ପୁରୀ

ପୁରୀ ନାମ ଶ୍ରୀଜଗନ୍ନାଥ ଧାମ ପୁରୀ ହେଉ

ପୁରୀ ଅଫିସ, ୬।୧୧: ମହାପ୍ରଭୁ ଶ୍ରୀଜଗନ୍ନାଥ ହିଁ କୋଟି କୋଟି ମଣିଷଙ୍କ ଦେବତା। ତାଙ୍କ ବିନା ପୁରୀ, ଓଡ଼ିଶା କିମ୍ବା ଭାରତର ପରିଚୟ ନାହିଁ। ତେଣୁ ପୁରୀର ନାମ ଜଗନ୍ନାଥ ପୁରୀ ନାମରେ ନାମିତ କରାଯିବାକୁ ଦାବି କରି ସାଧୁସନ୍ଥ,...

ପୁରୀ ଧାମ, ମଠ ସଂସ୍କୃତିର ବିକାଶ କରାଯିବ: ଧର୍ମେନ୍ଦ୍ର

ପୁରୀ ଅଫିସ, ୬।୧୧: କେଦାରନାଥ ପୀଠରେ ଶୁକ୍ରବାର ଆଦିଶଙ୍କରାଚାର୍ଯ୍ୟଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ ଅବସରରେ ପୁରୀରେ ମହୋଦଧି ପୂଜନ ଓ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଦାରନାଥଠାରେ ଆୟୋଜିତ ଉତ୍ସବରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇଥିବାବେଳେ...

ଶ୍ରୀମନ୍ଦିର ଚାରିପାଖେ ୧୪୪ ଧାରା

ପୁରୀ ଅଫିସ,୪।୧୧: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଗୁରୁବାର ଦୀପାବଳିରେ କାଉଁରିଆ କାଠି ଜାଳିବା ଉପରେ କଟକଣା ଜାରି ହୋଇଛି। ସେହିପରି ଶ୍ରୀମନ୍ଦିର ଓ ଚତୁଃପାର୍ଶ୍ୱରେ ଜନସମାଗମ ନ ହେବା ପାଇଁ ୧୪୪ ଧାରା ଜାରି କରାଯାଇଛି। ଗୁରୁବାର ଭୋର ୪ଟାରୁ...

ଜିଲାପାଳଙ୍କ ଅଫିସ୍‌ ଲିଫ୍ଟରେ ଫସିଲେ ୮ ଆଇନଜୀବୀ

ପୁରୀ ଅଫିସ,୪।୧୧: ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥ ଲିଫ୍ଟରେ ବୁଧବାର ୮ଜଣ ଆଇନଜୀବୀ ପ୍ରାୟ ୨୦ ମିନିଟ ଫସିରହିଥିଲେ। ଏହି ସମୟରେ ସେମାନେ ଅଣନିଃଶ୍ୱାସୀ ଅନୁଭବ କରିଥିଲେ। ଏ ନେଇ ଜଣାପଡ଼ିବା ପରେ ଲିଫ୍ଟ ଚାବି ଖୋଲାଯାଇ ସେମାନଙ୍କୁ ଉଦ୍ଧାର...

ପୁରୀ ଜିଲା ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ସିଧାସଳଖ…

ପୁରୀ ଅଫିସ,୩।୧୧: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଜିଲାର ୧,୬୫,୧୩୧ ଜଣ କ୍ଷୁଦ୍ର...

ଏହି ଜିଲାର ଚାଷୀ ପାଇବେ କାଳିଆ ସହାୟତା

ପୁରୀ ଅଫିସ,୩।୧୧: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀଙ୍କ ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କାଳିଆ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଚାଷୀ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ । ଏଥିପାଇଁ ୩୩.୦୩ କୋଟି ଟଙ୍କା...

ଦୀପାବଳି ଦିନ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଜାରି ହେବ ୧୪୪ ଧାରା

ପୁରୀ ଅଫିସ,୧।୧୧: ଆସନ୍ତା ୪ ତାରିଖରେ ପବିତ୍ର ଦୀପାବଳି ଓ ପୟାଶ୍ରାଦ୍ଧ। ଏହି ଅବସରରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବା ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ୧୪୪ଧାରା ଜାରି ହେବ। ପରମ୍ପରା ଅନୁଯାୟୀ ଦୀପାବଳି ଦିନ ଭକ୍ତମାନେ ବଡବଡୁଆ ଡାକିବା...

ଆଜିଠୁ ପଶ୍ଚିମଦ୍ୱାର ଦେଇ ଦର୍ଶନ

ପୁରୀ ଅଫିସ,୧।୧୧: ନୂତନ ଏସ୍‌ଓପି ଅନୁଯାୟୀ ସୋମବାରଠାରୁ ପୁରୀ ସହରବାସୀ ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର ଦେଇ ପ୍ରବେଶକରି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଏଥିପାଇଁ କୋଭିଡ୍‌ କଟକଣା ପାଳନ ସହ ଆବଶ୍ୟକ ପରିଚୟପତ୍ର ଓ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ କିମ୍ବା ଦୁଇଡୋଜ୍‌...

ଗୁଣ୍ଡିଚା ମନ୍ଦିରକୁ ବାଇକ୍‌ରେ ପଶିଲେ ଜେଟିପି

ପୁରୀ ଅଫିସ,୩୦।୧୦: ଶ୍ରୀଗୁଣ୍ଡିଚା ମନ୍ଦିର ଭିତରକୁ ଗୁରୁବାର ରାତିରେ ଜଣେ ଖାକି ପୋଷାକଧାରୀ ବ୍ୟକ୍ତି ବାଇକ୍‌ ଚଳାଇ ପ୍ରବେଶ କରିବା ବେଳର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଫଳରେ ଏହି ଘଟଣା ସାମ୍ନାକୁ ଆସିଛି। ଏନେଇ ସାଧାରଣରେ ତୀବ୍ର...

ମହାପ୍ରଭୁଙ୍କୁ ଦର୍ଶନ କଲେ ୨ କେନ୍ଦ୍ରମନ୍ତ୍ରୀ

ପୁରୀ ଅଫିସ,୩୦।୧୦: କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଏବଂ କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରାଓସାହେବ ଦାଦାରାଓ ଧାନ୍‌ଭେ ଶୁକ୍ରବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଦ୍ୱୟ ଏକ ହେଲିକପ୍ଟରରେ...

ଶ୍ରୀମନ୍ଦିର, ଅଠରନଳା ୧୦୦ମିଟର ପରିଧିରୁ ହଟିବ ବେଆଇନ ନିର୍ମାଣ

ପୁରୀ ଅଫିସ,୨୯।୧୦: ଶ୍ରୀମନ୍ଦିର ଓ ଅଠରନଳା ପୋଲ ଚୌହଦୀର ୧୦୦ ମିଟର ଅଞ୍ଚଳ ଭିତରେ ବେଆଇନ କୋଠା ନିର୍ମାଣଗୁଡିକ ବିରୋଧ କରାଯାଇଛି। ଏ ନେଇ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି । ଶୁକ୍ରବାର ପିକେଡିଏ ଓ ଏଏସଆଇ ଅଧିକାରୀଙ୍କୁ ନେଇ ଏକ...

ରାଜଭବନରେ ଚାକିରି ପାଇଁ ଲାଞ୍ଚ

ପୁରୀ ଅଫିସ,୨୯।୧୦: ପୁରୀ ରାଜଭବନରେ ଚତୁର୍ଥଶ୍ରେଣୀ କର୍ମଚାରୀ ପଦବୀରେ ଚାକିରି କରାଇଦେବା ପାଇଁ ଦେଢ଼ ଲକ୍ଷ ଟଙ୍କା ଲାଞ୍ଚ ମଗାଯାଉଥିବାର ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହେଉଛି। ପୁରୀ ରାଜଭବନରେ କାର୍ଯ୍ୟରତ ଜଣେ କର୍ମଚାରୀ ଚାକିରି କରାଇଦେବା ଲାଗି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri