ପୁରୀ

ଓଡ଼ିଶୀ, ଭାରତନାଟ୍ୟମରେ ଶିବ ଆରାଧନା

କୋଣାର୍କ,୨।୧୨(ଡି.ଏନ୍‌.ଏ.): ଓଡ଼ିଶା ପର୍ଯ୍ୟଟନ ବିଭାଗର ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ସହଯୋଗରେ ଆୟୋଜିତ କୋଣାର୍କ ଉତ୍ସବ ୨୦୨୦ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡିଜିଟାଲ ମାଧ୍ୟମରେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି...

ପୁଣି ନାଗାର୍ଜୁନ ବେଶ ସାମଗ୍ରୀ ଗାଏବ

ପୁରୀ ଅଫିସ,୨ା୧୨: ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶର ଚନ୍ଦ୍ର, ସୂର୍ଯ୍ୟ ଗାଏବ ଘଟଣା ପରେ ସୋମବାର ଜଣେ ସେବାୟତ କିଛି ବେଶ ସାମଗ୍ରୀ ନେଉଥିବା ଜଣାପଡ଼ିଥିଲା। ବାଘଛାଲ ଓ ଦୁଇଟି ଓଳମାଳ ଗାଏବ ହେବା ନେଇ ଆଲୋଚନା ଚାଲିଥିବାବେଳେ ମଙ୍ଗଳବାର...

ରତ୍ନସିଂହାସନରେ ଦାରୁଦିଅଁଙ୍କ ସୁନାବେଶ

ପୁରୀ ଅଫିସ, ୧।୧୨: ଧର୍ମମାସ କାର୍ତ୍ତିକ ଶେଷ ହୋଇଛି। ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତିଥିରେ ସୋମବାର ରତ୍ନ ସିଂହାସନରେ ଦାରୁଦିଅଁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ଦାରୁବିଗ୍ରହଙ୍କ ସୁନାବେଶ ହୋଇଥିଲା। ପୁଷ୍ପାଳକ ସେବକମାନେ...

ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୩୦।୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମଙ୍ଗଳବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ଦାରୁଦିଅଙ୍କୁ ସୁନା ବେଶରେ ସଜାଯାଇଛି। ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟବସ୍ତ୍ରରେ...

ସାଢେ ୬ ମାସ ପରେ ପୁରୀରେ ପଜିଟିଭ ଶୂନ

ପୁରୀ ଅଫିସ,୩୦ା୧୧: ଦୀର୍ଘ ସାଢ଼େ ୬ମାସ ପରେ ପୁରୀ ସହରର ଦୈନିକ କରୋନା ପଜିଟିଭ ସଂଖ୍ୟା ଶୂନ ରହିଛି। ରବିବାର ପୁରୀ ଜିଲାରୁ ୧୫ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ପୌରାଞ୍ଚଳରୁ କୌଣସି ସଂକ୍ରମିତ ବାହାରି ନାହାନ୍ତି। ନୂଆ ଆକ୍ରାନ୍ତଙ୍କୁ...

ଭକ୍ତିସଙ୍ଗୀତରେ ଭିଜିଲା ସିଂହଦ୍ୱାର

ପୁରୀ ଅଫିସ,୩୦ା୧୧:ପବିତ୍ର ବୈକୁଣ୍ଠ ଚତୁର୍ଦ୍ଦଶୀ ଅବସରରେ ରବିବାର ଶ୍ରୀମନ୍ଦିର ସିଂହଦ୍ୱାର ଅଞ୍ଚଳ ଭକ୍ତି ସଙ୍ଗୀତରେ ଭିଜିଥିଲା। ପ୍ରବୀଣ ଓ ନବୀନ କଣ୍ଠଶିଳ୍ପୀଙ୍କ ଭାବଭକ୍ତିର ସଙ୍ଗୀତରେ ବିଭୋର ହୋଇଥିଲେ ଶ୍ରୋତା। ଏକ ଭକ୍ତିମୟ ପରିବେଶରେ ସମସ୍ତେ ମହାପ୍ରଭୁଙ୍କ ପାଖରେ ସମର୍ପିତ ହୋଇଯାଇଥିଲେ।...

ଫିଟିପାରୁନି ରତ୍ନଭଣ୍ଡାର ଚାବି ରହସ୍ୟ

ପୁରୀ ଅଫିସ,୩୦ା୧୧:ରତ୍ନଭଣ୍ଡାର ଚାବି ହଜିବାକୁ ନେଇ ଏକଦା ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଥିଲା। ରାଜ୍ୟ ସରକାରଙ୍କୁ ଘେରିଥିଲେ ବିରୋଧୀ। ଦାବି ଜୋରଦାର ହେବାରୁ ସରକାର ତଦନ୍ତ କମିଶନ ବସାଇଥିଲେ। ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ରଘୁବୀର ଦାସଙ୍କୁ ଏହାର ତଦନ୍ତ ଦାୟିତ୍ୱ...

ଆଜି ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୩୦ା୧୧:କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ରବିବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଛି। ସୋମବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ରତ୍ନସିଂହାସନରେ ମହାପ୍ରଭୁଙ୍କ ଅତ୍ୟନ୍ତ ମନୋରମ ରାଜରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହେବ। କିନ୍ତୁ କୋଭିଡ୍‌ କଟକଣା ପାଇଁ...

ମହାପ୍ରଭୁଙ୍କ ନାଗାର୍ଜୁନ ବେଶର ଚନ୍ଦ୍ର, ସୂର୍ଯ୍ୟ ନେଇଗଲେ

ପୁରୀ ଅଫିସ,୨୯ା୧୧: ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶର ଲାଗିଥିବା ଚନ୍ଦ୍ର, ସୂର୍ଯ୍ୟ ନେଇଯାଇଥିବା ଅଭିଯୋଗ ହୋଇଛି। ବୀର ବେଶରେ ମହାପ୍ରଭୁଙ୍କ ଶ୍ରୀମସ୍ତକର ଉପରି ଭାଗରେ ଶୋଭାବର୍ଦ୍ଧନ କରିଥାଏ ଏହି ଚନ୍ଦ୍ର, ସୂର୍ଯ୍ୟ। ତେବେ ଏହାକୁ ଶନିବାର ସକାଳେ ଶ୍ରୀମନ୍ଦିରର ଜଣେ...

ମିଳିଲାନି ଦର୍ଶନ, କାନ୍ଦିଲା ଭକ୍ତ ପ୍ରାଣ

ପୁରୀ ଅଫିସ,୨୮ା୧୧: କୋଟି ଓଡ଼ିଆଙ୍କ ମଉଡ଼ମଣି ମହାପ୍ରଭୁ ଶ୍ରୀଜଗନ୍ନାଥ। ସେ ବିଶ୍ୱନିୟନ୍ତା ପୁଣି ଭାବର ଠାକୁର। ତାଙ୍କ ସେବାପୂଜା, ବେଶ ସବୁକିଛି ସ୍ବତନ୍ତ୍ର। ଦୈନିନ୍ଦିନ ବେଶ ଅପେକ୍ଷା ବର୍ଷତମାମ୍‌ ବିଭିନ୍ନ ସ୍ବତନ୍ତ୍ର ବେଶରେ ବିଭୂଷିତ ହୋଇଥାନ୍ତି ଚତୁର୍ଦ୍ଧାବିଗ୍ରହ। ତାଙ୍କର ୨ଟି...

ମୋବାଇଲରେ ବେଶ ଫଟୋ ଉଠାଇବା ଚର୍ଚ୍ଚା

ପୁରୀ ଅଫିସ,୨୮ା୧୧: ଶ୍ରୀମନ୍ଦିର କର୍ମଚାରୀ, ସେବାୟତ ଏବଂ ସୁରକ୍ଷା କର୍ମଚାରୀ କେହି ବି ମନ୍ଦିର ଭିତରକୁ ମୋବାଇଲ ଫୋନ୍‌ ନେବେ ନାହିଁ। ସମସ୍ତଙ୍କୁ ଯାଞ୍ଚ କରାଯାଇ ଭିତରକୁ ଛଡ଼ାଯିବ। ସେହିପରି କେହି ବେଶ ବଦଳାଇ ଭିତରକୁ ଯିବାକୁ ଚେଷ୍ଟା କରିବେ...

ବିନା ଭକ୍ତରେ ନାଗାର୍ଜୁନ ବେଶ

ପୁରୀ ଅଫିସ, ୨୮ା୧୧: ଏକ ଆବେଗମୟ ମୁହୂର୍ତ୍ତର ପରିସମାପ୍ତି ଘଟିଛି। ଶୁକ୍ରବାର ଶ୍ରୀମନ୍ଦିର ରତ୍ନସିଂହାସନରେ ମହାପ୍ରଭୁଙ୍କର ଦୁର୍ଲଭ ନାଗାର୍ଜୁନ ବେଶ ହୋଇଛି। ଦୀର୍ଘ ୨୫ବର୍ଷ ପରେ ପଡ଼ିିଥିବା ଏହି ବେଶ କିନ୍ତୁ ଦେଖିପାରି ନାହାନ୍ତି ଭକ୍ତ। ବିଷାଦ ଓ ଅବସୋସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri