ପୁରୀ

କୋଭିଡ୍‌ ପରିସ୍ଥିତିର ସମୀକ୍ଷା କଲେ ଆର୍‌ଡିସି

ପୁରୀ ଅଫିସ, ୮।୮: କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି) ଅନିଲ କୁମାର ସାମଲ ପୁରୀ ଜିଲା କୋଭିଡ୍‌ ପରିସ୍ଥିତିର ସମୀକ୍ଷା କରିଛନ୍ତି। ସର୍କିଟ ହାଉସ୍‌ ପରିସରରେ ଶୁକ୍ରବାର ଆୟୋଜିତ ସମୀକ୍ଷା ବୈଠକରେ ଆର୍‌ଡିସି ସାମଲ ପୁରୀ ଜିଲାରେ କରୋନା ମୁକାବିଲା...

ଗ୍ରାମରେ ଚଢ଼ାଉ ବେଳେ ପୋଲିସ ହଟହଟା: ୨ ଅଫିସରଙ୍କ ସହ ୧୦ ପୋଲିସ ୫ଘଣ୍ଟା ଅଟକ

ଗୋପ,୭ା୮(ଡି.ଏନ୍‌.ଏ.)- ଗୋପ ଥାନା ପୋଲିସ ଗଁା ବିବାଦକୁ ନେଇ ବୀରତୁଙ୍ଗ ପଞ୍ଚାୟତ ଅଧୀନ ରେଢୁଆ ଗ୍ରାମକୁ ଚଢ଼ାଉ କରିବାକୁ ଯାଇ ହଟହଟା ହୋଇଛି। ବିନା ମାମଲାରେ ଚଢ଼ାଉ କରିଥିବା ଗ୍ରାମବାସୀ ଅଭିଯୋଗ କରି ୨ ଅଫିସରଙ୍କ ସମେତ ୧୦ରୁ ଊର୍ଦ୍ଧ୍ୱ...

ରତ୍ନସିଂହାସନରୁ ପଦ୍ମଖୋଦିତ ପଥର ଗାଏବ ପ୍ରସଙ୍ଗ : ବୟାନ ରଖିଲେ ଅଭିଯୋଗକାରୀ ସେବାୟତ

ପୁରୀ ଅଫିସ, ୭।୮: ଶ୍ରୀମନ୍ଦିର ରତ୍ନସିଂହାସନରୁ ପଦ୍ମଖୋଦିତ ପଥର ଗାଏବ ଘଟଣାରେ ଗୁରୁବାର ଶ୍ରୀମନ୍ଦିର ପ୍ରଶାସନ ନିକଟରେ ଅଭିଯୋଗକାରୀ ସେବାୟତ ଈପ୍‌ସିତ ପ୍ରତିହାରୀ ବୟାନ ରଖିଛନ୍ତି। ଏହି ପ୍ରସଙ୍ଗରେ ବୟାନ ରଖିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଈପ୍‌ସିତଙ୍କୁ ନୋଟିସ୍‌...

‘ଶ୍ରୀମନ୍ଦିରରେ ଅନ୍‌ଲାଇନ ଦର୍ଶନ ପାଇଁ ବିଚାରବିମର୍ଶ’

ପୁରୀ ଅଫିସ,୭ା୮: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଅନ୍‌ଲାଇନ୍‌ ବ୍ୟବସ୍ଥା ଗ୍ରହଣ କରାଯିବ। ଏନେଇ ବିଚାର ବିମର୍ଶ ଚାଲିଛି। ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବା ପରେ ଭକ୍ତ ଶ୍ରୀମନ୍ଦିରକୁ ପ୍ରବେଶ କରି ଠାକୁରଙ୍କୁ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟି...

ଖୋଲାଯାଉଛି ତାଳଧ୍ୱଜ ରଥ

ପୁରୀ ଅଫିସ,୬।୮: ସିଂହଦ୍ୱାର ସମ୍ମୁଖରେ ଥିବା ୩ ରଥ ଖୋଲା କାର୍ଯ୍ୟ ଜାରି ରହିଛି। ବୁଧବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଖୋଲା ଶେଷ ହୋଇଥିବା ବେଳେ ଗୁରୁବାର ସକାଳୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଖୋଲା ଆରମ୍ଭ ହୋଇଛି। ଦର୍ପଦଳନ...

ଟ୍ରଲିରେ ବୁହାହେଲା ମୃତଦେହ

କୋଣାର୍କ,୬ା୮(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମିତ ସହ ମୃତ୍ୟୁ ସଂଖ୍ୟା ବଢୁଥିବାରୁ ଲୋକେ ଭୟରେ ସାଧାରଣ ରୋଗରେ ମୃତବ୍ୟକ୍ତିଙ୍କୁ ମଧ୍ୟ ସ୍ପର୍ଶ କରୁ ନାହାନ୍ତି। ଏଭଳି ଜଣଙ୍କ ମୃତଦେହକୁ ଉଠାଇବାରେ ଗ୍ରାମବାସୀ ସହାୟତା ନ କରିବାରୁ ଶେଷରେ ଏକ ଟ୍ରଲି ଜରିଆରେ...

ଜଗନ୍ନାଥ ଅବତାରୀ, ରାମ ଅବତାର

ପୁରୀ ଅଫିସ, ୬।୮: ଅଯୋଧ୍ୟାରେ ବୁଧବାର ରାମମନ୍ଦିରର ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଛି। ଦେଶର ବିଭିନ୍ନ ସ୍ଥାନ ଭଳି ପୁରୀରେ ମଧ୍ୟ ଏହି ଉତ୍ସବକୁ ନେଇ ଏକ ଭାବାତ୍ମକ ପରିବେଶ ଦେଖିବାକୁ ମିଳିଛି। ସିଂହଦ୍ୱାର ସମ୍ମୁଖରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ...

ପୁରୀ ସହକାରୀ ବନ ସଂରକ୍ଷକଙ୍କ ଅଫିସ୍‌ ସମେତ ଏସବୁ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ପୁରୀ ଅଫିସ,୫।୮: ପୁରୀ ସହକାରୀ ବନ ସଂରକ୍ଷକ ପ୍ରଶାନ୍ତ ସ୍ବାଇଁଙ୍କ ଘରେ ବୁଧବାର ବେଆଇନ୍‌ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ଏକ କାଳୀନ ଭିଜିଲାନ୍ସର ୫ଟି ଟିମ୍‌ ଏହି ଚଢ଼ାଉ କରୁଛନ୍ତି। ପୁରୀରେ ଥିବା ଅଫିସ୍‌,...

ଭକ୍ତ-ଭଗବାନ ଦର୍ଶନ ପ୍ରତିବନ୍ଧକ ହଟୁ

ପୁରୀ ଅଫିସ,୫।୮: ଦେଶର ପ୍ରମୁଖ ମନ୍ଦିର ମଧ୍ୟରୁ ଶ୍ରୀମନ୍ଦିର ଅନ୍ୟତମ। ଏଠାକୁ ପ୍ରତ୍ୟହ ରାଜ୍ୟ ତଥା ଦେଶର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁ ଆସିଥାନ୍ତି। ସାଧାରଣ ଦିନଗୁଡ଼ିକରେ ପ୍ରାୟ ୬୦ରୁ ୭୦ ହଜାର ଦର୍ଶନାର୍ଥୀ ଆସୁଥିବାବେଳେ ଛୁଟି ତଥା ବିଭିନ୍ନ ପର୍ବପର୍ବାଣିରେ...

‘ପ୍ରାପ୍ୟ ନ ଦେଲେ ରଥ ଖୋଲିବୁନି’

ପୁରୀ ଅଫିସ,୫ା୮: ଚଳିତବର୍ଷ ତିନିରଥ ଭଙ୍ଗା ନ ଯାଇ ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭ ମଠରେ ସଂରକ୍ଷଣ କରି ରଖାଯିବ। ଶ୍ରୀମନ୍ଦିର ପ୍ରଶାସନର ଏହି ନିଷ୍ପତ୍ତି ପରେ ରଥ ଖୋଲା କାମ ଜାରିରହିଛି। ମାତ୍ର ଏଥିରେ ଅସହଯୋଗ ଚେତାବନୀ...

ମହାରଣା ସେବକଙ୍କ ଚେତାବନୀ: ପାଉଣା ନ ଦେଲେ ରଥ ଖୋଲିବୁନି

ପୁରୀ ଅଫିସ,୪୮: ଚଳିତବର୍ଷ ତିନିରଥ ଭଙ୍ଗା ନ ଯାଇ ସଂରକ୍ଷଣ କରାଯିବ । ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ତିନିରଥକୁ ରଖାଯିବ । ଶ୍ରୀମନ୍ଦିର ପ୍ରଶାସନର ଏହି ନିଷ୍ପତ୍ତି ପରେ ରଥ ଖୋଲା କାମ ଜାରି...

ଶ୍ରୀକ୍ଷେତ୍ରରୁ ଜାତିସଂଘ

ପୁରୀ ଅଫିସ,୪। ୮: ବୟସ ୨୦। ହେଲେ ମିଳିତ ଜାତିସଂଘ ପକ୍ଷରୁ ୧୦ଟି ଦେଶରେ ଆୟୋଜିତ ୫୦ଟି ସମ୍ମିଳନୀରେ ବକ୍ତୃତା ଦେଇସାରିଲେଣି। ଏତେ କମ୍‌ ବୟସରେ ଏଭଳି ସଫଳତା ଆଣି ସେ ଦେଶ ଓ ରାଜ୍ୟ ପାଇଁ ଗର୍ବ ଗୌରବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri