ପୁରୀ

ଶୃଙ୍ଖଳାର ପରକାଷ୍ଠା ଦେଖାଇଛନ୍ତି ପୁରୀବାସୀ: ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୨।୭: କୋଭିଡ୍‌ କଟକଣା ମଧ୍ୟରେ ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଶାନ୍ତିସୃଙ୍ଖଳାର ସହ ସୋମବାର ଶେଷ ହୋଇଛି । ଶ୍ରୀଜିଉଙ୍କ ୩ ରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେବାୟତ, ପୁରୀ ଜିଲା...

ଶରଧାବାଲିରେ ଲାଗିଲା ୩ ରଥ

ପୁରୀ ଅଫିସ,୧୨।୭: ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ୩ ରଥ। ଅପରାହ୍ନ ୪.୩୦ରେ ବଳଭଦ୍ରଙ୍କ ତାଳଧ୍ବଜ ରଥ ପହଞ୍ଚି ଥିବା ବେଳେ ୫ଟାରେ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ପହଞ୍ଚିଥିଲା। ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ୫ଟା ୩୦ରେ...

ବଡ଼ଦାଣ୍ଡରେ ଗଡ଼ିଲା ନନ୍ଦିଘୋଷ

ପୁରୀ ଅଫିସ,୧୨ା୭: ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ଅନୁଷ୍ଠିତ ହେଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ନବଦିନାତ୍ମକ ଯାତ୍ରାରେ ରତ୍ନବେଦିରୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିଛନ୍ତି ତିନିଠାକୁର। କୋଭିଡ୍‌ ମହାମାରୀ ଯୋଗୁ ଶ୍ରଦ୍ଧାଳୁମାନେ ରଥ ଟାଣିବାରୁ ଚଳିତବର୍ଷ ବଞ୍ଚିତ ହୋଇଥିବା ବେଳେ...

ନିର୍ଦ୍ଧାରିତ ସମୟ ପୂର୍ବରୁ ଗଡିଲା ରଥ

ପୁରୀ ଅଫିସ୍‌,୧୨।୭: ଚଳିତବର୍ଷ ନିର୍ଦ୍ଧାରିତ ସମୟ ପୂର୍ବରୁ ରଥ ଟଣା ଆରମ୍ଭ ହୋଇଛି। ରାଜବେଶରେ ଗଜପତି ମହାରାଜ ଗୋଟିଏ ପରେ ଗୋଟିଏ ରଥରେ ଛେରାପହଁରା ନୀତି ସମ୍ପାଦନ କରିବା ପରେ ରଥରେ ସାରଥି ବନ୍ଧା ଯାଇ ରଥ ଟଣା ଆରମ୍ଭ...

ଛେରାପହଁରା ନୀତି ଶେଷ: ଏବେ ଗଡିବ ରଥ

ପୁରୀ ଅଫିସ୍‌,୧୨।୭: ଶେଷ ହେଲା ତିନି ଠାକୁରଙ୍କ ଛେରାପହଁରା ନୀତି। ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ନୀତି ଛେରାପହଁରା ନୀତି କରିବାକୁ ଶ୍ରୀନଅରରୁ ତାମ୍‌ଜାନ୍‌ ବସି ଗଜପତି ମହାରାଜ ରଥ ଖଳାକୁ ଆସିଥିଲେ। ରାଜବେଶରେ ଗଜପତି ମହାରାଜ ଗୋଟିଏ ପରେ ଗୋଟିଏ...

ରକ୍ତବର୍ଣ୍ଣା ଦେବୀ ସୁଭଦ୍ରା

କେନ୍ଦୁଝରର ଆରାଧ୍ୟ ଶ୍ରୀଶ୍ରୀବଳଦେବଜୀଉ ମନ୍ଦିର ପ୍ରାୟ ୪୦୦ ବର୍ଷ ପୁରୁଣା। ଆରାଧ୍ୟ ଶ୍ରୀଶ୍ରୀବଳଦେବଜୀଉ ମନ୍ଦିର ପ୍ରାୟ ୪୦୦ ବର୍ଷ ପୁରୁଣା। ଏଠାରେ ପୂଜା ପାଇ ଆସୁଥିବା ଶ୍ରୀଜୀଉଙ୍କ ବିଶେଷତ୍ୱ ଭିନ୍ନ। ଏଠାରେ ଦେବୀ ସୁୁଭଦ୍ରା ହେଉଛନ୍ତି ରକ୍ତବର୍ଣ୍ଣା। ଶ୍ରୀକ୍ଷେତ୍ର ପୁରୀ...

ରଥାରୁଢ ହେଲେ ତିନି ଠାକୁର: କିଛି ସମୟ ପରେ ଛେରାପହଁରା

ପୁରୀ ଅଫିସ୍‌,୧୨।୭: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆଜି ଅନୁଷ୍ଠିତ ହେଉଛି। ଗତବର୍ଷ ପରି ଏବର୍ଷ ମଧ୍ୟ ବିନା ଭକ୍ତରେ ହେଉଛି ରଥଯାତ୍ରା। ନିର୍ଦ୍ଧାରିତ ସମୟ ପୂର୍ବରୁ ଶ୍ରୀଜିଉଙ୍କ ସକାଳ ଧୂପ ଖେଚୁଡ଼ି ଭୋଗ ଶେଷ ହୋଇଥିବା ବେଳେ ରଥ ପ୍ରତିଷ୍ଠା...

ନଈରୀରେ ଶ୍ରୀଗୁଣ୍ଡିଚା

ଗଜପତି ରାମଚନ୍ଦ୍ର ଦେବ କଟକ ବାରବାଟୀରେ ବନ୍ଦୀ ହୋଇ ରହିଥିଲେ। ଏପଟେ ଶ୍ରୀମନ୍ଦିର ସମ୍ପୂର୍ଣ୍ଣ ଭାବେ ମୋଗଲଙ୍କ ଅଧୀନକୁ ଚାଲିଯାଇଥିଲା। ମୋଗଲଙ୍କ ଦ୍ୱାରା ଶ୍ରୀମନ୍ଦିର ଅଧିକୃତ ହେବା ପୂର୍ବରୁ ସେମାନେ କରିଥିବା ଆକ୍ରମଣର ଇତିହାସ ଅନାଲୋଚିତ ହୋଇରହିଛି। ଆକ୍ରମଣ ପୂର୍ବରୁ...

ପୁରରୁ ପୁରୀ

ଭାରତର ଅନେକ ସ୍ଥାନ ଅଛି, ଯାହାର ଶେଷରେ ରହିଛି ‘ପୁର’। ଗଁା ବି ଅଛି। ଓଡ଼ିଶାର କେତେକ ସହର ଓ ଗଁା ନାମର ଶେଷରେ ‘ପୁର’ ଶବ୍ଦ ଜଡ଼ିତ। ପୁର ଶବ୍ଦ ଥିବା ସ୍ଥାନ ପ୍ରାଚୀନ ଐତିହ୍ୟର ଗୋଟିଏ ଗୋଟିଏ...

ଆଜି ପବିତ୍ର ରଥଯାତ୍ରା: ପହଣ୍ଡି ଆରମ୍ଭ

ପୁରୀ ଅଫିସ୍‌,୧୨।୭: ମହାପ୍ରଭୁଙ୍କ ଆଜି ରଥଯାତ୍ରା। ନବଦିନାତ୍ମକ ଯାତ୍ରାରେ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ଘରକୁ ବାହାରିଛନ୍ତି ପ୍ରଭୁ ଶ୍ରୀଜଗନ୍ନାଥ। ଗତବର୍ଷ ପରି ଏବର୍ଷ ମଧ୍ୟ ବିନା ଭକ୍ତରେ ହେଉଛି ରଥଯାତ୍ରା। ନିର୍ଦ୍ଧାରିତ ସମୟ ପୂର୍ବରୁ ଶ୍ରୀଜିଉଙ୍କ ସକାଳ ଧୂପ...

କାଳିଆ ଅପେକ୍ଷାରେ ନନ୍ଦିଘୋଷ

ପୁରୀ ଅଫିସ, ୧୧।୭: ରଥ, ପଥ, ସେବାୟତ ସମସ୍ତେ ପ୍ରସ୍ତୁତ। ସୋମବାର ରଥଯାତ୍ରା। ବଡ଼ଦାଣ୍ଡରେ ଗଡ଼ିବ ତିନିରଥ। ଏଥର କୋଭିଡ୍‌ କଟକଣା ଦୃଷ୍ଟିରୁ ବିନା ଭକ୍ତରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ହେଉଥିବା ବେଳେ ସେବାୟତମାନେ ରଥ ଟାଣିବେ। ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦି...

ରଥ ନେଲା ଦକ୍ଷିଣମୋଡ଼

ପୁରୀ ଅଫିସ,୧୧।୭: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ୩ ରଥର ଦକ୍ଷିଣମୋଡ଼ କରି ସିଂହଦ୍ୱାରକୁ ନିଆଯାଇଛି। ସେବାୟତମାନେ ରଥଟାଣି ସିଂହଦ୍ୱାରରେ ପହଞ୍ଚାଇଛନ୍ତି। ଘଣ୍ଟଘଣ୍ଟା, ଛତା ଓ ତୁରୀ ମଧ୍ୟରେ ମହାପ୍ରଭୁଙ୍କଠାରୁ ଆଜ୍ଞା ମାଳ ଆସିବା ପରେ ରଥର ଦକ୍ଷିଣ ମୋଡ଼ କାର୍ଯ୍ୟକ୍ରମ ଆରମ୍ଭ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri