ପୁରୀ

ଆଜିଠୁ ‘ମୋ ଧାମ, ମୋ ଗର୍ବ’ ଅଭିଯାନ

ପୁରୀ ଅଫିସ,୧ା୧୧: ସହରବାସୀଙ୍କ ସହଯୋଗ ରହିଲେ ସ୍ବଚ୍ଛତା କ୍ଷେତ୍ରରେ ଭାରତର ଅନ୍ୟ ସମସ୍ତ ତୀର୍ଥକ୍ଷେତ୍ର ପାଇଁ ଶ୍ରୀକ୍ଷେତ୍ର ଉଦାହରଣ ସାଜିପାରିବ। ୨୦୨୧ ସ୍ବଚ୍ଛ ସର୍ବେକ୍ଷଣରେ ପୁରୀ ଦେଶରେ ୧ ନମ୍ବର ସ୍ଥାନ ହାସଲ କରିପାରିବ। ଏଥିପାଇଁ ରବିବାରଠାରୁ ସପ୍ତାହବ୍ୟାପୀ ‘ମୋ...

ଆଜିଠୁ କାର୍ତ୍ତିକ ବ୍ରତ: ମହାପ୍ରସାଦ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ ଅଫିସ,୧ା୧୧: ରବିବାରଠାରୁ କାର୍ତ୍ତିକ ମାସ ଆରମ୍ଭ ହେଉଛି। ପ୍ରତିବର୍ଷ କାର୍ତ୍ତିକ ମାସରେ ବହୁ ସଂଖ୍ୟାରେ ହବିଷିଆଳି ପୁରୀ ଆସି ମାସାଧିକ କାଳ ରହି କାର୍ତ୍ତିକ ବ୍ରତ ପାଳନ କରିଥାନ୍ତି। ଭୋରୁ ଶ୍ରୀକ୍ଷେତ୍ରର ତୀର୍ଥ ପୁଷ୍କରିଣୀରେ ସ୍ନାନସାରି ଶ୍ରୀମନ୍ଦିରକୁ ଯାଇ...

ଶ୍ରୀମନ୍ଦିର ଖୋଲିବା ଆଶା କ୍ଷୀଣ

ପୁରୀ ଅଫିସ,୧ା୧୧: ରାଜ୍ୟ ସରକାର ଶନିବାର ଅନ୍‌ଲକ୍‌-୬ ଗାଇଡ୍‌ଲାଇନ ଜାରି କରିଛନ୍ତି। ଏହି ଗାଇଡ୍‌ଲାଇନ ଅନୁସାରେ ସ୍ଥାନୀୟ ପ୍ରଶାସନ ଅନୁମତିରେ ଧର୍ମାନୁଷ୍ଠାନ ଖୋଲିପାରିବ। ଅର୍ଥାତ୍‌ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ପରିସ୍ଥିତିକୁ ଦେଖି ଏ ନେଇ ଅନୁମତି ଦେଇପାରିବେ। ତେବେ ଏହି...

ଅନ୍‌ଲାଇନରେ ହେବ ବୋଟ୍‌ ବୁକିଂ

ପୁରୀ ଅଫିସ,୩୦ା୧୦: ଆସିଲାଣି ପର୍ଯ୍ୟଟନ ଋତୁ। ଚିଲିକାକୁ ଦେଶ, ବିଦେଶର ପର୍ଯ୍ୟଟକଙ୍କ ଆଗମନ ବଢିବ। ପର୍ଯ୍ୟଟକମାନେ ଯେପରି କୌଣସି ହଇରାଣ ନ ହୁଅନ୍ତି ତାହା ଉପରେ ପୁରୀ ଜିଲା ପ୍ରଶାସନ ଗୁରୁତ୍ୱ ଦେଇଛି। ବିଭିନ୍ନ ସମୟରେ ସାତପଡ଼ାରେ ବୋଟ୍‌ ବୁକିଂକୁ...

ହବିଷ୍ୟାଳୀଙ୍କ ପାଇଁ କଟକଣା ଜାରି: ପୁରୀ ନ ଆସିବାକୁ ଅନୁରୋଧ

ପୁରୀ ଅଫିସ,୨୯ା୧୦: ମହାମାରୀ କରୋନା ବିପଦ ସମ୍ପୂର୍ଣ୍ଣ ଭାବେ ଟଳି ନାହିଁ। ପୂର୍ବାପେକ୍ଷା ଅଧିକ ସତର୍କ ହେବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ପରାମର୍ଶ ଦେଉଛନ୍ତି। ଏହାକୁ ଆମ ସମସ୍ତଙ୍କୁ ମାନିବାକୁ ପଡ଼ିବ। ନଚେତ କରୋନା ସ୍ଥିତି ପୁଣି ସାଂଘାତିକ ହୋଇପାରେ। ତେଣୁ...

ବିପଦ ସାଜିଲା ବ୍ଲୁ ଫ୍ଲାଗ୍‌ ବିଚ୍‌

ପୁରୀ ଅଫିସ,୨୯।୧୦: ବ୍ଲୁ ଫ୍ଲାଗ ବିଚ୍‌ ବାଥିଂ ଜୋନ୍‌ରେ ଗାଧୋଉଥିବାବେଳେ ବୁଡ଼ିଯାଇଥିବା ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତଦେହ ବୁଧବାର ହୋଟେଲ ପିଙ୍କ୍‌ ହାଉସ୍‌ ପଛ ସମୁଦ୍ରରୁ ଉଦ୍ଧାର କରାଯାଇଛି। ସେ ହେଲେ ଝାଡଖଣ୍ଡ ରାଞ୍ଚତ୍ର ବିନୟ ରାଏଙ୍କ ପୁଅ...

ସମ୍ପ୍ରସାରଣ ହେବ ମୂଷା ନଦୀ

ପୁରୀ ଅଫିସ,୨୯।୧୦:  ରାଜ୍ୟ ସରକାରଙ୍କ ଫୋକସ୍‌ରେ ରହିଛି ପୁରୀ। ଏଠାରେ ଅନେକ ବିକାଶମୂଳକ କାର୍ଯ୍ୟ ହାତକୁ ନିଆଯାଇଛି। ଏକାଧିକ ପ୍ରକଳ୍ପ କାମ ଚାଲିଥିବା ଆଗକୁ ଆହୁରି ଅନେକ ପ୍ରକଳ୍ପ କାମ ଆରମ୍ଭ କରାଯିବ। ତେବେ ପୁରୀ ସହର କଡ଼ରେ ରହିଥିବା...

ମହାପ୍ରଭୁଙ୍କର ହେଲା ବନକଲାଗି

ପୁରୀ ଅଫିସ,୨୯।୧୦: ପ୍ରାୟ ୨ ମାସ ପରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ହୋଇଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଏହି ନୀତି କରାଯାଇଥିଲା। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର...

ପୁରୀରେ ଲାଇଟ୍‌ ଆଣ୍ଡ ସାଉଣ୍ଡ ଶୋ’ ପ୍ରସ୍ତାବ

ଭୁବନେଶ୍ୱର,୨୯। ୧୦(ବ୍ୟୁରୋ): ପୁରୀକୁ ଆସୁଥିବା ଅଣହିନ୍ଦୁ ଓ ବିଦେଶୀଙ୍କୁ ଶ୍ରୀମନ୍ଦିରର ଇତିହାସ, ପ୍ରତିଷ୍ଠା, ଜଗନ୍ନାଥ ସଂସ୍କୃତିର ମହତ୍ତ୍ବ ବିଷୟରେ ଅବଗତ କରିବା ଲାଗି ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ଶୋ’ କରିବାକୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛି ହୋଟେଲ ଆଣ୍ଡ୍‌ ରେଷ୍ଟୁରାଣ୍ଟ...

ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ଭାସିଯାଇଥିବା ଯୁବ ପର୍ଯ୍ୟଟକଙ୍କ ମିଳିଲା ମୃତଦେହ

ପୁରୀ ଅଫିସ,୨୮ା୧୦: ବ୍ଲୁ ଫ୍ଲାଗ୍‌ ବିଚ୍‌ ସମୁଦ୍ରରେ ଗାଧୋଉଥିବା ବେଳେ ମଙ୍ଗଳବାର ଜଣେ ଛାତ୍ର ଭାସିଯାଇଥିଲେ। ଘଟଣାର ୨୪ ଘଣ୍ଟା ପରେ ତାଙ୍କ ମୃତଦେହ ବୁଧବାର ହୋଟେଲ ପିଙ୍କ ହାଉସ ପଛପଟ ସମୁଦ୍ରରେ ଭାସୁଥିବା ବେଳେ ଉଦ୍ଧାର ହୋଇଛି। ସେ...

ଶ୍ରୀମନ୍ଦିର ଖୋଲିବା ଦାବିରେ ବାଜିଲା ଘଣ୍ଟ

ପୁରୀ ଅଫିସ,୨୮।୧୦: ମହାମାରୀ କରୋନା ପାଇଁ ଦୀର୍ଘ ୭ ମାସରୁ ଊର୍ଦ୍ଧ୍ୱ ହେଲାଣି ଶ୍ରୀମନ୍ଦିର ସମେତ ରାଜ୍ୟର ଅନ୍ୟ ମନ୍ଦିରଗୁଡ଼ିକୁ ଭକ୍ତଙ୍କୁ ଛଡାଯାଉ ନାହିଁ। ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଥିବାରୁ ଏହାର ପ୍ରଭାବ ପଡିଛି ସେବାୟତ ଓ ପୂଜକଙ୍କ...

ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୨୮ା୧୦: ଶ୍ରୀମନ୍ଦିରରେ ସୋମବାର ବିଜୟା ଦଶମୀ ନୀତି ପାଳିତ ହୋଇଛି। ଦ୍ୱାରଫିଟା, ମଙ୍ଗଳ ଆଳତି ଓ ଅବକାଶ ନୀତି ପରେ ରତ୍ନସିଂହାସନରେ ବିରାଜିତ ଦାରୁବିଗ୍ରହଙ୍କ ସୁନାବେଶ କରାଯାଇଥିଲା। କୋଭିଡ୍‌ କଟକଣା ପାଇଁ କୌଣସି ଶ୍ରଦ୍ଧାଳୁ ଏହି ବେଶ ଦର୍ଶନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri