ପୁରୀ

ନିମାପଡ଼ା ଏନ୍‌ଏସି: ଭୋଟ ନାକଚକୁ ନେଇ ରାଜନୀତି

ନିମାପଡ଼ା,୨୨।୮(ରଞ୍ଜନ ପଟ୍ଟନାୟକ): କିଏ କଲା ନିଜ ଭୋଟକୁ ନାକଚ? ନିମାପଡ଼ା ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ କାଟ ଖାଇବା ପରେ ଏଠାକାର ରାଜନୀତି ରୋଚକ ମୋଡ଼ ନେଇଛି। ପ୍ରକୃତରେ କିଏ ସେହି କାଉନସିଲର ଯିଏ ନିଜ ଭୋଟକୁ...

କେନାଲରେ ଢଳା ହେଲା କ୍ୱିଣ୍ଟାଲ କ୍ୱିଣ୍ଟାଲ ଚାଉଳ: ଲୋକ ଦେଖିବାରୁ ଗାଡ଼ି ଧରି ଘଟଣାସ୍ଥଳରୁ ଚମ୍ପଟ ମାରିଲେ ଡ୍ରାଇଭର

ଗୋପ,୨୧ା୮(ଭାରତୀ ଭୁଷଣ ଉପାଧ୍ୟାୟ): ବୁଧବାର ମଧ୍ୟାହ୍ନରେ ଗୋଟିଏ ଚାଉଳ ଭର୍ତ୍ତି ଗାଡ଼ିରୁ ଗୋପ ବାୟାକୂଦା ନିକଟସ୍ଥ ଗୋପ ବ୍ରାଞ୍ଚ କେନାଲ ରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ଚାଉଳ କେନାଲ ପାଣିରେ ଢଳା ହେବା ଘଟଣା ସମସ୍ତଙ୍କୁ ଚକିତ କରିଛି। କେନାଲ ପାଣିରେ...

ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା କାଟ୍‌

ନିମାପଡ଼ା,୨୧।୮(ବିଚିତ୍ରାନନ୍ଦ ସାହୁ):ନିମାପଡ଼ା ଏନ୍‌ଏସି ଅଧ୍ୟକ୍ଷା ସସ୍ମିତା ସାହୁଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବକୁ ନେଇ ଚାଲିଥିବା ଛକାପଞ୍ଝା ଘଟଣାର ଅବସାନ ଘଟିଛି। ମଙ୍ଗଳବାର ଏନ୍‌ଏସି ସଭାଗୃହରେ ପୋଲିସ ପହରା, କଡ଼ା ନିରାପତ୍ତା ମଧ୍ୟରେ ଅନାସ୍ଥା ପ୍ରସ୍ତାବ ସଂକ୍ରାନ୍ତରେ ସ୍ବତନ୍ତ୍ର ବୈଠକ...

ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୨୧ା୮(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ବୁଧବାର ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ବନକ...

ଏହିଦିନ ରତ୍ନଭଣ୍ଡାରରୁ କଢାଯିବ ସିନ୍ଦୁକ, ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ…

ପୁରୀ,୨୦।୮: ରତ୍ନଭଣ୍ଡାରରୁ କଢାଯିବ ସିନ୍ଦୁକ। ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଏହାକୁ ସ୍ଥାନାନ୍ତରଣ କରାଯିବ। ଆସନ୍ତା ୨୩ରେ ଅର୍ଥାତ୍‌ ଶୁକ୍ରବାର ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ ହେବ ଖାଲି ଆଲମିରା ଓ ସିନ୍ଦୁକ। ଉଭୟ ବାହାର ଓ ଭିତର ରତ୍ନଭଣ୍ଡାରରୁ ଶ୍ରୀମନ୍ଦିର ନୀଳାଦ୍ରି...

ଗୋଡ଼ାଇ ଗୋଡ଼ାଇ ଦିବ୍ୟାଙ୍ଗ ହରିହରଙ୍କୁ ହତ୍ୟା

ପୁରୀ,୨୦।୮(ଅଜିତ୍‌ କୁମାର ମହାନ୍ତି): ପୁରୀରେ ଶାନ୍ତିଶୃଙ୍ଖଳା ରକ୍ଷା କରିବାରେ ପୋଲିସ ବିଫଳ ହୋଇଛି। ଆପରାଧିକ କାର୍ଯ୍ୟକଳାପ ଉପରେ ପୋଲିସ ନଜର ରଖୁଥିଲେ ମଧ୍ୟ ସହରରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି। ସୋମବାର ସନ୍ଧ୍ୟାରେ ଟାଉନ ଥାନା...

ସାକ୍ଷୀଗୋପାଳ ମନ୍ଦିର ଝୁଲଣ କୁଞ୍ଜରେ ଜୋତାପିନ୍ଧା ମୂର୍ତ୍ତି

ସାକ୍ଷୀଗୋପାଳ,୨୦।୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀଗୋପାଳ ମନ୍ଦିରରେ ରବିବାର ପରମ୍ପରା କ୍ରମେ ଗହ୍ମାପୂର୍ଣ୍ଣିମା ପର୍ବ ଓ ଝୁଲଣ ଯାତ୍ରା ପାଳିତ ହୋଇଯାଇଛି। ତେବେ ଚଳିତ ବର୍ଷ ବର୍ଜ୍ୟବସ୍ତୁ ଫାଇବରରେ ନିର୍ମିତ ଜୋତା ପିନ୍ଧିଥିବା ଭୀମ ଓ ଦୁଃଶାସନଙ୍କ ମୂର୍ତ୍ତି ସ୍ଥାପନ କରାଯାଇଛି।...

ମିଲ୍‌କୁ ଗଲା ଉତ୍ତର, ପଶ୍ଚିମ ଦ୍ୱାରରେ ଥିବା ଅର୍ପଣ ଚାଉଳ

ପୁରୀ,୧୯।୮(ଅଜିତ୍‌ କୁମାର ମହାନ୍ତି): ସେବାୟତଙ୍କଠାରୁ ଆରମ୍ଭ କରି ଭକ୍ତମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବା ପରେ ଶ୍ରୀମନ୍ଦିର ଉତ୍ତର ଏବଂ ପଶ୍ଚିମ ଦ୍ୱାରଠାରେ ଥିବା ଅର୍ପଣ ଚାଉଳକୁ ପ୍ରଶାସନର ନିର୍ଦ୍ଦେଶ ପରେ ସୁଆର ମହାସୁଆର ନିଯୋଗ ପକ୍ଷରୁ ରବିବାର ମିଲ୍‌କୁ...

ଏଣିକି ଶ୍ରୀମନ୍ଦିରରେ ମିଳିବ ମାଗଣା ଅବଢ଼ା : ଜାଣନ୍ତୁ କ’ଣ କହିଲେ ଆଇନମନ୍ତ୍ରୀ…

ପୁରୀ,୧୮।୮: ଏଣିକି ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ ମିଳିବ। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏ ନେଇ ବୟାନ ରଖିଛନ୍ତି। ଭକ୍ତଙ୍କୁ ମାଗଣା ଅବଢ଼ା ଦେବାକୁ ବ୍ୟବସ୍ଥା କରାଯାଉଛି। ପ୍ରତିଦିନ ପ୍ରାୟ ଏକରୁ ଦେଢ଼ ଲକ୍ଷ ଭକ୍ତ ଶ୍ରୀମନ୍ଦିର ଆସୁଛନ୍ତି,...

ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା

ପୁରୀ,୧୮ା୮: ପୁରୀ ଜିଲା କୃଷ୍ଣପ୍ରସାଦ ନିକଟ ମଝି ଚିଲିକାରେ ଏକ ଯାତ୍ରୀବାହୀ ଡଙ୍ଗା ରବିବାର ଫସିଯାଇଛି। ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ମହିଁସା ନିକଟରେ ଅଟକି ରହିଛି। ଉକ୍ତ ଡଙ୍ଗାରେ ୪୦ରୁ ଉଦ୍ଧର୍‌ବ ଯାତ୍ରୀ ଥିବା ବେଳେ ପ୍ରାୟ ୨୦ଟି...

ସିଂହଦ୍ୱାର ସମ୍ମୁଖରେ ଭାସିଲା ପେଯ ନଳା ପାଣି

ପୁରୀ,୧୮ା୮(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଶନିବାର ସକାଳ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପେଯ ନଳା ପାଣି ଭାସିଥିଲା, ଯାହାକୁ ନେଇ ସେବାୟତଙ୍କ ଠାରୁ ଆରମ୍ଭ କରି ଭକ୍ତମାନେ ଅସନ୍ତୋଷ...

ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ବଣ୍ଟନ ଯୋଜନା ରହିଛି: ଆଇନ ମନ୍ତ୍ରୀ

ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ବଣ୍ଟନ ଯୋଜନା ରହିଛି: ଆଇନ ମନ୍ତ୍ରୀ ପୁରୀ,୧୭।୮: ପୁରୀରେ ଶ୍ରୀଜଗନ୍ନାଥ ସଂସ୍କୃତିକୁ ନେଇ ଏକ ବ୍ୟାଖ୍ୟାନ କେନ୍ଦ୍ର ଖୋଲିବାକୁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶନିବାର ସୂଚନା ଦେଇଛନ୍ତି। ଏପରିକି ଶ୍ରୀମନ୍ଦିର ନୀତିକାନ୍ତି, ବ୍ୟବସ୍ଥାବଳୀ ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri