ପୁରୀ

ଆଜି ମହାପ୍ରଭୁଙ୍କ ବନକଲାଗି: ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଅଫିସ,୯।୨: ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ...

ଆସନ୍ତା ୧୯ରେ ପୁରୀ ଆସିବେ ରାଷ୍ଟ୍ରପତି!

ପୁରୀ ଅଫିସ,୮।୨: ଚଳିତ ମାସରେ ପୁରୀ ଆସିପାରନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ରାଷ୍ଟ୍ରପତି ଫେବୃୟାରୀ ୧୯ରେ ପୁରୀ ଆସିବେ। ଦିନକ ପରେ ଅର୍ଥାତ ୨୦ରେ ସେ ଫେରିଯିବେ। ଏହି ଗସ୍ତକାଳରେ ସେ ଶ୍ରୀମନ୍ଦିର ଯାଇ...

ତଦନ୍ତ ତଥ୍ୟକୁ ଘଣ୍ଟ ଘୋଡ଼ାଉଛି ପ୍ରଶାସନ

ପୁରୀ ଅଫିସ,୮।୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ଜଷ୍ଟିସ୍‌ ରଘୁବୀର ଦାଶ କମିଶନଙ୍କ ତଦନ୍ତକୁ ନେଇ କୌଣସି ସୂଚନା ଦେବାକୁ ଜିଲା ପ୍ରଶାସନ ମନା କରିଛି। ପ୍ରକାରାନ୍ତରେ ପ୍ରଶାସନ ଏଭଳି ଭାବେ ତଦନ୍ତ ତଥ୍ୟକୁ ଘଣ୍ଟ ଘୋଡ଼ାଉଛି। ଫଳରେ...

ବିନା ଶ୍ରଦ୍ଧାଳୁରେ ମାଘ ସପ୍ତମୀ ବୁଡ଼

କୋଣାର୍କ,୮।୨(ଡି.ଏନ୍‌.ଏ.): ପୂର୍ବ ବର୍ଷ ଭଳି ଚଳିତବର୍ଷ ମଧ୍ୟ କରୋନା କଟକଣା ଯୋଗୁ ବିନା ଶ୍ରଦ୍ଧାଳୁରେ ମାଘସପ୍ତମୀ ବୁଡ଼ ସମାପନ ହୋଇଛି। ସୋମବାର ଭୋର ରାତି ୪ଟାରେ ଚନ୍ଦ୍ରଭାଗା ତୀର୍ଥ ଜଳରେ ତିନି ଠାକୁରଙ୍କ ମହାସ୍ନାନ ପରେ ସେବାୟତମାନେ ବୁଡ଼ ପକାଇଥିଲେ।...

ଆଜି ମାଘ ସପ୍ତମୀ: ବିନା ଶ୍ରଦ୍ଧାଳୁରେ ବୁଡ଼ ସମ୍ପନ୍ନ

କୋଣାର୍କ,୭ା୨(ଡି.ଏନ୍‌.ଏ.): ଆଜି ପବିତ୍ର ମାଘ ସପ୍ତମୀ। କୋଭିଡ୍‌ କଟକଣାରେ ବିନା ଶ୍ରଦ୍ଧାଳୁରେ ପ୍ରସିଦ୍ଧ ଚନ୍ଦ୍ରଭାଗା ବୁଡ଼ ନୀତି ସମ୍ପନ୍ନ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ଚନ୍ଦ୍ରଭାଗା ମେଳା ପଡ଼ିଆକୁ ଶ୍ରଦ୍ଧାଳୁମାନଙ୍କ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ରବିବାର ଅପରାହ୍ନ...

ଆଶା, ଆଶଙ୍କାରେ ଜିଲା ପରିଷଦ ପ୍ରାର୍ଥୀ

କଣାସ,୭।୨(ସ୍ବ.ପ୍ର.): ଆସନ୍ତା ୧୬ତାରିଖରେ କଣାସ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ହେବ। ଏହିଦିନ ପାଖେଇ ଆସୁଥିବା ହେତୁ ବ୍ଲକର ୩, ୪ ଓ ୫ ନମ୍ବର ଜିଲା ପରିଷଦ ଜୋନରେ ନିର୍ବାଚନ ଉଷ୍ମତା କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି।...

ପର୍ଯ୍ୟଟକଙ୍କ ସେବାରେ ଲାଗୁନି ପାନ୍ଥଶାଳା

ସାକ୍ଷୀଗୋପାଳ,୭।୨(ଡି.ଏନ୍‌.ଏ.): ରାଜ୍ୟ ପର୍ଯ୍ୟଟନ ବିଭାଗ ଅନୁଦାନରେ ସାକ୍ଷୀଗୋପାଳ ମନ୍ଦିର ନିକଟରେ ନିର୍ମିତ ପାନ୍ଥଶାଳା ପର୍ଯ୍ୟଟକଙ୍କ ସେବାରେ ଲାଗୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ଦୂରଦୂରାନ୍ତରୁ ସାକ୍ଷୀଗୋପାଳ ଠାକୁରଙ୍କ ଦର୍ଶନ ପାଇଁ ଆସୁଥିବା ତୀର୍ଥଯାତ୍ରୀ ଓ ପର୍ଯ୍ୟଟକ ଏଠାରେ ହଟହଟା...

ଆଗଉନି ସିଦ୍ଧମହାବୀର ଓଭରବ୍ରିଜ୍‌ କାମ

ପୁରୀ ଅଫିସ,୭।୨: ପୁରୀ- କୋଣାର୍କ ରାସ୍ତାର ସିଦ୍ଧମହାବୀର ଛକଠାରେ ପ୍ରସ୍ତାବିତ ରେଲଓ୍ବେ ଓଭରବ୍ରିଜ ନିର୍ମାଣ ନେଇ ଅନିଶ୍ଚିତତା ଲାଗିରହିଛି। ପ୍ରଶାସନ ପକ୍ଷରୁ ଏପର୍ଯ୍ୟନ୍ତ ଜମି ଅଧିଗ୍ରହଣ ପ୍ରକ୍ରିୟା ସରିନାହିଁ। ଅନ୍ୟପଟେ ଉପଯୁକ୍ତ କ୍ଷତିପୂରଣ ବିନା ଜମି ଛାଡ଼ିବାକୁ ସ୍ଥାନୀୟ ବାସିନ୍ଦା...

ରଥକାଠ ଅନୁକୂଳ

ପୁରୀ ଅଫିସ,୫ା୨: ଶ୍ରୀପଞ୍ଚମୀ ଅବସରରେ ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଛି। ନୟାଗଡ଼ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇ ପୂଜା କରାଯାଇଛି। ପରମ୍ପରା ଅନୁସାରେ ରାଜପୁରୋହିତ...

ଶ୍ରୀଜୀଉଙ୍କୁ ଦର୍ଶନ କଲେ ୫-ଟି ସଚିବ

ପୁରୀ ଅଫିସ,୫।୨: ପୁରୀ ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ। ଆଜି ସେ ଶ୍ରୀଜୀଉଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିବା ଜଣାପଡ଼ିଛି । ପଶ୍ଚିମଦ୍ୱାର ପଟେ ଆରମ୍ଭ ହୋଇଥିବା...

ଏମାର ମଠରେ ଖନନ, ମିଳିଲାନି ଗୁପ୍ତଧନ

ପୁରୀ ଅଫିସ, ୫ା୨: ପୁଣି ଚର୍ଚ୍ଚାରେ ସବୁଠାରୁ ବିତ୍ତଶାଳୀ ମଠ ପୁରୀର ଏମାର ମଠ। ପ୍ରାୟ ୫ମାସର ବ୍ୟବଧାନ ପରେ ପୁନର୍ବାର ଶୁକ୍ରବାର ପ୍ରଶାସନ ପକ୍ଷରୁ ଏମାର ମଠ ଯାଞ୍ଚ କରାଯାଇଛି। ଏହି ମଠରେ ପୂର୍ବରୁ ରୁପାଇଟା ମିଳିଥିବାରୁ ଦ୍ୱିତୀୟ...

ଆଜି ଶ୍ରୀକ୍ଷେତ୍ରରେ ରଥକାଠ ଅନୁଗୂଳ

ପୁରୀ ଅଫିସ,୫।୧: ଆଜି ପବିତ୍ର ଶ୍ରୀପଞ୍ଚମୀ। ଏହି ଅବସରରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠକୁ ପୂଜାର୍ଚ୍ଚନା କରାଯିବ। ସରସ୍ବତୀ ପୂଜାରେ ରଥ ନିର୍ମାଣର ଏହା ପାରମ୍ପରିକ ବିଧି ରହିଛି । ବଡ଼ଦାଣ୍ଡ ରଥଖଳାରେ ୩ ଖଣ୍ଡ ଧଉରା କାଠର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri