ପୁରୀ

ଅସୁସ୍ଥ ସ୍ତ୍ରୀଙ୍କୁ ଟ୍ରଲିରେ ୯୦ କି.ମି. ବୋହିବା ଘଟଣା: ଜୀବନ ଯୁଦ୍ଧରେ ହାରିଗଲେ ସୁକାନ୍ତି

କଟକ ଅଫିସ/ପୁରୀ ଅଫିସ/ସାକ୍ଷୀଗୋପାଳ: (ଡି.ଏନ୍‌.ଏ.), ୧୨।୧୦ଶେଷରେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି ସୁକାନ୍ତି ଭୋଇ। କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମଧ୍ୟାହ୍ନରେ ସେ ସବୁଦିନ ପାଇଁ ଆଖିବୁଜି ଦେଇଛନ୍ତି। ଅନ୍ୟପକ୍ଷରେ ରୋଗଣା ସ୍ତ୍ରୀଙ୍କ ଜୀବନ ବଞ୍ଚାଇବାକୁ ପରିଣତ ବୟସରେ...

ପୁରୀର ଗୋଲ୍ଡେନ୍‌ ବିଚ୍‌କୁ ବ୍ଲୁ ଫ୍ଲାଗ୍‌ ମାନ୍ୟତା

ପୁରୀ ଅଫିସ,୧୧।୧୦: ପୁରୀ ବେଳାଭୂମିକୁ ମିଳିଛି ଅନ୍ତର୍ଜାତୀୟ ସଫଳତା। ବହୁ ପ୍ରତୀକ୍ଷିତ ବ୍ଲୁ ଫ୍ଲାଗ୍‌ ମାନ୍ୟତା ପାଇଛି ପୁରୀର ଗୋଲ୍ଡେନ୍‌ ବିଚ୍‌ । ଡେନ୍‌ମାର୍କର ଫି’ ସଂସ୍ଥା ପକ୍ଷରୁ ଏହି ମାନ୍ୟତା ମିଳିଛି। ଦିଗବାରିଣୀ ଖୁଣ୍ଟିଠାରୁ ମେ ଫାୟାର ହୋଟେଲ୍‌...

ଭଙ୍ଗା କୁଡୁଆରେ ଅବଢ଼ା ଖାଇଲେ

ପୁରୀ ଅଫିସ,୧୧।୧୦: ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଆଖି ପୂରେଇ ଦେଖିବାର ସୁଯୋଗ ନାହିଁ। ସାତଦରିଆ ପାରି ହୋଇ ଶ୍ରୀକ୍ଷେତ୍ରକୁ ଆସିଥିଲେ ବି ବାଇଶ ପାହାଚରେ ସେମାନଙ୍କୁ ପାଦ ପକାଇବା ମନା। ଚକାଆଖି ସହ ଆଖି ମିଶାଇବା ସୁଯୋଗ ନ ଥାଉ...

ପାଣି ପାଇଁ ବୋହିଲା ରକ୍ତ: ଦୁଇ ମୃତ, ୧୦ରୁ ଊର୍ଦ୍ଧ୍ୱ ଗୁରୁତର

ବ୍ରହ୍ମଗିରି,୧୧।୧୦( ଡି.ଏନ୍‌. ଏ) : ପିଇବା ପାଣି ସଂଯୋଗ ନେବାକୁ କେନ୍ଦ୍ରକରି ରବିବାର ଦୁଇ ପରିବାର ମଧ୍ୟରେ ସଂଘର୍ଷ ଘଟିଛି। ଏହି ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି। ତେବେ ଏଭଳି ହୃଦୟ...

ବଦଳୁଛି ସ୍ବର୍ଗଦ୍ୱାର ଚିତ୍ର

ପୁରୀ ଅଫିସ, ୧୧। ୧୦:  ବଦଳୁଛି ସ୍ବର୍ଗଦ୍ୱାର ଚିତ୍ର। ପୁରୁଣା ସ୍ବର୍ଗଦ୍ୱାରକୁ ସୁବ୍ୟବସ୍ଥିତ ଢଙ୍ଗରେ ଦିଆଯାଉଛି ନୂଆ ରୂପ। ମୃତଦେହକୁ ଉଚିତ ସମ୍ମାନ ଓ ପରିଜନଙ୍କୁ ଅତ୍ୟାଧୁନିକ ସେବା ସୁବିଧା ଉପଲବ୍ଧ କରାଇବା ଲକ୍ଷ୍ୟରେ ଚାଲିଛି ନବୀକରଣ କାର୍ଯ୍ୟ। ପ୍ରତିଟି...

ଅସୁସ୍ଥ ସ୍ତ୍ରୀଙ୍କୁ ୯୦କି.ମି. ବୋହିଲେ

କଟକ ଅଫିସ/ସାକ୍ଷୀଗୋପାଳ,(ଡି.ଏନ୍‌.ଏ)୧୧। ୧୦:ରାଜ୍ୟରେ ଚିକିତ୍ସା ସେବା ସମସ୍ତଙ୍କୁ ଯେପରି ଠିକ୍‌ଭାବେ ମିଳିପାରିବ ସରକାର ସେଥିପାଇଁ ଅନେକ ଯୋଜନା କରିଛନ୍ତି। ଏଥିପାଇଁ ବିଭିନ୍ନ ହସ୍ପିଟାଲର ଭିତ୍ତିଭୂମିକୁ ସୁଦୃଢ଼ କରାଯାଉଛି। ରୋଗୀଙ୍କୁ ଚିକିତ୍ସା ସେବା ଯୋଗାଇବା ପାଇଁ ମାଗଣା ଆମ୍ବୁଲାନ୍ସ ବ୍ୟବସ୍ଥା ମଧ୍ୟ...

ସାମ୍ପ୍ରତିକ ସ୍ଥିତିରେ ଶ୍ରୀମନ୍ଦିର ନ ଖୋଲୁ

ପୁରୀ ଅଫିସ, ୧୦ । ୧୦: ମହାମାରୀ କରୋନା ପାଇଁ ବନ୍ଦ ଥିବା ରାଜ୍ୟର ବିଭିନ୍ନ ଧାର୍ମିିକସ୍ଥଳ ଖୋଲିବା ନେଇ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ଶ୍ରୀମନ୍ଦିର ଖୋଲିବା ସଂକ୍ରାନ୍ତରେ ସରକାରଙ୍କ ନିର୍ଦ୍ଦେଶ ପାଇବା...

କୋଭିଡ ଆଇନ ଉଲ୍ଲଂଘନ ପ୍ରସଙ୍ଗ: କ୍ଷମା ମାଗିଲେ ବିଧାୟକ ଉମା

ପୁରୀ ଅଫିସ,୧୦ା୧୦: କୋଭିଡ୍‌ ଆଇନ ଉଲ୍ଲଂଘନ କରିଥିବାରୁ ଶେଷରେ କ୍ଷମା ମାଗିଛନ୍ତି ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ। ଶନିବାର ବିଧାୟକ ସାମନ୍ତରାୟ କହିଛନ୍ତି, କରୋନା ସଂକ୍ରମିତ ଥାଇ ସ୍ବର୍ଗଦ୍ୱାରରେ ପହଞ୍ଚତ୍ବା ମୋର ଭୁଲ୍‌ ଥିଲା। ପୂର୍ବତନ ମନ୍ତ୍ରୀ ତଥା ପିପିଲି...

ଜନଶୁଣାଣିକୁ ବିରୋଧ: ରାସ୍ତାରୁ ଭାଜପା କର୍ମୀଙ୍କୁ ଉଠାଇନେଲା ପୋଲିସ

ପୁରୀ ଅଫିସ,୯।୧୦: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ୭୭ ମିଟର ଐତିହ୍ୟ କରିଡର ନିର୍ମାଣ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ଶୁକ୍ରବାର ନୀଳାଦ୍ରି ଭକ୍ତ ନିବାସ ପରିସରରେ ଜନଶୁଣାଣି ଚାଲିଛି। ଏହାକୁ ବିରୋଧ କରି ଭାଜପା ପକ୍ଷରୁ ଭକ୍ତ ନିବାସ ସମ୍ମୁଖରେ ଧାରଣା...

ଶ୍ରୀମନ୍ଦିର ସୁରକ୍ଷା ବଳୟ ଉନ୍ନତିକରଣ: ଜମି ଅଧିଗ୍ରହଣ ଜନଶୁଣାଣି ଆରମ୍ଭ

ପୁରୀ ଅଫିସ,୯ା୧୦: ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୁରକ୍ଷା ବଳୟ ଉନ୍ନତିକରଣ କରାଯିବ। ଏହି ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ଓଡ଼ିଶା ସାମାଜିକ ପ୍ରଭାବ ଆକଳନ ୟୁନିଟ ଏକ ଚିଠା ପ୍ରସ୍ତୁତ କରିଛନ୍ତି। ଏନେଇ ଅତିରିକ୍ତ...

ରାଜ୍ୟରେ ଧାର୍ମିକସ୍ଥଳ ଖୋଲିବା ପ୍ରସଙ୍ଗ: ଶ୍ରୀମନ୍ଦିରକୁ ଅନ୍ୟ ସହ ତୁଳନା କରା ନ ଯାଉ

ପୁରୀ ଅଫିସ,୯।୧୦: କରୋନା ପାଇଁ ବନ୍ଦ ଥିବା ରାଜ୍ୟର ଧାର୍ମିିକସ୍ଥଳ ଖୁବଶୀଘ୍ର ଖୋଲିପାରେ। ଏଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସଙ୍କେତ ମିଳିଛି। ଜିଲାର ସ୍ଥିତି ଦେଖି କୋଭିଡ୍‌ ନିୟମ ମାନି ଖୋଲିବାକୁ ପରାମର୍ଶ ଦିଆଯାଇଛି। ସମସ୍ତ ଅଂଶୀଦାରଙ୍କ ସହ ଆଲୋଚନା...

‘ଉପନିର୍ବାଚନରେ ଭାଜପା ଜିତିବ’

ପୁରୀ ଅଫିସ, ୮ା୧୦: ଭାଜପାର ନୂଆ ରାଷ୍ଟ୍ରୀୟ ମୁଖପାତ୍ର ତଥା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ବୁଧବାର ପୁରୀ ଆସି ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। ତାଙ୍କୁ ସିଂହଦ୍ୱାର ପାଖରେ ପୁରୀ ଜିଲା ଭାଜପାର ନେତୃତ୍ୱମାନେ ଖଣ୍ଡୁଆ ଓ ପୁଷ୍ପଗୁଚ୍ଛ ଦେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri