ପୁରୀ

ଚଳନ୍ତା ବସ୍‌କୁ ଅଟକାଇ ଲୁଟ୍‌: କଣ୍ଡକ୍ଟର, ଡ୍ରାଇଭର ସମେତ ଯାତ୍ରୀଙ୍କୁ ଆକ୍ରମଣ

ଡେଲାଙ୍ଗ,୧୮।୯(ଡି.ଏନ.ଏ): ଡେଲାଙ୍ଗ ଥାନା ଅଞ୍ଚଳ ଅରିସଲ ଛକ ଓ ଖେଲାଉର ଛକ ମଧ୍ୟରେ ଥିବା ନିଛାଟିଆ ସ୍ଥାନରେ ଶନିବାର ରାତିରେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ ଅଟକାଇ ଲୁଟ କରିଥିବା ଅଭିଯୋଗ ହୋଇଛି। କଟକରୁ ଡେଲାଙ୍ଗ ଅଭିମୁଖେ ଫେରୁଥିବା ଏକ...

ଗଜପତିଙ୍କ ଶାସନର ୬୪ଅଙ୍କ ଆରମ୍ଭ

ପୁରୀ ଅଫିସ, ୧୯।୯: ପବିତ୍ର ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥି ଅବସରରେ ଶ୍ରୀନହର ପରିସରରେ ସୁନିଆ ନୀତି ସମ୍ପନ୍ନ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଶାସନରେ ୬୩ଅଙ୍କ ଶେଷ ହୋଇଛି। ଶନିବାର ସୁନିଆ ଅବସରରେ ଗଜପତି ମହାରାଜ...

ନଦୀରେ ବୁଡ଼ିଗଲେ ୨ ଭାଇ

ଡେଲାଙ୍ଗ,୧୭।୯(ଡି.ଏନ୍‌.ଏ.): ପୁରୀ ଜିଲା ଡେଲାଙ୍ଗ ବ୍ଲକରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଧାନକେରା ପଞ୍ଚାୟତ ନାଗଣ ଗ୍ରାମ ନିକଟ ଲୁଣା ନଦୀରେ ୨ ଶିଶୁପୁତ୍ର ବୁଡ଼ି ପ୍ରାଣ ହରାଇଛନ୍ତି। ସେମାନେ ହେଲେ ନାଗଣ ଗ୍ରାମର ସଦାଶିବ ପ୍ରଧାନଙ୍କ ବଡ଼ପୁଅ...

ନିଆରା ଢଙ୍ଗରେ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ ଅଫିସ୍‌,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୧ ତମ ଜନ୍ମଦିନରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ, କେନ୍ଦ୍ର ମନ୍ତ୍ରୀ, ଭାଜପା ନେତା ଏବଂ ଅନ୍ୟମାନେ ତାଙ୍କୁ ଅଭିବାଦନ ଜଣାଇଛନ୍ତି। ମୋଦିଙ୍କ ଜନ୍ମଦିନରେ ଦେଶର ବିଭିନ୍ନ ଅଞ୍ଚଳରେ ଲୋକମାନେ ନିଜ ନିଜ...

ଆଜି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୭ା୯: ପବିତ୍ର ସୁନିଆ ଏବଂ ବିଶ୍ୱକର୍ମା ପୂଜା ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। କୋଭିଡ୍‌ କଟକଣାକୁ ଦୃଷ୍ଟିରେ ରଖି ଜାରି ହୋଇଥିବା ନୂତନ ଏସ୍‌ଓପି ଅନୁଯାୟୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି...

ଏମାର ମଠରେ ପୁଣି ଗୁପ୍ତଧନ ସନ୍ଧାନ

ପୁରୀ ଅଫିସ,୧୭।୯: ବହୁଚର୍ଚ୍ଚିତ ଏମାର ମଠରେ ଗୁପ୍ତଧନ (ବିଭିନ୍ନ ମୂଲ୍ୟବାନ ସମ୍ପତ୍ତି) ଓ ରୁପାଇଟା ଥିବା ସନ୍ଧାନରେ ପୁଣି ଯାଞ୍ଚ ଆରମ୍ଭ ହୋଇଛି। ଗୁରୁବାର ଏମାର ମଠର ପାଠଶାଳା, ବାଟ ଅଗଣା, ସିନ୍ଦୁକ, ଗାଦିଘର ସମେତ ଅନେକ ଗୁପ୍ତ କୋଠରିକୁ...

ଏମାର ମଠରେ ଗୁପ୍ତଧନ ସନ୍ଧାନ

ପୁରୀ ଅଫିସ,୧୬।୯: ବହୁଚର୍ଚ୍ଚିତ ଏମାର ମଠରେ ଗୁପ୍ତଧନ (ବିଭିନ୍ନ ମୂଲ୍ୟବାନ ସମ୍ପତ୍ତି) ଓ ରୁପାଇଟା ଥିବା ସନ୍ଧାନରେ ପୁଣି ଯାଞ୍ଚ ଆରମ୍ଭ ହୋଇଛି। ଗୁରୁବାର ଏମାର ମଠର ପାଠଶାଳା, ବାଟ ଅଗଣା, ସିନ୍ଦୁକ, ଗାଦିଘର ସମେତ ଅନେକ ଗୁପ୍ତ କୋଠରୀକୁ...

ପ୍ରକାଶ ପାଇଲା ସବୁ ଦଳର ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର, ୧୬।୯(ବ୍ୟୁରୋ):  ପିପିଲି ଉପନିର୍ବାଚନ ଲାଗି ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଓ ଭାଜପା ନିଜ ନିଜର ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛନ୍ତି। ଆସନ୍ତା ୩୦ରେ ପିପିଲି ଉପନିର୍ବାଚନ ଥିବାବେଳେ ଅକ୍ଟୋବର ୩...

ନୂଆ ରୂପ ପାଇବ ପୁରୀ ପାଣିପାଗ କେନ୍ଦ୍ର

ପୁରୀ ଅଫିସ,୧୬।୯:  ପୁରୀ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନୂଆ ରୂପ ପାଇବ। ଏହି କେନ୍ଦ୍ରର ଅତ୍ୟାଧୁନିକୀକରଣ କରାଯିବ। ପୁରୀର ବିଭିନ୍ନ ସ୍ଥାନରେ ଅତ୍ୟାଧୁନିକ ପାଣିପାଗ ସୂଚନା ପ୍ରଦାନ ସମ୍ପର୍କିତ କମ୍ପ୍ୟୁଟର ଏଲ୍‌ଇଡି ସ୍କ୍ରିନ୍‌ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଲଗାଯିବ। ଏହାଦ୍ୱାରା...

ଚିଲିକାରୁ ୩୬୦ ଏକର ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୧୬।୯(ଡି.ଏନ.ଏ): ଚିଲିକାକୁ ନେଇ ମତ୍ସ୍ୟଜୀବୀ, ପେସାଦାର ମତ୍ସ୍ୟଜୀବୀ ଓ ପ୍ରଶାସନ ମଧ୍ୟରେ ବିବାଦ ଲାଗି ରହିଥିବା ବେଳେ ବୁଧବାର ଠାରୁ ପୁଣି ଚିଲିକାରୁ ଘେରି ଉଚ୍ଛେଦ ପ୍ରକ୍ରିିୟା ଆରମ୍ଭ ହୋଇଛି। ପୁରୀ ଜିଲା ପ୍ରଶାସନ ଏବଂ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ...

ମହାପ୍ରଭୁଙ୍କ ଜମିରେ ମଦ ଦୋକାନ ମନା

ପୁରୀ ଅଫିସ,୧୬।୯: ସ୍ବର୍ଗଦ୍ୱାର ନିକଟରେ ଜବରଦଖଲରେ ଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିରେ ମଦ ଦୋକାନ ହୋଇପାରିବ ନାହିଁ। ଦଖଲରେ ଥିବା ବ୍ୟକ୍ତିଙ୍କୁ ପ୍ରଥମେ ମହାପ୍ରଭୁଙ୍କ ମାଲିକାନାରୁ ଜମି କିଣିବାକୁ ପଡ଼ିବ। ସେହିଭଳି ଜମି ଦଖଲ ମାମଲା ଯେ ପର୍ଯନ୍ତ ବିଚାରାଧୀନ...

ଅନ୍ତ୍ୟେଷ୍ଟି କ୍ରିୟାରେ ନିମ୍ନମାନର ଘିଅ ବ୍ୟବହାର

ପୁରୀ ଅଫିସ,୧୪।୯: ପୁରୀ ସ୍ବର୍ଗଦ୍ୱାରରେ ସତ୍କାର କଲେ ମୃତବ୍ୟକ୍ତିଙ୍କୁ ପୁଣ୍ୟ ପ୍ରାପ୍ତି ହେଉଥିବା ବିଶ୍ୱାସରେ ଲୋକେ ଏଠାକୁ ଆସନ୍ତି। ହେଲେ ସ୍ବର୍ଗଦ୍ୱାରରେ ପୂଜା ଓ ଅନ୍ତ୍ୟେଷ୍ଟି କ୍ରିୟାବେଳେ ସାମଗ୍ରୀ କିଣାବିକାରେ ସରକାରୀ ଆଇନକୁ ଖୋଲାଖୋଲି ଭାବେ ଉଲ୍ଲଂଘନ କରାଯାଉଥିବା ଅଭିଯୋଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri