ପୁରୀ

ରଥଖଳାର ୩ ମହାରଣା, ୫ ଭୋଇ ସେବକ କରୋନା ଆକ୍ରାନ୍ତ

ପୁରୀ ଅଫିସ,୨୦ା୫: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାମ ଚାଲିଥିବା ବେଳେ ରଥଖଳା ଚଳଚଞ୍ଚଳ ହୋଇଉଠିଛି। ତେବେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁଯାୟୀ ରଥ କାର୍ଯ୍ୟ ନିର୍ମାଣ ଚାଲିଥିବା ବେଳେ ଗୁରୁବାର ଆଉ ୩ ମହାରଣା ଏବଂ ୫ ଭୋଇ ସେବକ...

ଆଇସ୍‌କ୍ରିମ୍‌ କାଠିରେ କେଦାରନାଥ ମନ୍ଦିର ପ୍ରତିକୃତି

ପୁରୀ ଅଫିସ, ୨୦।୫: ପୁରୀ କୁମୁଟିପାଟଣା ଅଞ୍ଚଳର ଯୁବ ଶିଳ୍ପୀ ବିଶ୍ୱଜିତ ନାୟକ ୧୪୫ଟି ଆଇସ୍‌କ୍ରିମ କାଠିରେ ପ୍ରଭୁ କେଦାରନାଥଙ୍କ ମନ୍ଦିରର ପ୍ରତିକୃତି ନିର୍ମାଣ କରିଛନ୍ତି। ମନ୍ଦିର ଉଚ୍ଚତା ୧୦ ଇଞ୍ଚ ଓ ଲମ୍ବ ୭ଇଞ୍ଚ ରହିଛି। ଏହା ନିର୍ମାଣ...

ରଥଖଳାରେ ପଶିଲା କରୋନା, ୨ ମହାରଣା ପଜିଟିଭ୍‌ ଚିହ୍ନଟ

ପୁରୀ ଅଫିସ,୧୯।୫: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଚାଲିଥିବାରୁ ରଥଖଳା ଚଳଚଞ୍ଚଳ ହୋଇଉଠିଛି। ତେବେ କୋଭିଡ୍‌ କଟକଣା ମଧ୍ୟରେ ରଥ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ୨ ମହାରଣା କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଉଭୟ...

ଜୁନ ୧୫ ପର୍ଯ୍ୟନ୍ତ ଶ୍ରୀମନ୍ଦିର ବନ୍ଦ

ପୁରୀ,୧୬।୫: ଜୁନ ୧୫ ତାରିଖ ପର୍ଯ୍ୟନ୍ତ ଜଗା ଦର୍ଶନ ମିଳିପାରିବ ନାହିଁ। କୋଭିଡ୍‌-୧୯ ସଂକ୍ରମଣ ହାର ବଢ଼ୁଥିବାରୁ ରବିବାର ଶ୍ରୀମନ୍ଦିର ଏବଂ ଜିଲା ପ୍ରଶାସନର ସମ୍ମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ସୀମିତ ସେବାୟତଙ୍କୁ ନେଇ ମହାପ୍ରଭୁଙ୍କ ନୀତିକାନ୍ତି...

ପୁରୀରେ ୧୪୪ ଧାରା

ପୁରୀ ଅଫିସ,୧୪।୫: ଚନ୍ଦନଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ୧୪୪ ଧାରା ଜାରି ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ପୁରୀ ଏସ୍‌ପି। ନରେନ୍ଦ୍ର ପୁଷ୍କରିଣୀ ସହ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଅଞ୍ଚଳରେ ୧୪୪ ଧାରା ଲାଗୁ ହେବ। ପୁରୀ ସହରର ବିଭିନ୍ନ...

ଗାଁରେ ବ୍ୟାପୁଛି ଜ୍ୱର, ଟେଷ୍ଟିଂ ବ୍ୟବସ୍ଥା ନାହିଁ

ପୁରୀ ଅଫିସ,୧୪।୫: ପୁରୀ ଜିଲାର ଗ୍ରାମାଞ୍ଚଳରେ କୋଭିଡ୍‌ ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି। ତଥାପି ପ୍ରଶାସନ ପକ୍ଷରୁ ମୋବାଇଲ୍‌ ଟେଷ୍ଟିଂ ଭ୍ୟାନ୍‌ ବୁଲୁଥିବା ଦେଖିବାକୁ ମିଳୁନାହିଁ। ସଂକ୍ରମଣ ବ୍ୟାପୁଥିବା ସତ୍ତ୍ବେ ଲୋକେ ଟେଷ୍ଟିଂ କରିବା ପାଇଁ ଘରୁ ବାହାରୁ ନାହାନ୍ତି।...

ନିମ୍ନମାନର କାର୍ଯ୍ୟ, ଅର୍ଥ ହରିଲୁଟ୍‌ ମସୁଧା

ନିମାପଡ଼ା,୧୪।୫(ଡି.ଏନ.ଏ.): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ କଳାପାଞ୍ଚଣ ପଞ୍ଚାୟତରେ ବିଭିନ୍ନ ଉନ୍ନୟନମୂଳକ ଓ ନୂତନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ନିର୍ମାଣ କାର୍ଯ୍ୟରେ ଚଞ୍ଚକତା କରାଯାଇ ଅତି ନିମ୍ନମାନର କାର୍ଯ୍ୟ କରି ଲକ୍ଷ ଲକ୍ଷ...

କାଳବୈଶାଖୀରେ ଭାଙ୍ଗିଲା ପତିତପାବନ ବାନା ବାଉଁଶ

ପୁରୀ ଅଫିସ, ୧୨।୫:କାଳବୈଶାଖୀ ବର୍ଷାର ପ୍ରଭାବ ମଙ୍ଗଳବାର ପୁରୀରେ ଦେଖିବାକୁ ମଳିଛି। କାଳବୈଶାଖୀ ତାଣ୍ଡବ ଯୋଗୁ ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଥିବା ପତିତପାବନ ବାନାର ବାଉଁଶ ଭାଙ୍ଗିଯାଇଥିଲା, ଯାହାଫଳରେ ପତିତପାବନ ବାନା ଅଧା ନଇଁ ଯାଇଥିଲା। ମଙ୍ଗଳବାର ମଧ୍ୟାହ୍ନରେ ହଠାତ୍‌ ପୁରୀ...

ଚନ୍ଦନଯାତ୍ରାର ହେବ ସିଧାପ୍ରସାରଣ

ପୁରୀ ଅଫିସ,୧୨ା୫:ଶ୍ରୀମନ୍ଦିର ବାହାରେ ୧୪୪ ଧାରା ମଧ୍ୟରେ ଚନ୍ଦନଯାତ୍ରା କରିବା ପାଇଁ ମଙ୍ଗଳବାର ଛତିଶାନିଯୋଗ ଭର୍ଚୁଆଲ୍‌ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୫ ତାରିଖ ଅକ୍ଷୟତୃତୀୟାରେ ଚନ୍ଦନଯାତ୍ରା ସହ ରଥଯାତ୍ରା ପାଇଁ ରଥକାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ପ୍ରଶାସନ ତରଫରୁ...

ଚନ୍ଦନଯାତ୍ରା ପାଇଁ ସେବାୟତଙ୍କ ଜୀବନବୀମା

ପୁରୀ ଅଫିସ,୧୧।୫: ଅକ୍ଷୟ ତୃତୀୟାରେ ଚନ୍ଦନଯାତ୍ରା ଓ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଏ ନେଇ ସୋମବାର ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସଭାପତିତ୍ୱରେ ଏକ ସ୍ବତନ୍ତ୍ର ଭିଡିଓ କନଫରେନ୍ସ ବୈଠକ ଅନୁଷ୍ଠିତ ହୋଇଛି। ଛତିଶା ନିଯୋଗ ବୈଠକର...

ଆନନ୍ଦବଜାରରେ ଦୁଇ ସେବାୟତ ମୁହାଁମୁହିଁ

ପୁରୀ ଅଫିସ, ୧୦।୫: ଶ୍ରୀମନ୍ଦିରର ଆନନ୍ଦବଜାରରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି । ଦୁଇ ସେବାୟତଙ୍କ ମଧ୍ୟରେ ଗଣ୍ଡଗୋଳ ଜଣେ ଆହତ ହୋଇଛନ୍ତି। ଆହତ ସେବାୟତ ହେଲେ ହରେକୃଷ୍ଣ ସୁଆର। ତାଙ୍କୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି...

ବେଆଇନ ଟେଷ୍ଟିଂ: ପାଥୋଲାବ୍‌ ସିଲ୍‌, ମାଲିକ ଗିରଫ

ପୁରୀ ଅଫିସ/କାକଟପୁର, ୮।୫(ଡି.ଏନ୍‌.ଏ): କାକଟପୁରରେ ବେଆଇନ ଭାବେ କୋଭିଡ୍‌ ଟେଷ୍ଟ କରାଯାଇ ରିପୋର୍ଟ ଦେବା ଅଭିଯୋଗରେ ମା’ ପାଥୋଲାବକୁ ଶୁକ୍ରବାର ପୋଲିସ ସିଲ୍‌ କରିବା ସହ ମାଲିକଙ୍କୁ ଗିରଫ କରିଛି। ଦୁଇଟି ଟେଷ୍ଟିଂ କିଟ୍‌ ସମେତ ଜାଲ୍‌ କୋଭିଡ୍‌ ରିପୋର୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri