧।୬: ଦେବସ୍ନାନ ପୂର୍ଣ୍ଣିମାକୁ ଆଉ ମାତ୍ର ଦୁଇ ଦିନ । ପାଗ ଅନୁକୂଳ ଯୋଗୁ ସ୍ନାନ ପୂର୍ଣ୍ଣିମା ଅଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ମାର୍କେଟ ଛକରୁ ଶ୍ରୀମନ୍ଦିର...

ନାଟମଣ୍ଡମ ବିମ୍‌ରେ ଫାଟ

ପୁରୀ ଅଫିସ, ୧୧।୬: ଗୁଣ୍ଡିଚା ମନ୍ଦିର ନାଟମଣ୍ଡପ ଛାତକୁ ଧରି ରଖିଥିବା କଲମ କାପିଟାଲ ବିମ୍‌ରେ ଫାଟ ସୃଷ୍ଟି ହୋଇଛି । ନାଟମଣ୍ଡପ ମରାମତି ପର୍ଯ୍ୟାୟରେ ଛାତରୁ ଚୂନ ଛଡ଼ାଯିବା ପରେ ଏହି ଫାଟଗୁଡ଼ିକ ଦେଖିବାକୁ ମିଳିଥିଲା। ଗୁଣ୍ଡିଚା ମନ୍ଦିର...

ଆଜି ରୁକ୍ମଣୀଙ୍କୁ ବିବାହ କରିବେ ମହାପ୍ରଭୁ

ପୁରୀ ଅଫିସ,୧୧।୬: ଶ୍ରୀମନ୍ଦିରରେ ରୁକ୍କଣୀ ହରଣ ଏକାଦଶୀ ନୀତି ଶନିବାର ଅନୁଷ୍ଠିତ ହେବ। ଆଜି ରୁକ୍ମଣୀଙ୍କୁ ବିବାହ କରିବେ ମହାପ୍ରଭୁ । ଏଥିଲାଗି ସ୍ବତନ୍ତ୍ର ନୀତି ପ୍ରସ୍ତୁତ କରାଯାଇଛି। ଶ୍ରୀମନ୍ଦିର ସିଂହଦ୍ବାରକୁ ସଜ୍ଜା ଯାଇଛି । ଗତକାଲି ମହାପ୍ରଭୁଙ୍କର ରାଜେନ୍ଦ୍ରାଭିଷେକ...

ବେଶ ଆଗରେ ରହିବେନି ସେବାୟତ

ପୁରୀ ଅଫିସ,୧୧ା୬: ସ୍ନାନଯାତ୍ରାଠାରୁ ସୁନାବେଶ ପର୍ଯ୍ୟନ୍ତ ସମସ୍ତ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ଶୁକ୍ରବାର ଦଇତାପତି ନିଯୋଗ ସହ ଶ୍ରୀମନ୍ଦିର ପ୍ରଶାସନ ଏବଂ ପରିଚାଳନା କମିଟି ଆଲୋଚନା କରିଛି। ରଥ ଉପରକୁ ମୋବାଇଲ ଫୋନ୍‌ ନେବା ବାରଣଠାରୁ ଆରମ୍ଭ କରି...

ରଥଖଳା ଚଳଚଞ୍ଚଳ: ଉଠିଲା ଚାରି ନାହାକା

ପୁରୀ ଅଫିସ,୧୦।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ଗୁରୁବାର ରଥର ଦଣ୍ଡା ଉପରେ କଣ୍ଟା ବାଡ଼ିଆ ପରେ ଗରଗରା ଓ ପୋଲଗୟଳ ପଡିଥିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri