ପୁରୀ

ସଂକୀର୍ତ୍ତନ ବେଳେ ମାଡ଼ିଗଲା କାର: ଜଣଙ୍କ ଜୀବନ ଗଲା, ୬ ଗୁରୁତର

ପୁରୀ ଅଫିସ,୧୪।୧: ସଂକୀର୍ତ୍ତନ ବେଳେ ମାଡ଼ିଗଲା କାର । ଚାଲିଗଲା ଜଣଙ୍କ ଜୀବନ। ଗୁରୁତର ହୋଇଛନ୍ତି ୬ ଜଣ। ଏଭଳି ଅଭାବନୀୟ ଘଟଣା ଘଟିଛି ସାତପଡ଼ା ରାଜପଥ ରେବଣା ନୂଆ ଗାଁଠାରେ। ଉକ୍ତ କାରକୁ ଜବତ କରାଯାଇଥିବା ବେଳେ ଡ୍ରାଇଭରକୁ...

ପୂର୍ବତନ ଆର୍‌ସିଏସଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମଗିରି,୧୨।୧(ଡି.ଏନ୍‌.ଏ): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଖଟପିରିଙ୍ଗ ଗ୍ରାମର ଅବସରପ୍ରାପ୍ତ ଅତିରିକ୍ତ ରେଜିଷ୍ଟାର (କୋପର୍ଟିଭ୍‌ ସୋସାଇଟି)ରାଜକିଶୋର ପରିଡାଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ପୁରୀ, ଭୁବନେଶ୍ୱର,...

ଚୋରା ଗଞ୍ଜେଇ, ୧.୩୨ ଲକ୍ଷ ଟଙ୍କା ଜବତ

ନିମାପଡ଼ା,୧୧।୧(ଡି.ଏନ୍‌.ଏ.): ନିମାପଡ଼ା ଥାନା ଅଞ୍ଚଳରେ ନିଶାଦ୍ରବ୍ୟ କାରାବାର ଜୋରଦାର ବୃଦ୍ଧି ପାଉଥିବା ନେଇ ଅଭିଯୋଗ ହୋଇଆସୁଥିଲା। ଏ ନେଇ ଏସ୍‌ପି ଡ.କନଓ୍ବର ବିଶାଲ ସିଂଙ୍କ ନିର୍ଦ୍ଦେଶକ୍ରମେ ଏସ୍‌ଡିପିଓ ଦେବାଶିଷ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆଇଆଇସି ଶଙ୍କର୍ଷଣ ଦଳେଇଙ୍କ ନେତୃତ୍ୱରେ ଏକ...

ମା’ଙ୍କ ଅନୁମତି ପରେ ହେବ ରଥକାଠ ଚିହ୍ନଟ

ପୁରୀ ଅଫିସ, ୧୦।୧: ଚଳିତ ବର୍ଷ ରଥଯାତ୍ରା ପାଇଁ ଆଜିଠାରୁ ପକ୍ରିୟା ଆରମ୍ଭ ହୋଇଛି । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁଙ୍କ ନେତୃତ୍ୱରେ ଏକ ୩ ଜଣିଆ ଟିମ ନୟାଗଡ଼ର ଦଶପଲ୍ଲା ରେଞ୍ଜର ବଡମୂଳର...

କାଲିଠୁ ଦର୍ଶନ ଦେବେନି ଶ୍ରୀଜିଉ: ଆଜି ବଡ଼ଦାଣ୍ଡରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ପୁରୀ ଅଫିସ,୮ା୧: ଶନିବାର ଶ୍ରୀକ୍ଷେତ୍ରରେ ପ୍ରବଳ ଜନଗହଳି ଦେଖିବାକୁ ମିଳିଛି। ରବିବାରଠାରୁ ଜାନୁୟାରୀ ୩୧ ପର୍ଯ୍ୟନ୍ତ ଶ୍ରୀମନ୍ଦିର ବନ୍ଦ ରହୁଥିବାରୁ ଆଜି ଶ୍ରୀଜିଉଙ୍କ ଦର୍ଶନ ଲାଗି ଏପରି ଜନସମୁଦ୍ର ଦେଖିବାକୁ ମିଳିଛି। ମରିରିକୋଟ ଛକଠାରୁ ସିଂହଦ୍ୱାର ଯାଏ ଏହି ଭିଡ଼...

ପୁରୀ ସ୍ବର୍ଗଦ୍ୱାରରେ ହେଲା କଟକଣା

ପୁରୀ ଅଫିସ, ୮।୧: ପୁରୀ ସ୍ବର୍ଗଦ୍ୱାରରେ ସୋମବାରରୁ ଶବଦାହ ଉପରେ କଟକଣା ଲାଗୁ ହୋଇଛି। ଏଣିକି ସ୍ବର୍ଗଦ୍ୱାରରେ ବାହାର ଜିଲାର ଲୋକଙ୍କ ଶବଦାହ କରିବାକୁ ଅନୁମତି ଦିଆଯିବ ନାହିଁ। କେବଳ ପୁରୀ ଜିଲାର ଲୋକ ପରିଚୟ ପତ୍ର ଦେଖାଇ ଶବଦାହ...

ଜଗାକୁ ଦେଖିବାକୁ ଭିଡ଼: ବଡ଼ଦାଣ୍ଡରେ ଭକ୍ତଙ୍କ ଲମ୍ବା ଧାଡ଼ି

ପୁରୀ ଅଫିସ,୮।୧: ଶ୍ରୀଜିଉଙ୍କୁ ଦର୍ଶନ ଉପରେ ୧୦ ତାରିଖରୁ କଟକଣା ଲାଗିବା ପରେ ଶନିବାର ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ବଡ଼ଦାଣ୍ଡରେ ଭକ୍ତଙ୍କ ଲମ୍ବା ଧାଡ଼ି ଲାଗି ରହିଛି। ଶନିବାରରେ ଦୂରଦୂରାନ୍ତରୁ ଶ୍ରଦ୍ଧାଳୁ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଆସିଛନ୍ତି।...

ସୋମବାରଠାରୁ ଭକ୍ତଙ୍କ ଲାଗି ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୭।୧: ଆସନ୍ତା ସୋମବାରଠାରୁ ଭକ୍ତଙ୍କ ଲାଗି ବନ୍ଦ ରହିବ ଶ୍ରୀମନ୍ଦିର। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଜାନୁୟାରୀ ୩୧ ଯାଏ ଏହି କଟକଣା ରହିବ। ଶୁକ୍ରବାର ଛତିଶା ନିଯୋଗ- ଶ୍ରୀମନ୍ଦିର ପ୍ରଶାସନ ବୈଠକରେ ବନ୍ଦ...

ସନ୍ଧ୍ୟାରେ ଶ୍ରୀମନ୍ଦିର ନିଷ୍ପତ୍ତି

ପୁରୀ ଅଫିସ, ୭।୧: ରାଜ୍ୟରେ ଦିନକୁ ଦିନ କୋଭିଡ ପଜିଟିଭ୍‌ ବଢିଚାଲିଛି। ତେବେ ରାଜ୍ୟରେ ଶୁକ୍ରବାର ଠାରୁ କୋଭିଡ୍‌ କଟକଣା ଲାଗୁ କରାଯାଇଛି। ରାତି ୯ରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଜାରି ହୋଇଛି। କୋଭିଡ୍‌ କଟକଣାକୁ ଦୃଷ୍ଟିରେ...

ପ୍ରକାଶ ପାଇଲା ତାଲିକା: ପୁରୀ ଜିଲାରେ ୧୩ ଲକ୍ଷ ୯୧ ହଜାର ୧୬୪ଜଣ ଭୋଟର

ପୁରୀ ଅଫିସ,୬।୧: ପୁରୀ ଜିଲାର ୬ଟି ବିଧାନସଭା ନିର୍ବାଚନମଣ୍ତଳୀରେ ସମସ୍ତ ଭୋଟରଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇଛି। ଜିଲାରେ ମୋଟ ୧୩ ଲକ୍ଷ ୯୧ ହଜାର ୧୬୪ ଜଣ ଭୋଟର ଅଛନ୍ତି । ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୧୭...

‘ବିଶ୍ୱରେ ଓଡ଼ିଶା ଯୁବତୀଯୁବକଙ୍କ ଚାହିଦା ବଢ଼ିବ’

ଭୁବନେଶ୍ୱର,(ବ୍ୟୁରୋ)/ପୁରୀ ଅଫିସ/କୃଷ୍ଣପ୍ରସାଦ, ୬ା୧(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ର ଉଦ୍‌ଘାଟନ କରିଛନ୍ତି। ୧୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ଆଇଟିଆଇରେ ଇଲେକ୍ଟ୍ରିସିଆନ, ଫିଟର,...

ଘରୋଇ ସଂସ୍ଥା ହାତକୁ ଯିବ ଭକ୍ତନିବାସ

ପୁରୀ ଅଫିସ,୬।୧: ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପାଇଁ ଥିବା ଭକ୍ତନିବାସକୁ ପ୍ରଶାସନ ଏବେ ଘରୋଇକରଣ କରିବାକୁ ଯୋଜନା ଚଳାଇଛି। ସୁଲଭ ମୂଲ୍ୟରେ ରହଣି ପାଇଁ ଥିବା ବଗଲା ଧର୍ମଶାଳାକୁ ବିକ୍ରି କରିଦିଆଯିବା ପରେ ଏହି ବିକଳ୍ପ ଶେଷ ହୋଇଥିଲା। ଏବେ ପୁଣି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri