ପୁରୀ

ବିରୋଧୀଙ୍କୁ ରୋକିବାକୁ ଚାଲିଛି ପ୍ରସ୍ତୁତି

ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ନେଇ ଚାଲିଥିବା ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନେଇ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ମତ ମତାନ୍ତର ଚାଲିଥିବାବେଳେ ବିରୋଧୀ ପକ୍ଷରୁ ପ୍ରସ୍ତୁତ ହେଉଥିବା ବିକ୍ଷୋଭ, ରାଲିକୁ ରୋକିବାକୁ ଶାସକ...

ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି

ପୁରୀ ଅଫିସ,୨୫।୪: ବୈଶାଖ ମାସ କୃଷ୍ଣପକ୍ଷ ଦଶମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିର ଶ୍ରୀବିଗ୍ରହମାନଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଗୁପ୍ତନୀତି ମଧ୍ୟରେ ଏହି ନୀତି ପ୍ରମୁଖ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ନିମନ୍ତେ ଏହି ନୀତି ଅନୁଷ୍ଠିତ...

ପାରା ଚୋରିକୁ ନେଇ ବୋମାମାଡ଼

ପୁରୀ ଅଫିସ,୨୪।୪: ଏକ ପାରା ଚୋରିକୁ ନେଇ ପୁରୀ କୁମ୍ଭାରପଡ଼ାର ମସଜିଦ ଗଳିରେ ଶନିବାର ବୋମାମାଡ଼ ହୋଇଛି। ଏ ନେଇ କାଶୀନାଥ ମହାରଣା କୁମ୍ଭାରପଡ଼ା ଥାନାରେ ଅଭିଯୋଗ ଦେଇଛନ୍ତି। ଅଭିଯୋଗ ଅନୁଯାୟୀ, ଗତ ୧୬ ତାରିଖରେ ମସଜିଦ୍‌ ଗଳିରେ ରହୁଥିବା...

ବାହାଘର ପ୍ରୋସେସନ ବେଳେ ଟେଣ୍ଟ ମାଲିକଙ୍କୁ ହତ୍ୟା

ଗୋପ,୨୩।୪(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ଥାନା ଅଧୀନ ବେଦପୁର ବାଲିକନ୍ଦଳ ଗାଁରେ ଶୁକ୍ରବାର ରାତିରେ ବାହାଘର ପ୍ରୋସେସନ ବେଳେ ଏକ ହିଂସାକାଣ୍ଡ ଘଟିଛି। କପଡ଼ା ଚିରିଯିବା ଘଟଣାକୁ ନେଇ ଟେଣ୍ଟ ମାଲିକ ଏବଂ ଡିଜେ ମାଲିକ ମୁହାଁମୁହିଁ ହୋଇଥିଲେ। ପରବର୍ତ୍ତି...

ଆସନ୍ତା ୨୯ରୁ ଶ୍ରୀମନ୍ଦିର ପଶ୍ଚିମ ଦ୍ୱାରରେ ଦର୍ଶନ

ପୁରୀ ଅଫିସ,୨୨।୪: ଆସନ୍ତା ୨୯ ତାରିଖରୁ ପଶ୍ଚିମଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ। ଉତ୍ତରଦ୍ୱାର ଓ ଦକ୍ଷିଣଦ୍ୱାର ପଟେ ପ୍ରସ୍ଥାନର ବ୍ୟବସ୍ଥା ରହିବ। ସେହିପରି ଚଳିତବର୍ଷ ଚନ୍ଦନଯାତ୍ରାରେ ଶ୍ରଦ୍ଧାଳୁ ସାମିଲ ହୋଇପାରିବେ। ଶୁକ୍ରବାର ନୀଳାଦ୍ରି ଭକ୍ତନିବାସରେ ଗଜପତି ମହାରାଜା...

୨୫ରେ ପୁଣି ଶ୍ରୀମନ୍ଦିର ବଜେଟ ବୈଠକ

ପୁରୀ ଅଫିସ,୨୨।୪: ପୁରୀ ଶ୍ରୀମନ୍ଦିର ପରିଚାଳନା ପାଇଁ ଆଗାମୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଆସନ୍ତା ୨୫ ତାରିଖରେ ପୁନର୍ବାର ବଜେଟ ବୈଠକ ବସିବ । ଆସନ୍ତା ଚନ୍ଦନ ଯାତ୍ରା ଠାରୁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବାକୁ ଥିବାରୁ...

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ ଅଫିସ,୨୨।୪ : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବା ନେଇ ସୂଚନା ରହିଛି। ଆସନ୍ତା ମେ’ ୩ରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ଚନ୍ଦନ ଯାତ୍ରା...

ବିନା ଡିପିଆର୍‌ରେ କାର୍ଯ୍ୟକୁ ନାପସନ୍ଦ

ପୁରୀ ଅଫିସ,୨୨।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ଲାଗିରହିଥିବାବେଳେ ଗୁରୁବାର କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର ସଂସଦୀୟ କମିଟି ପୁରୀ ଆସି ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ କରିଛି। କେତେକ କ୍ଷେତ୍ରରେ କାର୍ଯ୍ୟକୁ ନେଇ ଏହି କମିଟି ଅସନ୍ତୋଷ...

ଡିପିଆର୍‌ ଅନୁମୋଦନ ବିନା ଚାଲିଛି କାମ

ପୁରୀ ଅଫିସ,୨୧।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ୭୫ ମିଟର ପର୍ଯ୍ୟନ୍ତ ଉଚ୍ଛେଦ ହୋଇଥିବାବେଳେ ମେଘନାଦ ପାଚେରିଠାରୁ ୫୫ ମିଟର ଦୂରରେ ଏକ ପ୍ରାଚୀର ନିର୍ମାଣ କରାଯିବ। ଏଥିଲାଗି ବୁଧବାର ନମୁନା ଆସି ପହଞ୍ଚିଛି। ଶ୍ରୀମନ୍ଦିର ନିକଟରେ ଏହି ନମୁନାକୁ...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ମାମଲା ଦାଏର

ପୁରୀ ଅଫିସ,୨୧।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ବେଆଇନ ଖନନ ଓ ନିର୍ମାଣ ବିରୋଧରେ ବୁଧବାର ପୁରୀ ଓକିଲ ସଂଘ ତରଫରୁ ସିଭିଲ ଜଜ୍‌ ସିନିୟର ଡିଭିଜନ୍‌ଙ୍କ କୋର୍ଟରେ ମକଦ୍ଦମା ଦାଏର ହୋଇଛି। ଆମ୍‌ସାର୍‌ ଆକ୍ଟ-୧୯୫୮ର ଉଲ୍ଲଂଘନ କରି ରାଜ୍ୟ...

ଚନ୍ଦନଯାତ୍ରା ପାଇଁ ଦର୍ଜୀ ଅନୁକୂଳ

ପୁରୀ ଅଫିସ,୨୦।୪: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଚନ୍ଦନଯାତ୍ରା ପାଇଁ ଦର୍ଜୀ ସର୍ଦ୍ଦାର ପ୍ରକାଶ ମହାପାତ୍ରଙ୍କ ତତ୍ତାବଧାନରେ ଦର୍ଜୀ କାମ ଅନୁକୂଳ ହୋଇଛି । ମହାପ୍ରସାଦ, ଶ୍ରୀଫଳ ଓ ଦୀପ ଧୂପ ଦେଇ ପାରମ୍ପରିକ ବିଧିରେ ଅନୁକୂଳ...

ଘରେ ପଶି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ପୁରୀ ଅଫିସ,୧୮।୪: କିଛି ଦିନର ବ୍ୟବଧାନ ପରେ ଶ୍ରୀକ୍ଷେତ୍ରରେ ପୁଣି ରକ୍ତ ଛିଟା ପଡ଼ିଛି। ରବିବାର ଭୋର ସମୟରେ ପୁରୀ ଦଇତାପଡ଼ା ସାହିର ଜଣେ ଯୁବକ ଟିକନ ଶତପଥୀ(୪୬)ଙ୍କ ଘରେ ପଶି କେତେଜଣ ଦୁର୍ବୃତ୍ତ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri