ପୁରୀ

ଦୋଷ ଢାଙ୍କିଲେ ଅବକାରୀ ଅଧୀକ୍ଷକ

ପୁରୀ ଅଫିସ,୭ା୬:ପୁରୀ ଜିଲା ଅବକାରୀ ବିଭାଗର ମୋବାଇଲ ସ୍କ୍ବାଡ୍‌ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ଉଭୟ ପୁରୀ ପୋଲିସ ଓ ଜିଲା ଅବକାରୀ ଅଧୀକ୍ଷକଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିବା ପରେ ଏହି ଦୁଇ ବିଭାଗର ଭୂମିକା ସନ୍ଦେହ ଘେରକୁ...

ସବୁ ଅଟୋ ପଛରେ ଲାଗିବ ଦର ସାରଣୀ

ପୁରୀ ଅଫିସ,୬।୬: ଅଟୋରେ ଲାଗିବ ଦର ତାଲିକା। ଅଟୋ ଚାଳକମାନେ ମନମୁତାବକ ଦର ନେଇପାରିବେ ନାହିଁ। ଗୋଟିଏ ସ୍ଥାନରୁ ଅନ୍ୟ ଏକ ସ୍ଥାନକୁ ଭିନ୍ନ ଭିନ୍ନ ଅଟୋ ଚାଳକ ଭିନ୍ନ ଭିନ୍ନ ଦର ନେଉଥିବା ବେଳେ ଯାତ୍ରୀମାନେ ଶୋଷଣର ଶିକାର...

ମହୋଦଧିରେ ଶ୍ରୀଶ୍ରୀ ଦାଦାଙ୍କ ଅସ୍ଥି ବିସର୍ଜନ

ପୁରୀ ଅଫିସ,୫ା୬:  ମହୋଦଧିରେ ରବିବାର ‘ସତ୍‌ସଙ୍ଗ’ର ପୂର୍ବତନ ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦା(ଅଶୋକ ଚକ୍ରବର୍ତ୍ତୀ)ଙ୍କ ଅସ୍ଥି ବିସର୍ଜନ ତାଙ୍କର କନିଷ୍ଠପୁତ୍ର ଅନିନ୍ଦ୍ୟଦ୍ୟୁତି ଚକ୍ରବର୍ତ୍ତୀ (ପୂଜ୍ୟପାଦ ବିଙ୍କିଦା)ଙ୍କ ଦ୍ବାରା ଶାସ୍ତ୍ରୀୟ ବିଧିବିଧାନ ଅନୁସାରେ ସମ୍ପନ୍ନ ହୋଇଛି। ଏହି ଉପଲକ୍ଷେ ପୁରୀସ୍ଥିତ ସତ୍‌ସଙ୍ଗ...

ରଥଖଳା ଚଳଚଞ୍ଚଳ, କାମରେ ଲାଗିପଡ଼ିଛନ୍ତି ମହାରଣା ସେବାୟତ

ପୁରୀ ଅଫିସ,୫।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ରଥ ଦଣ୍ଡାର ଫ୍ରେମ ପ୍ରସ୍ତୁତି ସରିଛି । ଶନିବାର ଦଣ୍ଡାରେ ଆଗ-ପଛ ମୁହାଁଟି...

ବୀରଗୋବିନ୍ଦପୁରର ଉନ୍ନତି ପାଇଁ ୨.୪୦ କୋଟି

ସାକ୍ଷୀଗୋପାଳ,୪ା୬(ଡି.ଏନ୍‌.ଏ.): କେନ୍ଦ୍ରରେ ମୋଦି ସରକାରଙ୍କ ଅଷ୍ଟମ ବର୍ଷ ପୂର୍ତ୍ତି ସମାରୋହ ପୁରୀ ଜିଲା ସତ୍ୟବାଦୀ ବ୍ଲକର ବୀରଗୋବିନ୍ଦପୁର ଗ୍ରାମରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସମାରୋହର ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ (ଇଣ୍ଡିଆନ ଅଏଲ୍‌...

ମହାପ୍ରଭୁଙ୍କୁ ଦର୍ଶନ କଲେ ୫-ଟି ସଚିବ, ବିଜେଡି ସାଙ୍ଗଠନିକ ସମ୍ପାଦକ

ପୁରୀ ଅଫିସ, ୪ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ନେଇ ଶୁକ୍ରବାର ରାଜ୍ୟ ସରକାରଙ୍କ ସପକ୍ଷରେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଏବଂ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପୁରୀ ଯାଇ...

ପୁରୀରୁ ନବୀନ ନିବାସ ଅଭିମୁଖେ ୫୦ ସେବାୟତ

ପୁରୀ ଅଫିସ,୩।୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗ୍ରୀନ୍‌ ସିଗନାଲ ମିଳିବା ପରେ ସେବାୟତ ବେଶ ଉତ୍ସାହିତ ଥିବା କହିଛନ୍ତି। ଏ ନେଇ ୫୦ରୁ ଊଦ୍ଧର୍‌ବ ସେବାୟତ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ପୁରୀରୁ ଭୁବନେଶ୍ବର...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା: ପିଟିଶନ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ରାଜ୍ୟ ସରକାରଙ୍କ ପକ୍ଷରୁ ମନ୍ଦିର ଚତୁଃପାର୍ଶ୍ୱରେ କରାଯାଉଥିବା ବେଆଇନ ଖନନ ଏବଂ ନିର୍ମାଣକୁ ବିରୋଧ କରି ଆଗତ ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ରାୟ ଆସିଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଚାଲେଞ୍ଜ କରି...

ରଥଯାତ୍ରା ପାଇଁ ଗଡ଼ିବ ୧୩୭ ଅତିରିକ୍ତ ଟ୍ରେନ୍‌

ପୁରୀ ଅଫିସ,୧ା୬: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯାତ୍ରୀଙ୍କ ସୁବିଧା ପାଇଁ ପୁରୀକୁ ୧୩୭ଟି ଅତିରିକ୍ତ ଟ୍ରେନ୍‌ ଚଳାଚଳ କରିବ। ଚଳାଚଳ କରୁଥିବା ମୋଟ୍‌ ୧୫୦ଟି ଅଧିକ କୋଚ୍‌ ଲାଗିବ। ୪୦ଟି ସ୍ବତନ୍ତ୍ର ଟ୍ରେନ୍‌ ଚାଳିବ। ଏଥିନିମନ୍ତେ ପୁରୀ ଷ୍ଟେଶନରେ ୩୫ଟି...

ପୁରୀ ବେଳାଭୂମିରେ ଭାସି ଆସି ଲାଗିଛି ବିରାଟ ଶକ୍ତି କୁଣ୍ଡ

ପୁରୀ ଅଫିସ,୧ା୬: ପୁରୀ ସମୁଦ୍ର ବେଳାଭୂମିରେ ଏକ ବିରାଟ ଶକ୍ତି କୁଣ୍ଡ ଲାଗିଛି। ଶିବ ଲିଙ୍ଗକୁ ଘେରି ରହୁଥିବା ଏହି ଶକ୍ତି କୁଣ୍ଡ କେଉଁଠୁ ଆସିଲା ସେନେଇ ତର୍ଜମା ଆରମ୍ଭ ହୋଇଛି। ପୁରୀ ସଂସ୍କୃତି କାର୍ଯ୍ୟାଳୟ ପକ୍ଷରୁ ଏହାକୁ ଉଦ୍ଧାର...

୩ ରଥର ୨୧ ଅଖ ନିର୍ମାଣ ଶେଷ

ପୁରୀ ଅଫିସ, ୧।୬: ସ୍ନାନ ପୂର୍ଣ୍ଣିମାକୁ ତିନିରଥର ଚକ-ଅଖ ଏବଂ ଦଣ୍ଡା ସଂଯୋଗ ହୋଇ ଗରଗରା ଉପରେ ୪ ନାହାକା ଉଠିଥାଏ। ଏହି ଅବସରରେ ତିନିରଥର ଅନୁକୂଳ ଅଖକୁ ମିଶାଇ ମଙ୍ଗଳବାର ସୁଦ୍ଧା ମୋଟ ୨୧ଟି ଅଖ ନିର୍ମାଣ କାର୍ଯ୍ୟ...

ଶ୍ରୀକ୍ଷେତ୍ର ମଠ, ମନ୍ଦିରରେ ୬ ଗୁପ୍ତ ସୁଡ଼ଙ୍ଗ

ପୁରୀ ଅଫିସ,୧।୬: ଶ୍ରୀକ୍ଷେତ୍ରର ବିଭିନ୍ନ ମଠରେ ଏକାଧିକ ସୁଡ଼ଙ୍ଗ ଥିବାବେଳେ ସେଗୁଡ଼ିକ କେତେଦୂର ଯାଏ ଲମ୍ବିଛି, ତାହା ଏବେ ବି ରହସ୍ୟ ହୋଇରହିଛି। ବିଗତ ଦିନରେ ଦେଖାଯାଇଥିବା ସୁଡ଼ଙ୍ଗକୁ ନେଇ ପ୍ରଶାସନ ପକ୍ଷରୁ ଅନୁସନ୍ଧାନ ଜାରି ରହିଥିଲେ ମଧ୍ୟ ନିଷ୍କର୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri