ପୁରୀ

ଶ୍ରୀମନ୍ଦିର ଖୋଲିବା ପ୍ରସଙ୍ଗ ନେଇ ଶଙ୍କରାଚାର୍ଯ୍ୟଙ୍କ ମତ ଲୋଡିଲା ଜଗନ୍ନାଥ ସେନା

ପୁରୀ ଅଫିସ, ୧୯।୧୦: ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବା ଏବଂ ୨୬ ବର୍ଷ ପରେ ପଡ଼ୁଥିବା ଜାଗାର୍ଜୁଦ ବେଶ ଦର୍ଶନ ପ୍ରସଙ୍ଗରେ ଜଗତ୍‌ଗୁରୁ ଶଙ୍କାରାଚାର୍ଯ୍ୟଙ୍କଠାରୁ ଧାର୍ମିକ ମତ ଲୋଡିଛି ଜଗନ୍ନାଥ ସେନା। ସୋମବାର ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ପ୍ରମୁଖ...

ବ୍ରିଟେନରେ ହେବ ଜଗନ୍ନାଥ ମନ୍ଦିର

ପୁରୀ ଅଫିସ,୧୯ା୧୦: ମହାପ୍ରଭୁ ହେଉଛନ୍ତି ଜଗତର ଠାକୁର। ତାଙ୍କ ମାୟାରେ ବନ୍ଧା ସମଗ୍ର ବିଶ୍ୱ। ମହାପ୍ରଭୁଙ୍କ ପ୍ରତି ଗଭୀର ଆସ୍ଥା ଓ ବିଶ୍ୱାସ ରଖିଥିବା ବହୁ ଜଗନ୍ନାଥପ୍ରେମୀ ବିଭିନ୍ନ ଦେଶରେ ରହିଛନ୍ତି। ଅନେକ ରାଷ୍ଟ୍ରରେ ପ୍ରବାସୀ ଓଡ଼ିଆ ଜଗନ୍ନାଥ ମନ୍ଦିର...

କଟକଣା ଭିତରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲୁ: ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ଜୟନ୍ତ

ପୁରୀ ଅଫିସ,୧୯ା୧୦: କରୋନା କଟକଣାକୁ ପାଳନ କରି ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବାକୁ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ମତ ରଖିଛନ୍ତି। ଏ ନେଇ ସେ ରବିବାର ସାମାଜିକ ଗଣମାଧ୍ୟମ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଜୟନ୍ତ ତାଙ୍କ ପୋଷ୍ଟରେ...

କଟକଣା ମାନିଲେ, ଅରୁଣ ସ୍ତମ୍ଭ ପାଖକୁ ଗଲେନି

ପୁରୀ ଅଫିସ୍‌,୧୮ା୧୦: କରୋନା କଟକଣା ପାଇଁ ମାର୍ଚ୍ଚ ୨୦ରୁ ଶ୍ରୀମନ୍ଦିରକୁ ଭକ୍ତଙ୍କୁ ଛଡ଼ାଯାଉ ନାହିଁ। କିନ୍ତୁ ଅନେକ ସମୟରେ ବିଭିନ୍ନ ଦଳର ନେତା, ମନ୍ତ୍ରୀ ମହାପ୍ରଭୁଙ୍କ ଆଶିଷ ଭିକ୍ଷା ପାଇଁ ଆସି ଅରୁଣ ସ୍ତମ୍ଭ ପାଖକୁ ଯାଇଛନ୍ତି। ଅରୁଣ ସ୍ତମ୍ଭ...

ବେଳାଭୂମିରେ କରୋନା ବିଜୟୀଙ୍କ ଯୋଗ

ପୁରୀ ଅଫିସ,୧୮ା୧୦: ପୁରୀ ବେଳାଭୂମିରେ ଜିଲା ପ୍ରଶାସନ ପକ୍ଷରୁ ଏକ ନିଆରା କାର୍ଯ୍ୟକ୍ରମ ମୋ ବିଚ୍‌ ଯୋଗ ଅନୁଷ୍ଠିତ ହୋଇଛି। ତାହା ପୁଣି କରୋନା ବିଜୟୀଙ୍କୁ ନେଇ । ଶନିବାର ସକାଳେ ବ୍ଲୁ ଫ୍ଲାଗ ବେଳାଭୂମିରେ ଏହି ଯୋଗ କାର୍ଯ୍ୟକ୍ରମ...

୩ ମାସରେ ସରିବ ଜମି ଅଧିଗ୍ରହଣ

ପୁରୀ ଅଫିସ,୧୮ା୧୦: ବିଶ୍ୱ ଐତିହ୍ୟ ସହର ହେବ ପୁରୀ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ପରିଚୟ ପାଇବ ଶ୍ରୀକ୍ଷେତ୍ର। ଏଠାରେ ଭକ୍ତ, ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା ଓ ସୁବିଧା। ରାଜ୍ୟ ସରକାରଙ୍କ ସ୍ବପ୍ନର ପୁରୀକୁ ବାସ୍ତବ ରୂପ ଦେବା...

ଶିଳାନ୍ୟାସକୁ ୨ବର୍ଷ ବିତିଲା: ଅନିଶ୍ଚିତତାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ

ପୁରୀ ଅଫିସ,୧୮।୧୦: ସତ୍ୟବାଦୀର ବକୁଳବନରେ ପ୍ରସ୍ତାବିତ ଓଡ଼ିଆ ବିଶ୍ୱବିଦ୍ୟାଳୟର ଭାଗ୍ୟ ଫିଟୁ ନାହିଁ। ପଞ୍ଚସଖା ଓଡ଼ିଆ ନବଜାଗରଣର ଯେଉଁ ସ୍ବପ୍ନ ଦେଖିଥିଲେ ତାହା ପୂରଣ ହୋଇପାରୁ ନାହିଁ। ଫଳରେ ସ୍ବାଭିମାନୀ ଓଡ଼ିଆଙ୍କ ମନ ଆଶା ଆଶଙ୍କାରେ ଛନ୍ଦି ହୋଇଯାଇଛି। କାରଣ...

ପୁରୀରେ ମୁଖ୍ୟମନ୍ତ୍ରୀ: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର କଲେ ତଦାରଖ

ପୁରୀ ଅଫିସ,୧୭ା୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତରେ ଆସିଛନ୍ତି। ଶ୍ରୀମନ୍ଦିର ଐତିହ୍ୟ ନିରାପତ୍ତା ବଳୟ ମଧ୍ୟରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଅପରାହ୍ନରେ ମୁଖ୍ୟମନ୍ତ୍ରୀ ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବାଗତ...

ଅଦିନିଆ ରଥଯାତ୍ରାକୁ ବିରୋଧ

ପୁରୀ ଅଫିସ,୧୭।୧୦: ଅଦିନରେ ପୁଣି ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଛି। ଗତ ୧୦ ତାରିଖରେ ଆମେରିକାର ମେରିଲ୍ୟାଣ୍ଡ ଅନ୍ତର୍ଗତ ବାଲ୍ଟିମୋରଠାରେ ଏହି ରଥଯାତ୍ରା ହୋଇଥିଲା। ସେଠାକାର ଇସ୍କନ ପକ୍ଷରୁ ଉକ୍ତ ରଥଯାତ୍ରାକୁ ସୋସିଆଲ ମିଡିିଆରେ ପୋଷ୍ଟ କରାଯାଇଛି। ଏ ନେଇ...

ସୁବାସ ରାମଚନ୍ଦ୍ର ଦୋଷୀ ସାବ୍ୟସ୍ତ

ପୁରୀ ଅଫିସ,୧୭।୧୦: ୫ବର୍ଷରେ ଶୁକ୍ରବାର ବହୁ ଚର୍ଚ୍ଚିତ ପୁରୀ ଟ୍ରେନ୍‌ ପୋଡ଼ି ମାମଲାର ରାୟ ପ୍ରକାଶ ପାଇଛି। ପୁରୀର ଆସିଷ୍ଟାଣ୍ଟ ସେସନ୍ସ ଜଜ୍‌ କମ୍‌ ସିଜେଏମ୍‌ ଇନ୍ଦୁ ଶର୍ମା ଏହି ମାମଲାରେ ଅଭିଯୁକ୍ତ ସୁବାସ ରାମଚନ୍ଦ୍ରଙ୍କୁ ଦୋଷୀ ସାବ୍ୟସ୍ତ କରିବା...

ଚିଲିକାରେ ବୁଡ଼ିଲା ଭସାପୋଲ: ଯାତ୍ରୀ ହନ୍ତସନ୍ତ

କୃଷ୍ଣପ୍ରସାଦ,(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଜହ୍ନିକୁଦାଠାରୁ ସାତପଡ଼ା ଯାତାୟତ କରୁଥିବା ଦ୍ୱିତୀୟ ଭସାପୋଲ (ଭେସେଲ)ଟି ଜହ୍ନିକୁଦା କୂଳରେ ଶୁକ୍ରବାର ବୁଡି ଯାଇଛି। ସାତପଡା ଜହ୍ନିକୁଦା ଚିଲିକାରେ ଭସାପୋଲରେ ପ୍ରତିଦିନ ଶହଶହ ଲୋକ ଯାତ୍ରା କରିଥାନ୍ତି । କୃଷ୍ଣପ୍ରସାଦ ବାସୀଙ୍କ...

ସରପଞ୍ଚଙ୍କୁ ହାଣିଲେ ଦୁର୍ବୃତ୍ତ

ସାକ୍ଷୀଗୋପାଳ,୧୬ା୧୦(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଦାଶବିଦ୍ୟାଧରପୁର ସରପଞ୍ଚ ହରିହର ନନ୍ଦଙ୍କୁ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ଅତର୍କିତ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ସରପଞ୍ଚଙ୍କ ଡାହାଣ ହାତ ଦୁଇଟି ଆଙ୍ଗୁଠି କଟିଯାଇଛି । ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଗ୍ରାମର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri