ପୁରୀ

ମୁମ୍ବାଇରୁ ଆସିଲା ୧୭ ପ୍ୟାକେଟ୍‌ ରୁପା ଚାଦର

ପୁରୀ ଅଫିସ,୧୦ା୭: ଶ୍ରୀମନ୍ଦିରର ୮ ଦ୍ୱାରକୁ ରୁପା ଛାଉଣି କରାଯିବ। ଏଥିପାଇଁ ନୀଳାଦ୍ରି ଭକ୍ତନିବାସରେ ପ୍ରାଥମିକ ପର୍ଯ୍ୟାୟରେ ୩ ଦ୍ୱାରର କାର୍ଯ୍ୟ ଆରମ୍ଭ ହୋଇଛି। ଜୟବିଜୟ, ବେହରଣ ଓ କଳାହାଟ ଦ୍ୱାରର ନିର୍ମାଣ ଚାଲିଛି। ଉତ୍କଳୀୟ କଳା, ସଂସ୍କୃତି ଓ...

ରଥଯାତ୍ରା ପାଇଁ ୭୦ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ,୧୦ା୭: ପୁରୀରେ ରଥଯାତ୍ରା ପାଇଁ ପ୍ରାୟ ୭୦ ପ୍ଲାଟୁନ୍‌ ଫୋର୍ସ ମୁତୟନ ହେବେ। ସହରରେ ନୋ ଭେଇକିଲ୍‌ ଜୋନ୍‌ ପ୍ରସ୍ତୁତ କରାଯିବ। ସେହିପରି ସହରରେ କର୍ଫ୍ୟୁ ଜାରି କରାଯିବ। ଆସନ୍ତା ୧୧ ତାରିଖ ରାତ୍ର ୮ଟାରୁ ୧୩ ତାରିଖ...

ମହାପ୍ରଭୁଙ୍କ ନବଯୌବନ ଦର୍ଶନ: ବଡ଼ଦାଣ୍ଡରେ ମୁଣ୍ଡିଆ ମାରିଲେ ଶ୍ରଦ୍ଧାଳୁ

ପୁରୀ ଅଫିସ,୯।୭: ୧୫ ଦିନିଆ ଅଣସର ସରିବା ପରେ ଶୁକ୍ରବାର ମହାପ୍ରଭୁ ନବଯୌବନ ଦର୍ଶନ ଦେଇଛନ୍ତି। ଖଡ଼ିଲାଗି ଓ ବନକଲାଗି ନୀତି ପରେ ନୂଆ ରୂପରେ ଚମକିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ତେବେ କରୋନା କଟକଣା ଯୋଗୁୁ ଶ୍ରଦ୍ଧାଳୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବଯୌବନ...

ଧାର୍ଯ୍ୟ ସମୟରେ ନୀତିକାନ୍ତିକୁ ଗୁରୁତ୍ୱ

ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ), ୯।୭:ଶ୍ରୀକ୍ଷେତ୍ରର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଏ ନେଇ ସମୀକ୍ଷା କରିଛନ୍ତି। ଗତବର୍ଷ ବିନା ଭକ୍ତରେ ରଥଯାତ୍ରା ସୁରୁଖୁରୁରେ ସମ୍ପନ୍ନ ହୋଇଥିବାରୁ...

୭ବର୍ଷର କନ୍ୟାକୁ ନିର୍ଯାତନା

ଭୁବନେଶ୍ୱର,(ବ୍ୟୁରୋ)/ ପିପିଲି,(ସ୍ବ.ପ୍ର.) ୮।୭: ମାତ୍ର ୭ବର୍ଷର ଶିଶୁଟିଏ। କିଏ ପର କିଏ ଆପଣାର ଜାଣେନାହିଁ। ହେଲେ ତା’ ପ୍ରତି ବାପା ଓ ସାବତ ମା’ ପାତରଅନ୍ତର ମନୋଭାବ ରଖି ନିଷ୍ଠୁର ହୋଇ ବର୍ବରତାର ସୀମା ଟପିଛନ୍ତି। ବାପା ଓ ସାବତ...

୧୦ ସୁଦ୍ଧା ରଥ ପ୍ରସ୍ତୁତ ହେବ

ପୁରୀ ଅଫିସ,୮।୭: ରଥଯାତ୍ରା ପାଇଁ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗଜପତି ମହାରାଜା ଓ ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଛି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗଜପତି ମହାରାଜାଙ୍କ ସଭାପତିତ୍ୱରେ ବୈଠକ ହୋଇଥିବା ବେଳେ ଏଥିରେ ମୁଖ୍ୟ ପ୍ରଶାସକ...

ରଥଯାତ୍ରାରେ ଗଜପତି ମହାରାଜା କରିବେ ଛେରାପହଁରା

ପୁରୀ ଅଫିସ,୬।୭: କରୋନା କଟକଣା ମଧ୍ୟରେ ସମ୍ପନ୍ନ ହେବ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ତେବେ ଏଥିରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବା ନେଇ ନାନାଦି କଳ୍ପନାଜଳ୍ପନା କରାଯାଉଥିଲା। ମଙ୍ଗଳବାର ଏଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଚଳିତବର୍ଷ ରଥଯାତ୍ରାରେ ଗଜପତି...

୭ରେ ମହାପ୍ରଭୁଙ୍କ ସ୍ବର୍ଣ୍ଣ ଅଳଙ୍କାର ମରାମତି

ପୁରୀ ଅଫିସ,୫।୭: ପୂର୍ବ ଛତିଶା ନିଯୋଗ ବୈଠକରେ ମହାପ୍ରଭୁଙ୍କର ସୁବର୍ଣ୍ଣ କୁଣ୍ଡଳ ଓ ଶ୍ରୀଭୂଜ ମରାମତି କରାଯିବାକୁ ନିଷ୍ପତ୍ତି ହୋଇଥିଲା। ସେହି ଅନୁଯାୟୀ, ଆସନ୍ତା ୭ତାରିଖରୁ କାର୍ଯ୍ୟ ଆରମ୍ଭ ହେବ ବୋଲି ସୋମବାର ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର...

ବ୍ଲ୍ୟୁ-ଫ୍ଲାଗ୍‌: ବିକଶିତ ହେବ ଆଉ ୫ ବେଳାଭୂମି

ଭୁବନେଶ୍ୱର,୫।୭(ବ୍ୟୁରୋ): ଓଡ଼ିଶା ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ପର୍ଯ୍ୟଟନର ବିକାଶ ପାଇଁ ରାଜ୍ୟ ସରକାର ପ୍ରଚେଷ୍ଟା ଜାରି ରଖିଛନ୍ତି। ସରକାର ପୁରୀ ପରେ ଏବେ ଆଉ ୫ ବେଳାଭୂମିର ସୌନ୍ଦର୍ଯ୍ୟକରଣ କରି ବ୍ଲ୍ୟୁ-ଫ୍ଲାଗ୍‌ ମାନ୍ୟତା ଯୋଗ୍ୟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ...

ପ୍ରାଚୀ ନଦୀରେ ବ୍ୟାରେଜ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ

ନିମାପଡ଼ା,୫ା୭(ଡି.ଏନ୍‌.ଏ.): ନିମାପଡ଼ା ଜଳସମ୍ପଦ ବିଭାଗ ଡିଭିଜନ ଅନ୍ତର୍ଗତ କାକଟପୁର ସବ୍‌ଡିଭିଜନର କାକଟପୁର ମା’ ମଙ୍ଗଳା ମନ୍ଦିର ନିକଟରେ ୨୦କୋଟି ଟଙ୍କା ବ୍ୟୟରେ ପ୍ରାଚୀ ନଦୀ ଉପରେ ଏକ ନୂତନ ବ୍ୟାରେଜ ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହୋଇଛି। ଏହି ବ୍ୟାରେଜ ନିର୍ମାଣ...

ପ୍ରତିଶ୍ରୁତିରେ ଅଟକିଛି ସିଏଚ୍‌ସି ମାନ୍ୟତା

ବେଗୁନିଆ,୫।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ସଦର ମହକୁମାରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର (ନୂତନ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ଦେବା ପାଇଁ ଦାବି ହେଉଛି। ଦୀର୍ଘବର୍ଷ ଧରି ଏହି ଦାବି ହେଉଥିଲେ ମଧ୍ୟ ବିଭାଗ ପକ୍ଷରୁ ଅବହେଳା କରାଯାଉଛି। କେବଳ ପ୍ରତିଶ୍ରୁତିରେ...

ଜଗାକୁ ଘରୁ ଦର୍ଶନ କରିବାର ଅଧିକାର କେହି ଛଡ଼ାଇ ନେଇପାରିବେନି

‘ଏଭଳି ନିଷ୍ପତ୍ତି ଅସାମ୍ବିଧାନିକ’ ପ୍ରଶାସନ କୌଣସି ଅଶ୍ଳୀଳ ଭିଡିଓ ଦେଖିବାକୁ ମନା କରିପାରିବ। ମାତ୍ର ଘରେ ରହି ଦାଣ୍ଡକୁ ଚାହିଁବାର ଅଧିକାର କିଭଳି ଛଡ଼ାଇ ନିଆଯିବ। ନିଜ ଘରେ ଚଳପ୍ରଚଳ କରିବା ଓ ଦେଖିବାର ଅଧିକାର କେହି ଛଡ଼ାଇ ନେଇପାରିବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri