ପୁରୀ

ସୁନାବେଶରେ ୩ ଠାକୁର

ପୁରୀ ଅଫିସ,୨ା୭: ସରି ଆସୁଛି ଶ୍ରୀଗୁଣ୍ଡିଚା ମହୋତ୍ସବ। ବୁଧବାର ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ରତ୍ନବେଦି ଅଭିମୁଖେ ବାହୁଡ଼ି ଆସିଥିଲେ ମହାପ୍ରଭୁ। ଗୁରୁବାର ସିଂହଦ୍ୱାର ସମ୍ମୁଖରେ ରଥାରୂଢ ଦାରୁଦିଅଁଙ୍କ ସୁନାବେଶ ବା ବଡ଼ତଢାଉ ବେଶ ହୋଇଛି। ମହଣ ମହଣ ସୁବର୍ଣ୍ଣ...

ଆଜି ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୨।୭: ଗୁରୁବାର ଆଷାଢ଼ ଶୁକ୍ଳ ଦ୍ୱାଦଶୀ। ଏହି ପବିତ୍ର ତିଥିରେ ମହାପ୍ରଭୁଙ୍କ ସୁନାବେଶ ବା ବଡ଼ ତଢ଼ାଉ ବେଶ ହେବ। ରଥାରୂଢ଼ ଦାରୁବିଗ୍ରହ ମହଣ ମହଣ ସୁନାରେ ସଜେଇ ହେବେ। ତେବେ ମହାପ୍ରଭୁଙ୍କ ଏହି ଦୁଲର୍‌ଲଭ ବେଶ ଭକ୍ତମାନେ...

ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ ରଥ

ପୁରୀ ଅଫିସ,୧।୭-ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡିଛନ୍ତି ତିନିଠାକୁର। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ, ବଳଭଦ୍ରଙ୍କ ତାଳଧ୍ୱଜ ଓ ଦେବୀ ସୁଭଦ୍ରାଙ୍କର ଦର୍ପଦଳନ ରଥ ସିଂହଦ୍ୱାରରେ ପହଞ୍ଚିବା ପରେ ଶେଷ ହୋଇଛି ବାହୁଡା ଯାତ୍ରା। ସେବାୟତମାନେ ତିନି ରଥରେ ତିନି ଠାକୁରଙ୍କୁ ଟାଣି ଟାଣି...

ବାହୁଡ଼ାରେ ମହାପ୍ରଭୁଙ୍କ ରଥଟଣା ଆରମ୍ଭ

ପୁରୀ ଅଫିସ, ୧।୭: ନବଦିନାତ୍ମକ ଯାତ୍ରା ଶେଷ କରିବା ପରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ୁଛନ୍ତି ମହାପ୍ରଭୁ। ଭକ୍ତଶୂନ୍ୟ ବାହାଡ଼ାଯାତ୍ରାରେ ମହାପ୍ରଭୁଙ୍କ ନୀତିକାନ୍ତି ସଅଳ ଅନୁଷ୍ଠିତ ହୋଇଥିଲା। ଧାର୍ଯ୍ୟ ସମୟର ୩୫ ମିନିଟ ପୂର୍ବରୁ ମହାପ୍ରଭୁଙ୍କ ରଥଟଣା ଆରମ୍ଭ ହୋଇଛି। ପୂର୍ବାହ୍ନ...

ଛେରାପହଁରା କଲେ ଗଜପତି ମହାରାଜା

ପୁରୀ ଅଫିସ, ୧।୭: ରଥରେ ମଦନମୋହନ ବିଜେ କରିବା ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରା ପହଁରା କରିବା ପାଇଁ ପହଞ୍ଚିଥିଲେ। ପ୍ରଥମେ ବଡ଼ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥରେ ଗଜପତି ଛେରା ପହଁରା କରିସାରିବା ପରେ ନନ୍ଦିଷେଷ...

ବାହୁଡୁଛନ୍ତି ମହାପ୍ରଭୁ

ପୁରୀ ଅଫିସ, ୧।୭: ନବଦିନାତ୍ମକ ଯାତ୍ରା ପରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡୁଛନ୍ତି ମହାପ୍ରଭୁ। ସେଥିପାଇଁ ସଅଳ ନୀତିକାନ୍ତି ପରେ ଧାର୍ଯ୍ୟ ସମୟର ୩୫ ମିନିଟ ପୂର୍ବରୁ ଅର୍ଥାତ୍‌ ୭.୨୫ରେ ବାହାଡ଼ା ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନ...

ଥାନାରେ ନାବାଳିକାଙ୍କୁ ବଳାତ୍କାର ଘଟଣା: କ୍ରାଇମ୍‌ବ୍ରାଞ୍ଚ ନେଲା ତଦନ୍ତ ଭାର

କଟକ/ପୁରୀ ଅଫିସ/ସୁନ୍ଦରଗଡ଼(ଡି.ଏନ୍‌.ଏ.),୧ା୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଭିତରେ ଜଣେ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର ଓ ଗର୍ଭପାତ ଘଟଣାର ତଦନ୍ତ ଭାର କ୍ରାଇମ୍‌ବ୍ରାଞ୍ଚକୁ ପ୍ରଦାନ କରାଯାଇଛି। ମଙ୍ଗଳବାର ଏନେଇ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ସୂଚନା ଦେଇଛନ୍ତି। ନାବାଳିକା ବଳାତ୍କାର...

ଆଜି ରାତିରୁ ପୁରୀକୁ ବସ୍‌, ଟ୍ରେନ୍‌ ଚଳାଚଳ ବନ୍ଦ

ପୁରୀ ଅଫିସ,୩୦।୬: ବାହୁଡ଼ା ଯାତ୍ରା ପାଇଁ ପୁରୀକୁ ବସ୍‌, ଟ୍ରେନ୍‌ ଚଳାଚଳ ବନ୍ଦ କରାଯାଇଛି। ମଙ୍ଗଳବାର ରାତି ୯ଟାରୁ ୨ ତାରିଖ ରାତି ୧୧ଟା ୩୦ ପର୍ଯ୍ୟନ୍ତ ପୁରୀକୁ ବସ୍‌, ଟ୍ରେନ୍‌ ଆଦି ଚଳାଚଳ ବନ୍ଦ ରହିବ। ପୁରୀକୁ ସାଧାରଣ...

ବାହୁଡ଼ା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ମୁତୟନ ହେବେ ୭୦ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ ଅଫିସ, ୩୦।୬: ଜୁଲାଇ ୧ରେ ବାହୁଡ଼ା ଯତ୍ରା। କୋଭିଡ୍‌ ଗାଇଡ୍‌ ଲାଇନ୍‌ ଏବଂ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ମାନି ସମସ୍ତ ପ୍ରକାର କାର୍ଯ୍ୟ କରାଯିବ। ତେଣୁ ଏହାକୁ ନଜରରେ ରଖି ବାହୁଡ଼ା ଯାତ୍ରା ପାଇଁ ସ୍ବତନ୍ତ୍ର ପୋଲିସ ବ୍ୟବସ୍ଥା କରାଯାଇଛି।...

ଆସନ୍ତା ୨ ସୁଦ୍ଧା ସରିବ ଶ୍ରୀମନ୍ଦିର ଗର୍ଭଗୃତ ମରାମତି କାମ: ଏଏସ୍‌ଆଇ

ପୁରୀ ଅଫିସ, ୩୦।୬: ଶ୍ରୀମନ୍ଦିର ଭିତରେ କୌଣସି ପ୍ରକାର ବିପଦ ନାହିଁ। ବିଶେଷଜ୍ଞମାନଙ୍କ ଯାଞ୍ଚ ପରେ ଯେଉଁସବୁ କାମ କରାଯିବା ଲାଗି ନିଷ୍ପତ୍ତି ହୋଇଥିଲା ତାହା କରାଯାଉଛି। ଏଏସ୍‌ଆଇ ଓ ପୂର୍ତ୍ତବିଭାଗ ମରାମତି କାର୍ଯ୍ୟ କରୁଛନ୍ତି। ଆସନ୍ତା ୨ ତାରିଖ...

ଦିବ୍ୟ କୃପା ଲାଭରୁ ବଞ୍ଚିିତ ହେବେ ଶ୍ରଦ୍ଧାଳୁ

ପୁରୀ ଅଫିସ,୩୦।୬: ଆଷାଢ ଶୁକ୍ଳ ଦ୍ୱିତୀୟାଠାରୁ ଆରମ୍ଭ ହୋଇଥିବା ଶୀଗୁଣ୍ଡିଚା ଯାତ୍ରାର ଅଷ୍ଟମ ଦିବସ ତଥା ନବମୀ ତିଥିରେ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କର ସନ୍ଧ୍ୟା ଦର୍ଶନ ଅନୁଷ୍ଠିତ ହୋଇଥାଏ। ଯିବା ଦିନ ଓ ଆସିବା ଦିନକୁ ଛାଡ଼ି ଏକ ସପ୍ତାହ...

ସକାଳ ୮ରେ ପହଣ୍ଡି, ମଧ୍ୟାହ୍ନରେ ରଥଟଣା

ପୁରୀ ଅଫିସ, ୩୦।୬: ଆସନ୍ତା ୧ତାରିଖରେ ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ଶେଷ କରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋର ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ବାହୁଡ଼ା ଯାତ୍ରା ନୀତି ନିର୍ଘଣ୍ଟ ପ୍ରକାଶ କରାଯାଇଛି। ଏବର୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri