ପୁରୀ

କ୍ରାଇମବ୍ରାଞ୍ଚ ତଦନ୍ତ ଦାବିକଲେ ପରିବାର

ପୁରୀ ଅଫିସ,୧୫।୧୨: ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକ ଚିତ୍ତରଞ୍ଜନ ପଲାଇଙ୍କ ମୃତ୍ୟୁ ଘଟଣାକୁ ୩ଦିନ ବିତିଯାଇଥିବାବେଳେ ପୋଲିସ ହାତ ବର୍ତ୍ତମାନ ସୁଦ୍ଧା ଖାଲି ରହିଛି। ଫଳରେ ଚିତ୍ତରଞ୍ଜନଙ୍କ ମୃତ୍ୟୁ ଦୁର୍ଘଟଣା ନା ହତ୍ୟା ତାହା...

୧୬,୫୦୦ ଫୁଟ ଉଚ୍ଚରେ ଉଡ଼ିଲା ଏନ୍‌ସିସି ପତାକା

ପୁରୀ ଅଫିସ,୧୩ା୧୨: ସାମନ୍ତ ଚନ୍ଦ୍ରଶେଖର (ଏସ୍‌ସିଏସ୍‌) ସ୍ବୟଂଶାସିତ ମହାବିଦ୍ୟାଳୟ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନ୍‌ସିସି)ର କ୍ୟାଡେଟ୍‌ ଆଶିଷ ଜେନା ଓଡ଼ିିଶାର ଏକମାତ୍ର କ୍ୟାଡେଟ ଭାବେ ହିମାଳୟର ୧୬ହଜାର ୫୦୦ ଫୁଟ ଉଚ୍ଚ ପର୍ବତାରୋହଣ କରିଛନ୍ତି। ଭାରତ ସରକାରଙ୍କ ପକ୍ଷରୁ...

ଅବହେଳିତ ଅବସ୍ଥାରେ ମିନି କୋଣାର୍କ

ଗୋପ,୧୨।୧୨(ଡି.ଏନ୍‌.ଏ): କୋଣାର୍କର ସୂର୍ଯ୍ୟ ମନ୍ଦିର ଭଳି ଗୋପ ବ୍ଲକ ଅଧୀନ ଏରବଙ୍ଗ ପଞ୍ଚାୟତର ବୟାଳିଶବାଟି ଗ୍ରାମରେ ଏକ ମିନି କୋଣାର୍କ ମନ୍ଦିର ରହିଛି। ହେଲେ ଏହି ମନ୍ଦିରଟି ସରକାରଙ୍କ ଦୃଷ୍ଟି ଅଗୋଚରରେ ରହିଯାଇଥିବାରୁ ମନ୍ଦିରର ଅବସ୍ଥା ଅବହେଳିତ ଅବସ୍ଥାରେ ଥିବାବେଳେ...

ଅଧିଆ ପଡ଼ିଲେ ଭାଜପା ବିଧାୟକ

ପୁରୀ ଅଫିସ,୧୨।୧୨: ନିର୍ଦ୍ଧାରିତ ସମୟର ୨୦ଦିନ ପୂର୍ବରୁ ବିଧାନସଭାକୁ ଭଙ୍ଗ କରିବା, ମମିତା ମେହେର ହତ୍ୟାକାଣ୍ଡରେ ସମ୍ପୃକ୍ତ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ନ କରିବା ପ୍ରତିବାଦରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅଧିଆ ପଡ଼ିଛନ୍ତି ଭାଜପାର ୧୨ ବିଧାୟକ। ଚାଷୀମାନଙ୍କ...

ନୂଆବର୍ଷରେ ମିଳିବନି ଜଗା ଦର୍ଶନ

ପୁରୀ ଅଫିସ,୧୦।୧୨: ନିଳାଦ୍ରୀ ଭକ୍ତନିବାସ ପରିସରରେ ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାରଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗ ଓ ନୀତି ସବ୍‌କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆସନ୍ତା ମାସ ପାଇଁ ଶ୍ରୀମନ୍ଦିର ନୀତିକାନ୍ତି ଏବଂ ଏସ୍‌ଓପିକୁ ନେଇ...

ଆଜି ବସିବ ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକ

ପୁରୀ ଅଫିସ,୧୦।୧୨: ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକ ଶୁକ୍ରବାର ବସିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଶନ କୁମାରଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢେ ୪ଟା ବେଳେ ନିଳାଦ୍ରୀ ଭକ୍ତ ନିବାସରେ ବୈଠକ ବସିବା ନେଇ ସୂଚନା ରହିଛି । ଜିଲାପାଳ, ଏସ୍‌ପି...

ଏଣିକି ଅନ୍‌ଲାଇନରେ ବୁକ୍‌ କରିହେବ ଭକ୍ତନିବାସ

ପୁରୀ ଅଫିସ,୧୦ା୧୨: ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ ଥିବା ଭକ୍ତନିବାସଗୁଡ଼ିକର ବୁକିଂ ପାଇଁ ଏକ ନୂଆ ୱେବ ଆପ୍ଲିକେଶନ୍‌ ଲୋକାର୍ପିତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗୁରୁବାର ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଜିଲାପାଳ...

ଶ୍ରୀମନ୍ଦିରରେ ଓଢଣୀ ଷଷ୍ଠୀ ନୀତି

ପୁରୀ ଅଫିସ, ୯।୧୨: ମାର୍ଗଶୀର ଶୁକ୍ଳ ଷଷ୍ଠୀ ଅବସରରେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଓଢଣୀ ଷଷ୍ଠୀ ପର୍ବ। ଶୀତର ପ୍ରକୋପରୁ ବଞ୍ଚିବା ପାଇଁ ମହାପ୍ରଭୁଙ୍କୁ ଘୋଡ଼ ଲାଗି କରାଯାଇଛି। ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟରେ ପ୍ରସ୍ତୁତ ଶୀତବସ୍ତ୍ର ବା...

ରତ୍ନଭଣ୍ଡାର ଖୋଲିବା ନେଇ କୌଣସି ନିଷ୍ପତ୍ତି ହୋଇନି: ମନ୍ତ୍ରୀ

ପୁରୀ ଅଫିସ,୮।୧୨: ଭିତର ରତ୍ନଭଣ୍ଡାର ସ୍ଥିତି ଦିନକୁ ଦିନ ଦୁର୍ବଳ ହେଉଥିଲେ ମଧ୍ୟ ମରାମତି ନେଇ ଧ୍ୟାନ ଦିଆଯାଉ ନାହିଁ। ୨୦୧୮ରେ ରତ୍ନଭଣ୍ଡାର ଭିତରକୁ ଯାଇଥିବା ୧୭ ଜଣିଆ ପ୍ରାଧିକୃତ କମିଟି ଯାଞ୍ଚ କରିଥିଲେ। ଯାଞ୍ଚ ପରେ ରତ୍ନଭଣ୍ଡାର ଭିତର...

ପର୍ସ ଫେରାଇଲେ ୩ ବନ୍ଧୁ

ପିପିଲି,୬।୧୨(ଡି.ଏନ୍‌.ଏ.): ଏବେ ବି ବଞ୍ଚିଛି ମାନବିକତା। ଜଣେ ଅବସରପ୍ରାପ୍ତ ସୈନିକଙ୍କ ହଜିଥିବା ପର୍ସ ୩ଜଣ ବନ୍ଧୁ ଫେରାଇ ଦେଇଛନ୍ତି। ଭୁବନେଶ୍ୱରର ଅବସରପ୍ରାପ୍ତ ସୈନିକ ଧନଞ୍ଜୟ ଆଚାର୍ଯ୍ୟ ରବିବାର ପୂର୍ବାହ୍ନରେ ପୁରୀ ଯିବା ବାଟରେ ପିପିଲି ବଜାରରେ ନିଜର ଟଙ୍କା ଏବଂ...

ବଢୁଛି ଜୁଆର,ସମୁଦ୍ର ଯିବାକୁ ବାରଣ

ପୁରୀ ଅଫିସ,୫।୧୨:: ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିଛି ସମ୍ଭାବ୍ୟ ବାତ୍ୟା ଜୱାଦ। ପୁରୀ ଉପକୂଳ ନିକଟରେ ପହଞ୍ଚିବା ବେଳକୁ ବାତ୍ୟାର ବେଗ କମିଯାଇଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଶନିବାର ଅପରାହ୍ନ ସୁଦ୍ଧା ବର୍ଷାର ମାତ୍ରା କମ୍‌...

ପୁରୀରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ପୁରୀ ଜିଲାରେ ବାତା ‘ଜଓ୍ବାଦ’ ସ୍ଥଳଭାଗ ଛୁଇଁପାରେ। ୪ ତାରିଖ ସନ୍ଧ୍ୟା ଏବଂ ୫ ତାରିଖ ସକାଳ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ସ୍ଥଳଭାଗ ଅଳ୍ପ ଛୁଇଁବା ପରେ ବାତ୍ୟା ପୁଣି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri