ପୁରୀ

ଶୁକ୍ରବାରଠାରୁ ସିଂହଦ୍ୱାର ଓ ପଶ୍ଚିମ ଦ୍ୱାର ଦେଇ ଦର୍ଶନ କରିବେ ଭକ୍ତ

ପୁରୀ ଅଫିସ, ୨୮।୪: ଶ୍ରୀମନ୍ଦିର ସିଂହଦାର ଓ ପଶ୍ଚିମ ଦ୍ୱାର ଦେଇ ଶୁକ୍ରବାରଠାରୁ ଦର୍ଶନ କରିପାରିବେ ଭକ୍ତ। ଏହାସହ ଉତ୍ତର ଓ ଦକ୍ଷିଣ ଦ୍ୱାର ଦେଇ ଭକ୍ତ ପ୍ରସ୍ଥାନ କରିବେ । ତେବେ ଆସନ୍ତା ମେ’୩ରେ ପବିତ୍ର ଅକ୍ଷୟ ତୃତୀୟା...

ଅପରାଜିତାଙ୍କ ଶୋଭାଯାତ୍ରା ଉପରକୁ ଟମାଟୋ ମାଡ଼

ପୁରୀ ଅଫିସ,୨୭।୪: ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କ ପୁରୀ ଗସ୍ତକୁ ନେଇ ରାଜନୈତିକ ମହଲରେ ବିତର୍କ ଆରମ୍ଭ ହୋଇଛି। ସେ ଐତିହ୍ୟ କରିଡର ପ୍ରକଳ୍ପକୁ ବିରୋଧ କରି ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ପଦଯାତ୍ରାରେ ସାମିଲ ହେବା କାର୍ଯ୍ୟକ୍ରମ ରହିଥିଲା। ହେଲେ ପୁରୀ...

କାନ୍ଦିଲେ ଅପରାଜିତା

ପୁରୀ ଅଫିସ,୨୭।୪: ମହାପ୍ରଭୁଙ୍କ ଦର୍ଶନ ପାଇଁ ବାହାରିଥିବା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କ ପୁରୀ ଗସ୍ତକୁ ନେଇ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଐତିହ୍ୟ କରିଡର ପ୍ରକଳ୍ପକୁ ବିରୋଧ କରି ସେ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ପଦଯାତ୍ରାରେ ସାମିଲ...

ଆଜି ମହାପ୍ରଭୁଙ୍କର ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ, ୨୭।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକମାନେ ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏହା ଏକ...

ଐତିହ୍ୟ କରିଡରକୁ ପୁରୀ ବିଧାୟକଙ୍କ ସମର୍ଥନ

ପୁରୀ ଅଫିସ,୨୭।୪: ଐତିହ୍ୟ କରିଡର ପ୍ରକଳ୍ପକୁ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ସମର୍ଥନ କରିଥିବାବେଳେ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନର ପଦଯାତ୍ରାକୁ ବିରୋଧ କରିଛନ୍ତି। ସେ କହିଛନ୍ତି, ନେତା, ମନ୍ତ୍ରୀ କିମ୍ବା ସାଧାରଣ ଲୋକ ଯେକେହି ବି ଆସନ୍ତୁ, ଶ୍ରୀମନ୍ଦିରକୁ...

ବଡ଼ଦାଣ୍ଡରେ ହେବାକୁ ଥିବା ପଦଯାତ୍ରାକୁ ଅନୁମତି ଦେଲାନି ପୁରୀ ପ୍ରଶାସନ

ପୁରୀ ଅଫିସ,୨୬।୪: ଶ୍ରୀମନ୍ଦିର ଐତିହ୍ୟ କରିଡର ନିର୍ମାଣ ଓ ଶହେ ମିଟର ପରିଧି ମଧ୍ୟରେ ବ୍ୟାପକ ଖନନକୁ ବିରୋଧ କରି ବୁଧବାର ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ନେତୃତ୍ୱରେ ପୁରୀ ବଡ଼ଦାଣ୍ଡରେ ହେବାକୁ ଥିବା ପଦଯାତ୍ରାରେ...

ରାଲିରେ ଅପରାଜିତାଙ୍କୁ ସହଯୋଗ କରିବୁ ନାହିଁ: ପୁରୀ ବିଧାୟକ

ପୁରୀ ଅଫିସ,୨୬।୪: ଗୋଟିଏ ପଟେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ପୁରୀ ଐତିହ୍ୟ କରିଡର ପ୍ରକଳ୍ପକୁ ବିରୋଧ କରୁଥିବା ବେଳେ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଏହାକୁ ସମର୍ଥନ କରିଛନ୍ତି। ଏପରିକି ସେ ପୁରୀ ବଡ଼ଦାଣ୍ଡରେ ଶ୍ରୀମନ୍ଦିର ବଞ୍ଚାଅ...

ମଠ, ମନ୍ଦିର ଧ୍ୱଂସ ବିକାଶ ନୁହେଁ, ବିନାଶ

ପୁରୀ ଅଫିସ,୨୬।୪:ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦର ଅଧ୍ୟକ୍ଷ ପ୍ରବୀଣ ତୋଗଡ଼ିଆ ସୋମବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଦର୍ଶନ ପରେ ସେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସ୍ଥିତି ସମୀକ୍ଷା କରିଛନ୍ତି। ଶ୍ରୀମନ୍ଦିର ଐତିହ୍ୟ କରିଡ଼ର ସମ୍ପର୍କରେ ତୋଗାଡ଼ିଆ...

୨୪୮.୫୧ କୋଟିର ଶ୍ରୀମନ୍ଦିର ବଜେଟ

ପୁରୀ ଅଫିସ,୨୬ା୪:୨୦୨୨-୨୩ ବର୍ଷ ପାଇଁ ଶ୍ରୀମନ୍ଦିର ବଜେଟ୍‌ରେ ୨୪୮ କୋଟି ୫୧ ଲକ୍ଷ ଟଙ୍କା ଅନୁମୋଦିତ ହୋଇଛି। ବଜେଟ୍‌ରେ ବିଭିନ୍ନ ଯାନିଯାତ୍ରା, ପାଳିଆ ସେବାୟତ ପାଉଣା, କର୍ମଚାରୀଙ୍କ ଦରମା, କର୍ପସ ଫଣ୍ଡ ଜମା ଆଦି ସଂକ୍ରାନ୍ତରେ ଖର୍ଚ୍ଚ ରହିଛି। ବିଭିନ୍ନ...

‘ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ’

ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ପୁରୀ ଗଜପତିଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ ଅଛି । ମହାପ୍ରଭୁଙ୍କ କାମ ହେଉଛି ସମସ୍ତଙ୍କ କାର୍ଯ୍ୟ। ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ସମସ୍ତେ ଆଗେଇ...

ଶ୍ରୀମନ୍ଦିର ପାଇଁ ୨୪୮ କୋଟି ଟଙ୍କାର ବଜେଟ ଅନୁମୋଦନ

ପୁରୀ ଅଫିସ, ୨୫।୪: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ପ୍ରତିକ୍ରିୟା ଦେଇ କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷିତ ଅଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ସମସ୍ତେ ମିଳିତ ଭାବରେ ଆଗେଇ ନେବା...

ପୁରୀରେ ପହଞ୍ଚିଲା ପଞ୍ଚମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୨୫।୪: ପୁରୀରେ ପଞ୍ଚମ ପର୍ଯ୍ୟାୟ ରଥକାଠ ସୋମବାର ପହଞ୍ଚିଛି। ଦୁଇଟି ଟ୍ରକରେ ନୟାଗଡ ଓ ବୌଦ୍ଧ ବନଖଣ୍ଡରୁ ୧୧୪ ଖଣ୍ଡ ରଥକାଠ ଆସିଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୨୨୮ ଖଣ୍ଡ ରଥକାଠ ପୁରୀରେ ପହଞ୍ଚିଥିବା ବେଳେ ପର୍ଯ୍ୟାୟ କ୍ରମେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri