ପୁରୀ

ଶ୍ରୀକ୍ଷେତ୍ରରେ ପ୍ରକଳ୍ପ ଅନୁଧ୍ୟାନ କଲେ ୫-ଟି ସଚିବ

ପୁରୀ ଅଫିସ,୨୫।୧୦:  ବିଶ୍ୱ ଐତିହ୍ୟ ସହର ହେବ ପୁରୀ। ଏଠାରେ ଭକ୍ତ, ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା ସୁବିଧା। ରାଜ୍ୟ ସରକାରଙ୍କ ସ୍ବପ୍ନର ପୁରୀକୁ ବାସ୍ତବତାର ରୂପ ଦେବା ଲାଗି ପ୍ରସ୍ତୁତ ହୋଇଛି ଦୀର୍ଘମିଆଦି ରୋଡ୍‌ ମ୍ୟାପ। ଏହି କ୍ରମରେ...

ଶ୍ରୀମନ୍ଦିର ସମ୍ମୁଖରେ ହେବନି ବଡ଼ବଡ଼ୁଆ ଡାକ

ପୁରୀ ଅଫିସ,୨୫।୧୦: ପବିତ୍ର ଦୀପାବଳି ଅମାବାସ୍ୟାରେ ଶ୍ରଦ୍ଧାଳୁମାନେ ସିଂହଦ୍ୱାର ସମ୍ମୁଖରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ବଡ଼ବଡ଼ୁଆ ଡାକିଥାନ୍ତି। ଏଥିପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଭକ୍ତମାନେ ଶ୍ରୀକ୍ଷେତ୍ର ଆସିଥାନ୍ତି। ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସିଂହଦ୍ୱାର ସମ୍ମୁଖରେ ଏହି ଦୃଶ୍ୟ ଦେଖିବାକୁ ମିଳିଥାଏ। ହେଲେ...

‘ସାମ୍ୟବାଦ୍‌ ଆନ୍ଦୋଳନର ଜନକ ଥିଲେ ଭଗବତୀ’

କଟକ ଅଫିସ, ୨୪ା୧୦: ମାକର୍‌ସବାଦୀ ଚିନ୍ତାଧାରାର ଆଦ୍ୟ ପ୍ରବର୍ତ୍ତକ ତଥା ମୁକ୍ତି ସଂଗ୍ରାମୀ ଭଗବତୀ ଚରଣ ପାଣିଗ୍ରାହୀଙ୍କ ୭୭ତମ ସ୍ମୃତି ସମାରୋହ କଟକ ବାଲୁବଜାରସ୍ଥିତ ଓଷ୍ଟା ସମ୍ମିଳନୀ କକ୍ଷରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି କଟକ ନଗର କମିଟି ପକ୍ଷରୁ ଅନୁଷ୍ଠିତ...

ଦିଆସିଲ କାଠିରେ କଳାଠାକୁର

ପୁରୀ ଅଫିସ,୨୪ା୧୦: ଦୃଢ଼ ଇଚ୍ଛାଶକ୍ତି ଥିଲେ ସବୁକିଛି ସମ୍ଭବ। କାରଣ ଆଗ୍ରହ ହିଁ ସଫଳତାର ନିକଟତର କରାଏ। ଜଣେ ଯୁବଶିଳ୍ପୀ ଏଭଳି ଦୃଢ଼ ଇଚ୍ଛାଶକ୍ତି ଯୋଗୁ ଦିଆସିଲ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତିମୂର୍ତ୍ତି ତିଆରି କରି ପ୍ରଶଂସା ସାଉଣ୍ଟିଛନ୍ତି। ସେ...

ପୁରୀ ହେବ ସ୍ବଚ୍ଛ ଐତିହ୍ୟ ଧାମ

ପୁରୀ ଅଫିସ,୨୩ା୧୦: ଚାରିଧାମ ମଧ୍ୟରୁ ଅନ୍ୟତମ ହେଉଛି ପୁରୀ। ତେଣୁ ପୁରୀକୁ ସ୍ବଚ୍ଛ ଐତିହ୍ୟ ଧାମ ଭାବେ ଗଢି ତୋଳିବାକୁ ଜିଲା ପ୍ରଶାସନ ପକ୍ଷରୁ ‘ମୋ ଧାମ, ମୋ ଗର୍ବ ଅଭିଯାନ’ ଆରମ୍ଭ ହୋଇଛି। ଏହାର ରୂପରେଖ କ’ଣ ରହିବ...

ଶ୍ରୀମନ୍ଦିରର ୮ ଦ୍ୱାର ହେବ ରୁପା ଛାଉଣି

ପୁରୀ ଅଫିସ,୨୩ା୧୦: ଶ୍ରୀମନ୍ଦିରର ୩ଟି ଦ୍ୱାର (ଜୟ ବିଜୟ, କଳାହାଟ ଓ ବେହେରଣ) ରୁପା ଛାଉଣି ହେବ। ଜଣେ ଭକ୍ତ ଏଥିପାଇଁ ଆବଶ୍ୟକ ରୁପା ଏବଂ ଅନ୍ୟାନ୍ୟ ଖର୍ଚ୍ଚ ବହନ କରିବେ ବୋଲି ପୂର୍ବରୁ ସୂଚନା ମିଳିଥିଲା। ଏ ନେଇ...

ଏସିଆ ବୁକ୍‌ ଅଫ୍‌ ରେକର୍ଡ୍‌ସରେ ବିଶ୍ୱଜିତ

ପୁରୀ ଅଫିସ,୨୧ା୧୦:ଆଇସ୍‌କ୍ରିମ କାଠିରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ତିଆରି କରି ନିଜ ନଁା ଏସିଆ ବୁକ୍‌ ଅଫ୍‌ ରେକର୍ଡ୍‌ସରେ ସ୍ଥାନିତ କରିଛନ୍ତି ପୁରୀର ଯୁବ ଶିଳ୍ପୀ ବିଶ୍ୱଜିତ୍‌ ନାୟକ। ୧୯ ବର୍ଷ ବୟସରେ ନିଜର ନିଆରା କୃତି ପାଇଁ ସେ...

ଦାନ ସୁନାରେ ମହାପ୍ରଭୁଙ୍କ ଆଭୂଷଣ

ପୁରୀ ଅଫିସ,୨୨।୧୦:ମହାପ୍ରଭୁଙ୍କୁ ଦାନ ଦେବାକୁ ଦାତାଙ୍କ ମଧ୍ୟରେ ଆଗ୍ରହ ବଢିଛି। ଶ୍ରୀମନ୍ଦିରର ୩ଟି କବାଟ ରୁପା ଛାଉଣି ପାଇଁ ଆବଶ୍ୟକ ରୁପା ଏବଂ ଅନ୍ୟାନ୍ୟ ଖର୍ଚ୍ଚ ବହନ କରିବାକୁ ଜଣେ ଦାତା ପୂର୍ବରୁ ଆଗେଇ ଆସିଥିବାବେଳେ ଏବେ ଆଉଜଣେ ଦାତା...

କାର୍ତ୍ତିକରେ ମିଳିବ ଅବଢ଼ା

ପୁରୀ ଅଫିସ,୨୧ା୧୦: ଆସନ୍ତା ନଭେମ୍ବର ପହିଲାରୁ ଧର୍ମମାସ କାର୍ତ୍ତିକ ଆରମ୍ଭ ହେଉଛି। ଏହି ପବିତ୍ର ମାସରେ ପୁରୀରେ ହଜାର ହଜାର ସଂଖ୍ୟାରେ ହବିଷିଆଳି ରହି କାର୍ତ୍ତିକ ବ୍ରତ ପାଳିଥାନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ଗତ କିଛିବର୍ଷ ହେବ ପ୍ରାୟ...

ଟ୍ରେନ ଇଞ୍ଜିନ ଲାଇନଚ୍ୟୁତ

ପୁରୀ ଅଫିସ,୨୦।୧୦: ପୁରୀ ଜିଲା ଚନ୍ଦନପୁର ଓ ତୁଳସୀଚୌରା ମଧ୍ୟରେ ଗୋଟିଏ ଟ୍ରେନର ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ସୋମବାର ରାତିରେ ଯାତ୍ରୀ ନ ଥିବା ଖାଲି ବଗି ପୁରୀ ଆସୁଥିବା ବେଳେ ଲାଇନଚ୍ୟୁତ ଘଟିଥିଲା। ଉକ୍ତ ଟ୍ରେନ ଇଞ୍ଜିନ ଆଗର...

ପିପିଲି ମେଡିକାଲରେ ଅବ୍ୟବସ୍ଥା ନେଇ ଧାରଣା

ପିପିଲି,୨୦।୧୦(ସ୍ବ.ପ୍ର.): ପିପିଲି ସରକାରୀ ମେଡିକାଲରେ ବିଭିନ୍ନ ସମସ୍ୟାକୁ ନେଇ ଲାଗିରହିଛି ଅବ୍ୟବସ୍ଥା। ଡାକ୍ତର ନିଯୁକ୍ତିଠାରୁ ଆରମ୍ଭ କରି ନିରାମୟ ସେବା, ସ୍ବାସ୍ଥ୍ୟ କର୍ମଚାରୀ ନିଯୁକ୍ତ, ମେଡିକାଲ ଯନ୍ତ୍ରାଂଶ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ଆବଶ୍ୟକ ଥିବାବେଳେ ପ୍ରଶାସନ ପକ୍ଷରୁ ଅଣଦେଖା କରାଯାଉଛି। ଏ...

ସ୍ବର୍ଗଦ୍ୱାରରୁ ହଟିଲା କଟକଣା

ପୁରୀ ଅଫିସ,୧୯ା୧୦: ମହାମାରୀ କରୋନା ପାଇଁ ସ୍ବର୍ଗଦ୍ୱାରରେ ମୃତଦେହ ଦାହ ଉପରେ ଲଗାଯାଇଥିବା କଟକଣା ହଟିଛି । ସୋମବାର ଜିଲାପାଳ ବଲୱନ୍ତ ସିଂ ଏ ସମ୍ପର୍କରେ ସ୍ପଷ୍ଟ କରିଛନ୍ତି । ଏଣିକି ସରକାରଙ୍କ କୋଭିଡ୍‌ ଗାଇଡ୍‌ ଲାଇନ ଅନୁପାଳନ କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri