ପୁରୀ

ନୂଆ ରୂପରେ ଚମକିଲା ଲୋକୋମୋଟିଭ୍‌ ଇଞ୍ଜିନ

ପୁରୀ ଅଫିସ,୧୯।୮: ପୁରୀ ସହରରେ ବ୍ରିଟିଶ ଅମଳରୁ ରହିଥିବା ଐତିହ୍ୟ ସମ୍ପନ୍ନ ତଥା ବହୁ ପୁରାତନ ଲୋକୋମୋଟିଭ୍‌ ଇଞ୍ଜିନକୁ ପୁଣି ଥରେ ନୂଆ ରୂପରେ ସଜେଇ ଦିଆଯାଇଛି। ଚାଣକ୍ୟ ବିଏନ୍‌ଆର୍‌ ହୋଟେଲ ପରିସରରେ ଥିବା ଏହି ଇଞ୍ଜିନକୁ କିଛିଦିନ ତଳେ...

ଭିଜିଲାନ୍ସ ଜାଲରେ ଜିଲା ଶିଳ୍ପ ଉନ୍ନୟନ ଅଧିକାରୀ

ପୁରୀ ଅଫିସ,୧୮।୮: ପୁରୀ ଜିଲା ଶିଳ୍ପ ଉନ୍ନୟନ ଅଧିକାରୀ ସୀତାରାମ ସାହୁଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ ଏହି ଚଢ଼ାଉ କରିଥିବା ଜଣାପଡ଼ିଛି। ଏକକାଳୀନ ପୁରୀ,...

ଏଣିକି ସ୍ବର୍ଗଦ୍ୱାରରେ ମୃତଦେହ ସତ୍କାର

ପୁରୀ ଅଫିସ,୧୬ା୮: ଦୀର୍ଘ ୪ ମାସ ପରେ ସୋମବାରଠାରୁ ସ୍ବର୍ଗଦ୍ୱାରରେ ପୁରୀ ଜିଲା ବାହାର ଲୋକଙ୍କ  ମୃତଦେହ ସତ୍କାର କରାଯାଇପାରିବ। ସରକାରଙ୍କ ନିୟମ ଅନୁଯାୟୀ, କେବଳ କୋଭିଡ୍‌ ନେଗେଟିଭ୍‌ ବ୍ୟକ୍ତିଙ୍କର ହିଁ ମୃତଦେହ ସତ୍କାର କରାଯାଇପାରିବ। ଏଥିସହ ସମ୍ପୂର୍ଣ୍ଣ କୋଭିଡ୍‌...

ଆଜିଠୁ ସ୍କୁଲରେ ଆରମ୍ଭ ହେଲା ୯ମ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର,୧୬ା୮(ବ୍ୟୁରୋ): ସୋମବାରଠାରୁ ରାଜ୍ୟରେ ନବମ ଶ୍ରେଣୀ ପିଲାଙ୍କ ପାଇଁ ଶ୍ରେଣୀକକ୍ଷରେ ପାଠପଢ଼ା ଆରମ୍ଭ ହୋଇଛି। କରୋନା ସଂକ୍ରମଣ କମିବା ପରେ ସ୍ଥିତିକୁ ଦୃଷ୍ଟିରେ ରଖି ଅଭିଭାବକଙ୍କ ଅନୁମତି ନେଇ ପିଲାମାନେ ସ୍କୁଲକୁ ପଢ଼ିବାକୁ ଆସିଛନ୍ତି। ସକାଳ ୯ଟାରୁ କ୍ଲାସ ଆରମ୍ଭ...

ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ପୁରୀବାସୀ

ପୁରୀ ଅଫିସ,୧୬ା୮: ଦୀର୍ଘ ୪ ମାସ ପରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି । ସୋମବାରଠାରୁ ଖୋଲିଛି ଶ୍ରୀମନ୍ଦିର। ଆଜି କେବଳ ପୁରୀବାସୀ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ଶ୍ରୀମନ୍ଦିର ପ୍ରଶାସନ କରିଥିବା ଟୋକନ ବ୍ୟବସ୍ଥା ଅନୁସାରେ ସକାଳ ୭ଟାରୁ...

୧୬ରୁ ସ୍ଵର୍ଗଦ୍ୱାରରେ ବାହାର ଲୋକଙ୍କୁ ଶବଦାହ ଅନୁମତି

ପୁରୀ ଅଫିସ,୧୫।୮: ସ୍ଵର୍ଗଦ୍ୱାରରେ ଶବସତ୍କାର ଓ ମହୋଦଧିରେ ଅସ୍ଥି ବିସର୍ଜନ ନେଇ ରହିଥିବା କଟକଣାକୁ ପୁରୀ ଜିଲା ପ୍ରଶାସନ ପ୍ରତ୍ୟାହାର କରିନେଇଛି। ଆସନ୍ତା ୧୬ ତାରିଖରୁ ବାହାର ଜିଲା ଓ ରାଜ୍ୟର ଲୋକେ ସ୍ଵର୍ଗଦ୍ୱାରରେ ଅଣକୋଭିଡ୍‌ ମୃତକଙ୍କ ଦାହ କରିପାରିବେ।...

୧୭ରୁ ଝୁଲଣ ଯାତ୍ରା ଆରମ୍ଭ

ପୁରୀ ଅଫିସ, ୧୫।୮: ଆସନ୍ତା ୧୭ ତାରିଖଠାରୁ ମଠବାଡ଼ି ଓ ଶ୍ରୀମନ୍ଦିରରେ ଆରମ୍ଭ ହେବ ବର୍ଷାକାଳୀନ ରାସ ତଥା ଝୁଲଣ ଯାତ୍ରା। ଏହା ୭ଦିନ ବ୍ୟାପୀ ଚାଲିବ। ଝୁଲଣ କୁଞ୍ଜରେ ବିଜେ ହେବେ ଶ୍ରୀ ରାଧାକୃଷ୍ଣ। କୁଞ୍ଜରେ ଝୁଲିବେ ଶ୍ରୀ...

ପୁରୀ ଓ ରାଉରକେଲା ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍‌

ରାଉରକେଲା ଏବଂ ପୁରୀ ମଧ୍ୟରେ ଏକ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରାଇବା ପାଇଁ ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ରାଉରକେଲାଠାରୁ ଏହି ଟ୍ରେନ୍‌ ଅଗଷ୍ଟ ୨୪ରୁ ଛାଡି ପୁରୀ ଅଭିମୁଖେ ଯାତ୍ରା କରିବ। ସେହିଭଳି ପୁରୀରୁ ଅଗଷ୍ଟ ୨୫ରେ ଛାଡି...

ଜିଲା ବାହାର ଲୋକଙ୍କ ପାଇଁ ୧୬ରୁ ଖୋଲିବ ସ୍ବର୍ଗଦ୍ୱାର

ପୁରୀ ଅଫିସ,୧୪।୮: ଆସନ୍ତା ୧୬ ତାରିଖରୁ ବାହାର ଜିଲାବାସୀଙ୍କ ପାଇଁ ପୁରୀ ସ୍ବର୍ଗଦ୍ୱାର ଖୋଲା ହେବ। ଏଣିକି ଜିଲା ବାହାର ଲୋକେ ନିଜ ପରିଜନଙ୍କ ମୃତଦେହ ସ୍ବର୍ଗଦ୍ୱାରରେ ସତ୍କାର କରିପାରିବେ। ଏହି ସମୟରେ କୋଭିଡ କଟକଣାକୁ କଡ଼ାକଡି ଭାବେ ପାଳନ...

ଜଗନ୍ନାଥ ଦର୍ଶନ ପାଇଁ ଏସ୍‌ଓପି

ପୁରୀ ଅଫିସ, ୧୨ା୮: ଦୀର୍ଘ ଅଢେଇ ମାସ ପରେ କରୋନା କଟକଣା କୋହଳ ଯୋଗୁ ଶ୍ରୀମନ୍ଦିର ଖୋଲିବା ନେଇ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏସ୍‌ଓପି ପ୍ରକାଶ ପାଇଛି। ଗୁରୁବାରଠାରୁ ଶ୍ରୀମନ୍ଦିର ଖୋଲିବ। ପ୍ରଥମ ଦୁଇଦିନ ଅର୍ଥାତ ୧୨ ଓ...

ଶ୍ରୀମନ୍ଦିର ଖୋଲିବା ନେଇ ଜାରି ହେଲା ଏସ୍‌ଓପି: ୧୬ରୁ ଜଗା ଦର୍ଶନ

ପୁରୀ ଅଫିସ,୧୧ା୮: ଶ୍ରୀମନ୍ଦିର ଖୋଲିବା ନେଇ ଏସ୍‌ଓପି ଜାରି ହୋଇଛି। ଗୁରୁବାରଠୁ ଦୁଇଦିନ ସେବାୟତମାନଙ୍କ ପରିବାରକୁ ଦର୍ଶନ ପାଇଁ ଅନୁମତି ରହିଛି। ଆସନ୍ତା ୧୬ରୁ ୨୦ ତାରିଖ ପର୍ଯ୍ୟନ୍ତ ପୁରୀବାସୀଙ୍କୁ ଦର୍ଶନ ପାଇଁ ଅନୁମତି ରହିଛି। ଆସନ୍ତା ୨୩ ତାରିଖରୁ...

ମହାପ୍ରଭୁଙ୍କ ଖସାପଡ଼ା ନୀତି ସମ୍ପନ୍ନ

ପୁରୀ ଅଫିସ, ୧୦।୮: ଶ୍ରୀମନ୍ଦିରରେ ସୋମବାର ମହାପ୍ରଭୁଙ୍କ ଖସାପଡ଼ା ନୀତି ସମ୍ପନ୍ନ ହୋଇଛି। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ୍ନ କରିଥିଲେ। ମଧ୍ୟାହ୍ନ ଧୂପ ସହ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ପରେ ମଇଲମ ନୀତି ଅନୁଷ୍ଠିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri