ପୁରୀ

ପର୍ସ ଫେରାଇଲେ ୩ ବନ୍ଧୁ

ପିପିଲି,୬।୧୨(ଡି.ଏନ୍‌.ଏ.): ଏବେ ବି ବଞ୍ଚିଛି ମାନବିକତା। ଜଣେ ଅବସରପ୍ରାପ୍ତ ସୈନିକଙ୍କ ହଜିଥିବା ପର୍ସ ୩ଜଣ ବନ୍ଧୁ ଫେରାଇ ଦେଇଛନ୍ତି। ଭୁବନେଶ୍ୱରର ଅବସରପ୍ରାପ୍ତ ସୈନିକ ଧନଞ୍ଜୟ ଆଚାର୍ଯ୍ୟ ରବିବାର ପୂର୍ବାହ୍ନରେ ପୁରୀ ଯିବା ବାଟରେ ପିପିଲି ବଜାରରେ ନିଜର ଟଙ୍କା ଏବଂ...

ବଢୁଛି ଜୁଆର,ସମୁଦ୍ର ଯିବାକୁ ବାରଣ

ପୁରୀ ଅଫିସ,୫।୧୨:: ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିଛି ସମ୍ଭାବ୍ୟ ବାତ୍ୟା ଜୱାଦ। ପୁରୀ ଉପକୂଳ ନିକଟରେ ପହଞ୍ଚିବା ବେଳକୁ ବାତ୍ୟାର ବେଗ କମିଯାଇଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଶନିବାର ଅପରାହ୍ନ ସୁଦ୍ଧା ବର୍ଷାର ମାତ୍ରା କମ୍‌...

ପୁରୀରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ପୁରୀ ଜିଲାରେ ବାତା ‘ଜଓ୍ବାଦ’ ସ୍ଥଳଭାଗ ଛୁଇଁପାରେ। ୪ ତାରିଖ ସନ୍ଧ୍ୟା ଏବଂ ୫ ତାରିଖ ସକାଳ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ସ୍ଥଳଭାଗ ଅଳ୍ପ ଛୁଇଁବା ପରେ ବାତ୍ୟା ପୁଣି...

ଆଜିଠୁ ୩ଦିନ ଶ୍ରୀମନ୍ଦିରରେ ଦେବ ଦୀପାବଳି

ପୁରୀ ଅଫିସ, ୩ା୧୨: ମାର୍ଗଶିର ମାସ ଚତୁର୍ଦ୍ଦଶୀ ତିଥି ଅବସରରେ ଶୁକ୍ରବାରଠାରୁ ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ଦେବ ଦୀପାବଳି ଉତ୍ସବ ଅନୁଷ୍ଠିତ ହେବ। ମାନବୀୟ ଲୀଳା କରୁଥିବା ମହାପ୍ରଭୁ ଶ୍ରୀଜଗନ୍ନାଥ ମାର୍ଗଶିର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ଶୁକ୍ଳ...

ଭିତର ରତ୍ନଭଣ୍ଡାର ନକଲି ଚାବିକୁ ନେଇ ଦ୍ୱନ୍ଦ୍ୱ

ପୁରୀ ଅଫିସ,୩ା୧୨:ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଚାବି ପ୍ରସଙ୍ଗ ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ରତ୍ନଭଣ୍ଡାର ଚାବି ହଜିବା ଓ ପରେ ପୁଣି ରେକର୍ଡ ରୁମ୍‌ରୁ ତତ୍କାଳୀନ ଜିଲାପାଳ ଅରବିନ୍ଦ ଅଗ୍ରୱାଲଙ୍କୁ ନକଲି ଚାବି ମିଳିଯିବା ଘଟଣା ନେଇ ସେସମୟରେ...

ଦେଢ଼ଶୁରଙ୍କୁ ଆଜୀବନ କାରାଦଣ୍ଡ

ନିମାପଡ଼ା,୨।୧୨(ଡି.ଏନ୍‌.ଏ.): ନିମାପଡ଼ା ଅତିରିକ୍ତ ଜିଲା ଦୌରାଜଜ(ଏଡିଜେ)ଙ୍କ କୋର୍ଟରେ ଗୁୁରୁବାର ଏକ ହତ୍ୟାକାଣ୍ଡ ଘଟଣାର ରାୟ ପ୍ରକାଶ ପାଇଛି। ଦୌରାଜଜ ହତ୍ୟାକାଣ୍ଡରେ ସମ୍ପୃକ୍ତ ଦୋଷୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି। ଘଟଣା ଅନୁଯାୟୀ, ଗତ ୪।୩।୨୦୧୭ରେ କୋଣାର୍କ ଥାନା ଅନ୍ତର୍ଗତ ନଳକଣ ଗ୍ରାମରେ...

ଜଳ ନିଷ୍କାସନ ବ୍ୟବସ୍ଥା ନାହିଁ, ଉଜୁଡୁଛି ଫସଲ

କଣାସ, ୨୮ା୧୧(ସ୍ବ.ପ୍ର.): ପୁରୀ ଜିଲାରେ ପ୍ରବାହିତ ଦୟା, ଭାର୍ଗବୀ, ରାଜୁଆ, ମକରା, ଲୁଣା, କାଣିଆ, ମଲାଗୁଣି, କୁଶଭଦ୍ରା, ପ୍ରାଚୀ ଏବଂ ଦେବୀ ନଦୀର ବନ୍ୟାଜଳ ପ୍ରତିବର୍ଷ ଠିକ୍‌ ଭାବେ ନିଷ୍କାସନ ହୋଇ ପାରୁନାହିଁ। ଫଳରେ ଚାଷୀଙ୍କର ବ୍ୟାପକ ଫସଲ କ୍ଷତିଗ୍ରସ୍ତ...

ଅଣ୍ଡାମାଡ଼ ରାଜନୀତି

ପୁରୀ ଅଫିସ,୨୮।୧୧: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସକୁ ୪ ଦିନ ପୂରିଛି। ଓଡ଼ିଆଙ୍କ ଆରାଧ୍ୟ ଠାକୁର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ ଉଦ୍ଦିଷ୍ଟ ଥିବା ହେତୁ ପୁରୀବାସୀଙ୍କ ସମେତ ରାଜ୍ୟବାସୀଙ୍କ ନଜର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ ଉପରେ ରହିଥିଲା।...

ଏ ବର୍ଷ ହେବନି ଯାତ୍ରା, ମିନାବଜାର

କୋଣାର୍କ,୨୭।୧୧(ଡି.ଏନ୍‌.ଏ.): ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ରାଜ୍ୟ ପର୍ଯ୍ୟଟନ ବିଭାଗ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ, ଓଟିଡିସିର ମିଳିତ ଆନୁକୂଲ୍ୟରେ କୋଣାର୍କସ୍ଥିତ ମୁକ୍ତାକାଶ ରଙ୍ଗମଞ୍ଚରେ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତଭିତ୍ତିକ କୋଣାର୍କ ଉତ୍ସବ ଏବଂ ଚନ୍ଦ୍ରଭାଗା ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା...

ଏଥର ଉଠିପାରେ ରତ୍ନଭଣ୍ଡାର ପ୍ରସଙ୍ଗ

ପୁରୀ ଅଫିସ,୨୬।୧୧:  ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କ ପାଇଁ ଅଡ଼ୁଆ ବଢ଼ିବାରେ ଲାଗିଛି। ପୁରୀ ଜିଲା ଟ୍ରେଜେରି ତଥ୍ୟରେ ତାଳମେଳ ରହୁ ନ ଥିବା ଜଣାପଡ଼ିବା ପରେ ଜଗନ୍ନାଥପ୍ରେମୀ ରତ୍ନଭଣ୍ଡାର ସୁରକ୍ଷାକୁ ନେଇ...

ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌କୁ ଅଣ୍ଡାମାଡ଼: ୩ ଗିରଫ

ପୁରୀ ଅଫିସ,୨୫ା୧୧: ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତବେଳେ ତାଙ୍କ କାରକେଡ୍‌କୁ ଅଣ୍ଡାମାଡ଼ କରିବା ଅଭିଯୋଗରେ ପୁରୀ ପୋଲିସ ୩ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ପୁରୀ ଜିଲା ଭାଜପା ଯୁବମୋର୍ଚ୍ଚା ସଭାପତି ଜୟନ୍ତ କୁମାର ଦାସ, ପ୍ରଦୀପ...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଐତିହାସିକ: ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୫ା୧୧: ଶ୍ରୀମନ୍ଦିର ପରିସର ଆଧୁନିକୀକରଣ ହେବାକୁ ଯାଉଛି। ଖୁବ୍‌ଶୀଘ୍ର ନୂଆ ପ୍ରକଳ୍ପ ଅନୁଯାୟୀ ନୂଆ ରୂପ ନେବ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୁରୀ ଗସ୍ତରେ ଆସି ଗଜପତିଙ୍କ ସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri