ପୁରୀ

୧୯୬୦ ପରଠୁ ରତ୍ନଭଣ୍ଡାର ଚାବିକାଠି ହସ୍ତାନ୍ତର ହୋଇନି

ପୁରୀ ଅଫିସ,୨୮।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବିକାଠି ବାସ୍ତବରେ ହଜିଥିଲା ନା ଏହା ପ୍ରଶାସନର କପୋଳକଳ୍ପିତ କାହାଣୀ ଥିଲା ତାହାକୁ ନେଇ ଜଗନ୍ନାଥପ୍ରେମୀଙ୍କ ମନରେ ନାନା ପ୍ରଶ୍ନ ଉଙ୍କି ମାରିଛି। ରତ୍ନଭଣ୍ଡାର ଭିତର ଘର ଚାବିକାଠି ୧୯୬୦ ମସିହାଠାରୁ କାହାକୁ ହସ୍ତାନ୍ତର...

ସରିଲା ପ୍ରଚାର, ଭୋଟକୁ ଅପେକ୍ଷା

ପୁରୀ ଅଫିସ,୨୮।୯: ପିପିଲି ଉପନିର୍ବାଚନ ପାଇଁ ୩୦ ତାରିଖରେ ମତଦାନ ହେବାକୁ ଥିବାବେଳେ ସୋମବାର ସନ୍ଧ୍ୟାରେ ପ୍ରଚାର ଶେଶ ହୋଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଭିଡିଓ କନଫରେନ୍ସ ମାଧ୍ୟମରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ କୁମାର ଲୋହାନୀ ଉପନିର୍ବାଚନ...

ଆଜି ସରିବ ପିପିଲି ଉପନିର୍ବାଚନ ପାଇଁ ପ୍ରଚାର

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଆଜି ଅର୍ଥାତ୍‌ ସୋମବାର ସରୁଛି ପ୍ରଚାର। ଭୋଟରଙ୍କ ମନ ଜିଣିବାକୁ ଆଜି ପ୍ରାର୍ଥୀମାନେ ଆପ୍ରାଣ ଉଦ୍ୟମ କରିବେ। ଏହି ନିର୍ବାଚନ ପାଇଁ ରାଜ୍ୟର ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ମଧ୍ୟରେ...

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ଦେବାଂଶ

କୃଷ୍ଣପ୍ରସାଦ,୨୭୯।(ଡି.ଏନ୍‌.ଏ.): ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ପାରିକୁଦ ଗଡ଼ର ୨ବର୍ଷ ୭ ମାସର ଦେବାଂଶ ପାତ୍ର ସ୍ଥାନ ପାଇଛନ୍ତି। ସେ ୪୦ଟି ପଶୁଙ୍କ ନାମ, ୪୮ ପକ୍ଷୀ, ୨୨ଯାନବାହନ, ୨୨ ଗାଡ଼ିର ଲୋଗୋ, ୩୫...

ସିଫା ନିକଟ ୨ ବ୍ଲକରେ ହେବ ‘ରଙ୍ଗିନ ମାଛ ଗାଁ’

ପିପିଲି,୨୬।୯(ସ୍ବ.ପ୍ର.): ସିଫା ନିକଟ ୨ଟି ବ୍ଲକରେ ‘ରଙ୍ଗିନ ମାଛ ଗାଁ’ ପ୍ରତିଷ୍ଠା କରାଯିବ। କୌଶଲ୍ୟାଗଙ୍ଗସ୍ଥିତ ଆଇସିଏଆର୍‌-ସିଫାରେ ଥିବା ଖୋର୍ଦ୍ଧା କୃଷିବିଜ୍ଞାନ କେନ୍ଦ୍ରରେ ରଙ୍ଗିନ ମାଛଚାଷ ମାଧ୍ୟମରେ ‘ମହିଳାଙ୍କ ଅର୍ଥନୈତିକ ସଶକ୍ତୀକରଣ’ ଶୀର୍ଷକ ୩ଦିନିଆ ପ୍ରଶିକ୍ଷଣ ଶିବିରର ଶନିବାର ଉଦ୍‌ଯାପନୀ ସଭାରେ...

୩ ପ୍ରାର୍ଥୀଙ୍କ ମଧ୍ୟରେ ଚାଲିଛି ଟକ୍କର

ପିପିଲି/ଡେଲାଙ୍ଗ, ୨୬।୯(ସ୍ବ.ପ୍ର./ଡି.ଏନ୍‌.ଏ.): ପିପିଲି ଉପନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ପିିପିଲି, ଡେଲାଙ୍ଗ ଅଞ୍ଚଳରେ ରାଜନୈତିକ ଦଳଗୁଡ଼ିକର ଜୋରସୋରରେ ପ୍ରଚାର, ସଭା ଚାଲିଛି। ହେଭିଓ୍ବେଟ ତଥା ବରିଷ୍ଠ ନେତାମାନେ ମଇଦାନକୁ ଓହ୍ଲାଇବା ସହ ନିଜ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ...

ଶ୍ରୀଜିଉଙ୍କ ଦର୍ଶନ କଲେ ସିଜେଆଇ

ପୁରୀ ଅଫିସ,୨୫।୯: ପୁରୀ ଗସ୍ତରେ ଆସିଥିବା ସୁପ୍ରିମ୍‌କୋର୍ଟର ପ୍ରଧାନ ବିଚାରପତି ଏନ୍‌.ଭି.ରମନା ଶନିବାର ସକାଳେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ସେ ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ୫ଟି ସଚିବ ଭି.କେ.ପାଣ୍ଡିଆନ୍‌, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ଜିଲାପାଳ ସମର୍ଥ...

ସହାୟତା ଅପେକ୍ଷାରେ କ୍ୟାନ୍ସର ପୀଡ଼ିତା ଅନିନ୍ଦିତା

କାକଟପୁର,୨୫।୯(ଡି.ଏନ୍‌.ଏ.):ପୁରୀ ଜିଲା କାକଟପୁର ବ୍ଲକ ଅଞ୍ଚଳର ୫ବର୍ଷର ଝିଅ ଅନିନ୍ଦିତା ଜୀବନ କ’ଣ ଜାଣିବା ଆଗରୁ ସମୟ ତାଙ୍କୁ ଏକ ବିପଦପୂର୍ଣ୍ଣ ସ୍ଥିତି ଆଡ଼କୁ ନେଇଯାଇଛି। କାରଣ ସେ ଏବେ ବ୍ଲଡ କ୍ୟାନ୍ସର (ରକ୍ତ କର୍କଟ) ରୋଗରେ ପୀଡ଼ିତ ହୋଇ...

ପିପିଲି ଉପନିର୍ବାଚନ ଭୋଟ ଗଣତି ନିମନ୍ତେ ତାଲିମ

ପୁରୀ ଅଫିସ, ୨୫।୯:ପିପିଲି ଉପନିର୍ବାଚନ ଭୋଟ ଗଣତି ପାଇଁ ଶୁକ୍ରବାର ପୁରୀ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ସୁପରଭାଇଜର ଓ କାଉଣ୍ଟିଂ ଆସିଷ୍ଟାଣ୍ଟମାନଙ୍କୁ ତାଲିମ ଦିଆଯାଇଛି। ଆସନ୍ତା ୩୦ ତାରିଖରେ ମତଦାନ...

ବନ୍ୟାଜଳ କମିବା ସତ୍ତ୍ୱେ ଚାଷଜମି ଜଳାର୍ଣ୍ଣବ

କାକଟପୁର,୨୪।୯(ଡି.ଏନ୍‌.ଏ.): କାକଟପୁର ବ୍ଲକର ୮୦ରୁ ୯୦ ଭାଗ ଲୋକ ଧାନ ଚାଷ, ପାନବରଜ ଓ ପନିପରିବା ଚାଷକରି ଗୁଜୁରାଣ ମେଣ୍ଟାନ୍ତି। ଏ ଅଞ୍ଚଳର ବର୍ଷା ଜଳ ନିଷ୍କାସନର ଏକମାତ୍ର ମାଧ୍ୟମ ହେଉଛି ପ୍ରାଚୀ ନଦୀ। କିନ୍ତୁ ପ୍ରଶାସନର ଅପାରଗତା ଓ...

ପିପିଲି ଉପନିର୍ବାଚନ: ପୋଷ୍ଟାଲ ମତଦାନ ଆରମ୍ଭ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ପିପିଲି ଉପନିର୍ବାଚନ ନେଇ ଗୁରୁବାରଠାରୁ ପୋଷ୍ଟାଲ ମତଦାନ ଆରମ୍ଭ ହୋଇଛି। ଏହି ପୋଷ୍ଟାଲ ବାଲାଟରେ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ଭୋଟର, ଦିବ୍ୟାଙ୍ଗ ଏବଂ କୋଭିଡ୍‌ ଆକ୍ରାନ୍ତଙ୍କ ମତ ଗ୍ରହଣ କରାଯାଉଛି। ଏହି ପ୍ରକିୟାରେ ମାଇକ୍ରୋ ଅବ୍‌ଜର୍ଭର, ପ୍ରିଜାଇଡିଂ...

ବିନା ଟିକେଟରେ ଯାତ୍ରା କରି ବନ୍ଧା ହେଲେ ୨୫ଜଣ

ପୁରୀ ଅଫିସ, ୨୨ା୯: ବିଭିନ୍ନ ଟ୍ରେନ୍‌ରେ ବିନା ଟିକେଟରେ ଯାତ୍ରା କରିବା ଅଭିଯୋଗରେ ୨୫ଜଣଙ୍କୁ ରେଲଓ୍ବେ ପୋଲିସ ଗିରଫ କରିଛି। ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ମଙ୍ଗଳବାର ସେମାନଙ୍କୁ ସ୍ବତନ୍ତ୍ର ରେଲଓ୍ବେ ମାଜିଷ୍ଟ୍ରେଟଙ୍କ ନିକଟକୁ ପଠାଇ ଦିଆଯାଇଛି। ପୁରୀ ରେଲଓ୍ବେ ଥାନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri