ପୁରୀ

ଆରମ୍ଭ ହେଲା ରଥ ଖୋଲା

ପୁରୀ ଅଫିସ,୨୯ା୭: ଚଳିତବର୍ଷ ୩ ରଥ ଭଙ୍ଗାଯିବ ନାହିଁ। ରଥଗୁଡ଼ିକୁ ସଂରକ୍ଷଣ କରି ରଖାଯିବ। ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଶ୍ରୀଜଗନ୍ନାଥ ବଲ୍ଲଭ ମଠ ପରିସରରେ ଏହି ତିନିରଥକୁ ସଂରକ୍ଷଣ କରି ରଖାଯିବ। ଏନେଇ ବୁଧବାରଠାରୁ ରଥ ଖୋଲା କାମ ଆରମ୍ଭ...

ସାନିଟାଇଜର ଷ୍ଟାଣ୍ଡ ତିଆରି କଲେ ଶୁଭ୍ରଜ୍ୟୋତି

ପୁରୀ ଅଫିସ,୨୯ା୭: ଉଗ୍ରରୂପ ଧାରଣ କରିଛି ମହାମାରୀ କରୋନା। ପ୍ରତିଦିନ ହଜାର ହଜାର ଲୋକ ଏହି ପ୍ରାଣଘାତୀ ଭୂତାଣୁର ଶିକାର ହେଉଛନ୍ତି। ମୃତ୍ୟୁ ସଂଖ୍ୟା ବି ହୁ ହୁ ହୋଇ ବଢୁଛି। ଏ ପର୍ଯ୍ୟନ୍ତ କରୋନାଠୁ ରକ୍ଷା ପାଇବା ପାଇଁ...

ଅନ୍‌ଲାଇନ ପାଠପଢ଼ା ବେଳେ ମୋବାଇଲ ଫୋନ୍‌ ଫାଟିଲା

ପୁରୀ ଅଫିସ,୨୯ା୭: ଅନ୍‌ଲାଇନରେ ପାଠପଢାବେଳେ ମୋବାଇଲ ଫୋନ୍‌ ଫାଟିଲା। ତେବେ ସୌଭାଗ୍ୟବଶତଃ ରକ୍ଷା ପାଇଛନ୍ତି ଜଣେ ସପ୍ତମଶ୍ରେଣୀ ଛାତ୍ରୀ। ତାଙ୍କ ବାମ ହାତରେ ଆଘାତ ଲାଗିଛି। କିନ୍ତୁ ମୋବାଇଲ ଫୋନ୍‌ଟି ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଛି। ଏମିତି ଏକ ଅଭାବନୀୟ...

ଚିଲିକାରେ ୭ ଦିନ ବନ୍ଦ ହେଲା ଭସାପୋଲ

କୃଷ୍ଣପ୍ରସାଦ,୨୭ା୭(ଡି.ଏନ୍‌.ଏ.): ଚିଲିକାରେ ୭ ଦିନ ପର୍ଯ୍ୟନ୍ତ ଭସାପୋଲ ଏବଂ ଡଙ୍ଗାକୁ ବନ୍ଦ କରିଦିଆଯାଇଛି। ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କିଛିଦିନ ହେବ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଥିବାରୁ ଏହି ପଦକ୍ଷେପ ନିଆଯାଇଛି। ଗତ ୨୪ ତାରିଖରେ ୨୨...

ନକଲି କୋଭିଡ୍‌ ପାସ୍‌ ଲଗାଇ ପୁରୀରେ କାର୍‌

ପୁରୀ ଅଫିସ/ପିପିଲି (ସ୍ବ. ପ୍ର/ଡି.ଏନ.ଏ.),୨୭।୭: ପୁରୀ ଜିଲାରୁ ରେକର୍ଡ ସଂଖ୍ୟକ ପଜିଟିଭ ଚିହ୍ନଟ ହେଉଛନ୍ତି। ତେଣୁ ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ଏକାଧିକ ପଦକ୍ଷେପ ଗ୍ରହଣ କରିଛି। ସୀମା ସିଲ୍‌ ସହ ଜିଲାର ସବୁ ପ୍ରବେଶ ପଥରେ ଆସନ୍ତା ୩୧...

ଭଙ୍ଗାଘରେ ଦିନ କାଟୁଛନ୍ତି ତାଳଧ୍ୱଜ ରଥର ବିଶ୍ୱକର୍ମା

ପୁରୀ ଅଫିସ,୨୭।୭:ସେ ହେଉଛନ୍ତି ବିଶ୍ୱକର୍ମା। ତାଳଧ୍ୱଜ ରଥର ମୁଖ୍ୟ ବିନ୍ଧାଣୀ। ତାଙ୍କ ନେତୃତ୍ୱରେ ନିର୍ମାଣ ହେଉଛି ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ଭବ୍ୟ ରଥ। ତାଙ୍କ ହାତ ତିଆରି ରଥକୁ ବିଶ୍ୱବାସୀ ଦେଖି ଓଡ଼ିଆ ଜାତିର କଳା କାରିଗରିକୁ ବାହାବା ଦେଉଛନ୍ତି। ହେଲେ...

ପଜିଟିଭ୍‌ ରିପୋର୍ଟ ଦେଖାଇବା ପରେ ଲୋକଙ୍କୁ ନିଅନ୍ତୁ

ପୁରୀ ଅଫିସ୍‌,୨୬।୭: ମହାମାରୀ କରୋନାକୁ ରୋକିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ପେଣ୍ଠକଟା ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ଓ୍ବାର୍ଡ ନଂ ୨୫, ୨୬, ୩୧, ୩୨ କଣ୍ଟେନମେଣ୍ଟ କଟକଣା ଲାଗୁ କରାଯାଇଛି। ମାତ୍ର ସମ୍ପୃକ୍ତ ଅଞ୍ଚଳରୁ କରୋନା...

ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ଆଇସିୟୁ ସିଲ୍‌

ପୁରୀ ଅଫିସ,୨୬।୭: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ କରୋନା। ହସ୍ପିଟାଲର ଆଇସିୟୁରେ ଚିକିତ୍ସିତ ହେଉଥିବା ଜଣେ ରୋଗୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆଇସିୟୁକୁ ସାମୟିକଭାବେ ବନ୍ଦ କରି ଦିଆଯାଇଛି । ସମ୍ପୃକ୍ତ ରୋଗୀଙ୍କୁ କୋଭିଡ୍‌ ହସ୍ପିଟାଲ ସ୍ଥାନାନ୍ତର...

ଅଯୋଧ୍ୟାରେ ରାମମନ୍ଦିର ପାଇଁ ଭୂମି ପୂଜା : କୋଣାର୍କରୁ ଗଲା ଜଳ, ମାଟି

କୋଣାର୍କ,୨୬।୭(ଡି.ଏନ.ଏ.) : ଅଯୋଧ୍ୟାରେ ଅଗଷ୍ଟ ୫ରେ ରାମମନ୍ଦିର ନିର୍ମାଣ ଆରମ୍ଭ ହେବ। ଏହାର ଭୂମି ପୂଜା ପାଇଁ କୋଣାର୍କରୁ ପବିତ୍ର ତୀର୍ଥ ଜଳ ଓ ମାଟି ସଂଗ୍ରହ କରାଯାଇଛି। ବିଶ୍ୱ ହିନ୍ଦୁ ପରିଷଦ କୋଣାର୍କ ଶାଖା ପକ୍ଷରୁ କୋରିୟର ଯୋଗେ...

ଜୁଆଆଡ୍ଡାରେ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ

କାକଟପୁର,୨୫।୭(ଡି.ଏନ୍‌.ଏ): କାକଟୁପୁର ଥାନା ଅନ୍ତର୍ଗତ ଭଣ୍ଡିସାହିରେ ଚାଲିଥିବା ଏକ ଜୁଆଆଡ୍ଡାରେ ପୋଲିସ ଶୁକ୍ରବାର ରାତିରେ ଚଢ଼ାଉ କରି ୪ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କୁ ଥାନାକୁ ନେବାକୁ ବେଳେ ସେମାନଙ୍କ ସମ୍ପର୍କୀୟମାନେ ପୋଲିସ ଉପରେ ଆକ୍ରମଣ କରିଛନ୍ତି। ଏଥିରେ ୨ଜଣ କର୍ମଚାରୀ...

୪ ମାସ ପରେ ହୋଇଥାନ୍ତା ବାହାଘର: ପ୍ରେମିକାଙ୍କୁ ଅପହରଣ ପରେ ହତ୍ୟା କଲେ ପ୍ରେମିକ

ବ୍ରହ୍ମଗିରି,୨୫ା ୦୭(ଡି.ଏନ.ଏ): ପ୍ରଥମେ ପ୍ରେମ। ତା’ପରେ ପ୍ରତାରଣା କରି ଶେଷରେ ପ୍ରେମିକାକୁ ଅପହରଣ କରି ହତ୍ୟା କରିଛି ପ୍ରେମିକ। ସମସ୍ତ ପ୍ରମାଣକୁ ଲୁଚାଇବାକୁ ଯାଇ ଗାଁଠାରୁ ୫ କିଲୋମିଟର ଦୂର ଏକ ପୋଖରୀ ହୁଡ଼ାରେ ମୃତଦେହକୁ ପୋତିଦେଇଛି। ପୋଲିସ ଛାନ୍‌ଭିନ୍‌...

ଯୁବତୀଙ୍କୁ ହତ୍ୟା କରି ଚିଲିକା କୂଳରେ ପୋତିଦେବା ଅଭିଯୋଗ

ବ୍ରହ୍ମଗିରି,୨୫।୭(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଅପହରଣ କରି ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ପୋଲିସ ଘଟଣାର ତଦନ୍ତ କରୁଥିବା ବେଳେ ମୃତଦେହ ଉଦ୍ଧାର କରାଯାଇ ନ ଥିବା ସୂଚନା ମିଳିଛି। ତେବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri